PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

ପୁରୀ ବାସେଳୀ ସାହିରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

ପୁରୀ – ପୁରୀ ସହରରେ ଥିବା ବାସେଳୀ ସାହି ବଡପୋଖରୀ ଜାଗା ନିକଟରେ ଜିତେନ୍ଦ୍ର ପୁରୋହିତ ନାମକ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା । ୪ରୁ ୫ ଜଣ ଦୁର୍ବୃତ ତାଙ୍କୁ ହାଣି ହତ୍ୟା କରିଥିବା ସୂଚନା ମିଳିଛି । ଯୁବକ ଜଣଙ୍କ ସୋଲ କାରୀଗର ଥିଲେ । ପୂର୍ବ ଶତ୍ରୁତା ଯୋଗୁଁ ତାଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି । ହତ୍ୟାକାରୀମାନେ ତାଙ୍କୁ ପୂର୍ବରୁ ଧମକ ଦେଇଥିବା ବେଳେ ଏବେ ହାଣି ହତ୍ୟା କରିଥିବା ତାଙ୍କ ପରିବାର ଲୋକ ସୂଚନା ଦେଇଛନ୍ତି ।

ପୁରୀ ଏସ୍‌ପିଙ୍କ ସହ ଅନ୍ୟାନ୍ୟ ପୋଲିସ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଏହାର ତଦନ୍ତ କରିଛନ୍ତି । କେଉଁ କାରଣରୁ ହତ୍ୟା କରାଯାଇଛି ଏବଂ କେଉଁମାନେ ଏଥିରେ ସଂଶ୍ଲିଷ୍ଟ ଅଛନ୍ତି ପୋଲିସ ତାହାର ତଦନ୍ତ କରିବା ସହ ଦୁର୍ବୃତ୍ତମାନଙ୍କୁ ଧରିବା ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି।