୧ ଅକ୍ଟୋବରରୁ ସବୁ ଗାଡି ପାଇଁ ପଲ୍ୟୁସନ୍ ସାର୍ଟିଫିକେଟ୍ ବାଧ୍ୟତାମୂଳକ

ଭୁବନେଶ୍ୱର ୨୩/୯:  ୧ ଅକ୍ଟୋବରରୁ ପଲ୍ୟୁସନ୍ ସାର୍ଟିଫିକେଟ୍ କଡାକଡି ଭାବେ ଯାଞ୍ଚ କରାଯିବ । ପଲ୍ୟୁସନ୍ ସାର୍ଟିଫିକେଟ୍ ବାଧ୍ଯତାମୂଳକ କଲେ ରାଜ୍ୟ ସରକାର । ଅକ୍ଟୋବର ୧ରୁ ସବୁ ଗାଡି ପାଇଁ ପଲ୍ୟୁସନ୍ ସାର୍ଟିଫିକେଟ୍ ଜରୁରୀ । ଯଦି କାହାର ପଲ୍ୟୁସନ୍ ସାର୍ଟିଫିକେଟ୍ ନଥିବ ତେବେ ସେଥିପାଇଁ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ । ସବୁ ଗାଡି ପାଇଁ ପଲ୍ୟୁସନ୍ ସାର୍ଟିଫିକେଟ୍ ବାଧ୍ୟତାମୂଳକ କରାଯାଇଛି । ଏନେଇ  ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । କହିରଖୁଛୁ ପୂର୍ବରୁ ପଲ୍ୟୁସନ ସାର୍ଟିଫିକେଟ୍ ପାଇଁ ମାସେ କୋହଳ କରିଥିଲା ବିଭାଗ । ତେବେ ମୁଖ୍ୟମନ୍ତ୍ରୀ ୩ ମାସ ପର୍ଯ୍ଯନ୍ତ କୋହଳ କରିବାକୁ କହିଥିଲେ ।

   ସମ୍ବନ୍ଧିତ ଖବର


ବନ୍ଧା ହେବେ ବୁଲା ଷଣ୍ଢ, ଗାଈଙ୍କୁ ମାଫ୍‌ – ସଫଳ ହୋଇପାରୁନି ବୁଲା ଗୋରୁମୁକ୍ତ ସହର ଅଭିଯାନ

ଦୃଢ ଇଚ୍ଛା ଶକ୍ତି- ୫୬ ବର୍ଷରେ ମାଟ୍ରିକ ପାସ୍‌ କଲେ ଆଶାକର୍ମୀ

ସିଂହଦ୍ୱାରରେ ହେବନି ବଡ଼ବଡୁଆ ଡାକ

ଯାତ୍ରା କଳାକାରଙ୍କ ରୋଜଗାରର ଭିନ୍ନ ଉପାୟ

ଫାଣ୍ଡି ଅଧିକାରୀଙ୍କ ଗୁଣ୍ଡାଗିରି ଅଭିଯୋଗ -ବାବୁ କହିଥିଲେ ୨ ବାଡ଼ି ଦେ,ଅବସ୍ଥା ସଙ୍ଗିନ କଲେ କନେଷ୍ଟବଳ

ମହାଜାଲିଆତି -ମିଛ ମାପଦଣ୍ଡରେ ଆକାଶଛୁଆଁ ବେପାର