୮ ଫୁଟ ଲମ୍ବର ଅଜଗର ସାପ ଉଦ୍ଧାର

ଚଣ୍ଡିଖୋଲ ୨୮।୯:  ୮ ଫୁଟ ଲମ୍ବର ଅଜଗର ସାପ ଉଦ୍ଧାର ହୋଇଛି । ଯାଜପୁର ଜିଲ୍ଲା ଚଣ୍ଡିଖୋଲ ବନ ବିଭାଗ ପକ୍ଷରୁ ଅଜଗର ସାପ ଉଦ୍ଧାର ହୋଇଛି। ଚଣ୍ଡୀତଳ ପଂଚାୟତ ତେଲିଗଡ଼ଠାରେ ଏକ ପଡିଆରେ ଅଜଗର ସାପ ଥିବାର ଗ୍ରାମବାସୀ ଦେଖି ବନ ବିଭାଗକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ବନ ବିଭାଗ ଅଧିକାରୀ ପହଞ୍ଚି ସାପଟିକୁ ଉଦ୍ଧାର କରିବା ସହ ବରୁଣାବନ୍ତ ଜଙ୍ଗଲରେ ଛାଡି ଦେଇଥିବା ଜଣାପଡିଛି ।

   ସମ୍ବନ୍ଧିତ ଖବର


ବିଶ୍ୱ ସ୍ତରରେ ଗୌରବ ଆଣିଛନ୍ତି ଓଡ଼ିଆ ଝିଅ ରିଙ୍କୁ, ଯୋଗାସନରେ କଲେ ନୂଆ ରେକର୍ଡ

ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ପଥରରେ ପିଟି ହୋଇ ବାଇକ ଆରୋହୀ ମୃତ…

ଅନୁଗୁଳରେ ନିରାଡ଼ମ୍ବରରେ ଚାଲିଛି ମାଆଙ୍କର ମହାସପ୍ତମୀ ପୂଜା, କୋଭିଡ କଟକଣା ଭିତରେ 7 ଜଣଙ୍କୁ ନେଇ ହେଉଛି ପୂଜାବିଧି …

ଭଗାମୁଣ୍ଡାରେ କଣ୍ଟେନର ସହ ଟ୍ରକ ମୁହାଁ-ମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର

ବନ୍ଧୁକ ମୁନରେ ବିଲ୍‌ଡର୍‌ଙ୍କୁ ୨୦ ଲକ୍ଷ ବଟି ଧମକ: ୨ ଅଭିଯୁକ୍ତ ଗିରଫ, ଦୁଇ ମାଉଜର ଓ ଗାଡ଼ି ଜବତ

ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କୁ କରୋନା