PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବଗଡ : ରିଆମାଳ ରେଞ୍ଜ ନୁଆଁଡିହି ସେକ୍ସନ ଖିଲେଇ ଜଙ୍ଗଲରେ ହାତୀ ଆକ୍ରମଣ ଯୋଗୁଁ ବନ ଶ୍ରମିକ ଗୁରୁତର
  • ||
  • କୋଣାର୍କ : ରୋଗ କଷ୍ଟ ସହିନପାରି ସ୍କୁଲ ହତାରେ ଆତ୍ମହତ୍ୟା କଲେ ବୃଦ୍ଧ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୫୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୪ ପଜେଟିଭ୍
  • ||
  • ନୀଳଗିରି : ମାଡ଼ିଆସୁଛନ୍ତି ନୀଳଗିରି ଆଡକୁ ଝାଡ଼ଖଣ୍ଡ ହାତୀ, ଚାଷୀ ଆତଙ୍କିତ
  • ||
  • କଳାହାଣ୍ଡି : ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ପାଣି ଘେରରେ ୧୦ରୁ ଉର୍ଦ୍ଧ୍ଵ ଗ୍ରାମ
  • ||
  • ଲମତାପୁଟ : ଅଟୋରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଗାଡି ଛାଡି ୨ ମାଫିଆ ଫେରାର୍
  • ||

ଅନେକ ସମର୍ଥକଙ୍କ ସହ ବିଜେପିରେ ଯୋଗଦେଲେ ରବି ପାଣି

ଭୁବନେଶ୍ୱର ୯/୪: ବିଜେପିରେ ଯୋଗଦେଲେ ରବି ପାଣି । ପୂର୍ବତନ ସାଂସଦ ତଥା ପୂର୍ବତନ ବିଧାୟକ ରବି ପାଣି ଆଜି ବିଧିବଦ୍ଧଭାବେ ବିଜେପିରେ ଯୋଗ ଦେଇଛନ୍ତି । ବିଜେପି ରାଜ୍ଯ କାର୍ଯ୍ୟାଳୟରେ ନିଜର ଅନେକ ସମର୍ଥକଙ୍କ ସହ ପଦ୍ମ ଧରିଛନ୍ତି ରବି ।

୨ ଦିନ ତଳେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ । ଟିକେଟ ବଣ୍ଟନକୁ ନେଇ ଅସନ୍ତୁଷ୍ଟ ଥିଲେ ରବି । ସେ ପାଲଲହଡାରୁ ଟିକେଟ ପାଇଁ ଆଶାୟୀ ଥିଲେ । ମାତ୍ର ଦଳ ତାଙ୍କ ବଦଳରେ ସୁକେଶ ପାଲଙ୍କୁ ପାଲଲହଡାରୁ ପ୍ରାର୍ଥୀ କରିଥିଲା । ତେଣୁ ଦଳ ଉପରେ ଖପ୍ପା ହୋଇ ବିଜେଡି ଛାଡିଥିଲେ ରବି । ତେବେ ଆଜି ସେ ବିଧିବଦ୍ଧଭାବେ ବିଜେପିରେ ମିଶିଛନ୍ତି ।

ସମ୍ବନ୍ଧିତ ଖବର