କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ ଲକ୍ଷ ଟଙ୍କା ଦାନ କଲେ ବ୍ୟାଡମିଣ୍ଟନ ଖେଳାଳି ସିନ୍ଧୁ

ହାଇଦ୍ରାବାଦ ୨୭/୩: କରୋନା ଭାଇରସର ମୁକାବିଲା ପାଇଁ ଚର୍ଚ୍ଚିତ ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ୧୦ ଲକ୍ଷ ଟଙ୍କା ଦାନ କରିଛନ୍ତି । ସେ ଉଭୟ ତେଲଙ୍ଗାନା ଓ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରିଛନ୍ତି । ଟ୍ୱିଟର ଜରିଆରେ ସିନ୍ଧୁ କରୋନା ଭାଇରସ ସଂପର୍କିତ ସଚେତନତା ବାର୍ତ୍ତା ଦେବା ସହ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଅର୍ଥ ଦାନ କରିଥିବା ବିଷୟ ପ୍ରକାଶ କରିଥିଲେ ।

କରୋନା ଭାଇରସ ସଂକ୍ରମଣରୁ ବଞ୍ଚିବା ପାଇଁ ସମସ୍ତଙ୍କୁ ଏକମତ ହେବାକୁ ପଡ଼ିବ । ସରକାରଙ୍କ ନିର୍ଦ୍ଦେଶାବଳୀକୁ ମାନ ଘରେ ରହିବା ସହ ସାମିଜିକ ଦୂରତ୍ୱ ବାଜୟ ରଖିବାକୁ ସିନ୍ଧୁ ଟ୍ୱିଟର ଜରିଆରେ ଜନ ସାଧାରଣଙ୍କୁ ଅନୁରୋଧ କରିଥିଲେ ।

   ସମ୍ବନ୍ଧିତ ଖବର


କ୍ବାରେଣ୍ଟାଇନରେ ଥିବା ଯୁବକ ଉଲଘ୍ନ ଅବସ୍ଥାରେ ଖସି ପଳାଇଲେ, ରାଗରେ ପଡୋଶୀ ମହିଳାଙ୍କୁ କାମୁଡିବା ପରେ ମୃତ୍ୟୁ

କରୋନା ଲକଡାଉନ ଭିତରେ ଭୟଙ୍କର ସ୍ଥିତି, ଘରକୁ ଫେରିବାକୁ ଆନନ୍ଦ ବିହାରରେ ହଜାର ହଜାର ସଂଖ୍ୟାରେ ଶ୍ରମିକଙ୍କ ଭିଡ

ଲକ ଡାଉନ : ୨୧ ବର୍ଷୀୟ ଯୁବକ ଜୀବନ ହାରିଦେଲେ !

କରୋନା ବେଶରେ ଲୋକଙ୍କୁ ଲକ୍‌ଡାଉନ୍‌ ବିଷୟରେ ବୁଝାଇଲା ପୁଲିସ୍‌