ଭୁବନେଶ୍ୱର ୦୩/୦୫: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ରାୟଗଡା ଗସ୍ତ ବାତିଲ୍ । କଂଗ୍ରେସ ରାଏବରେଲି ଆସନ ପାଇଁ ରାହୁଲଙ୍କ ନାଁ ଘୋଷଣା କରିବା ପରେ ସେ ଆଜି ରାଏବରେଲିରୁ ନାମାଙ୍କନ ଭରିବେ । ଏଥିପାଇଁ ଆଜି ରାହୁଲ ଗାନ୍ଧିଙ୍କ ଓଡିଶା ଗସ୍ତ ବାତିଲ ହୋଇଛି । ଏନେଇ ସୂଚନା ଦେଇଛନ୍ତି କଂଗ୍ରେସ ଇସ୍ତାହାର କମିଟି ମୁଖ୍ୟ ପ୍ରସାଦ ହରିଚନ୍ଦନ ।
ଆମେଥି, ରାଏବରେଲି ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ରାଏବରେଲିରୁ ଲଢ଼ିବେ ରାହୁଲ ଗାନ୍ଧି