PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମାଲକାନଗିରି : ମାଲକାନଗିରି ମୋଟୁ ସୀମାନ୍ତ ୪ ରାଜ୍ୟ ପ୍ରବେଶ ଦ୍ୱାର ଚେକପୋଷ୍ଟ ପରିଦର୍ଶନ କଲେ ପୁଲିସ ମହାନିର୍ଦ୍ଦେଶକ ଅଭୟ, କୋଭିଡ ସ୍ଥିତି ଓ ମାଓ ସମୀକ୍ଷା କଲେ ପୁଲିସ ଡିଜି
  • ||
  • କପିଲାଭଟା : ପାରିବାରିକ କଳହରୁ ସ୍ତ୍ରୀର ତଣ୍ଟି ଚିପି ହତ୍ୟା କଲା ସ୍ୱାମୀ
  • ||
  • ଓଡ଼ିଶା: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାର ୮୦୫ ଜଣ କରୋନା ପଜିଟିଭ, ୨୧ ଜଣଙ୍କ ଜୀବନ ନେଲା ମହାମାରୀ
  • ||
  • ବାଲେଶ୍ଵର : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା କାର୍, ୩ ମୃତ ୨ ଗୁରୁତର
  • ||
  • OJEE: ଜୁନ୍‌ ୧୫ ଯାଏ ଛାତ୍ରଛାତ୍ରୀମାନେ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ, ଜୁନ୍‌ ୧୭ତାରିଖ ସୁଦ୍ଧା ଅନ୍‌ଲାଇନ୍‌ରେ ଫି’ଦାଖଲ କରିପାରିବେ
  • ||
  • ପୁରୀ:ଏ ବର୍ଷ ବି ବିନା ଭକ୍ତରେ ହେବ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା, କେବଳ ସେବାୟତ ଟାଣିବେ ରଥ
  • ||
  • ପୁରୀ: ଆଜି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା, ମେ ୧୫ରୁ ଜୁନ୍‌ ୬ ଯାଏଁ ୧୪୪ ଧାରା ଜାରି
  • ||
  • ଚାଷୀ କୂଳ ପାଇଁ ଖୁସି ଖବର: ମେ’ ୩୧ରେ କେରଳ ଛୁଇଁବ ମୌସୁମୀ,ଜୁନ୍ ୧୦ରୁ ୧୨ ସୁଦ୍ଧା ଓଡ଼ିଶା
  • ||
  • ଆଜି ପବିତ୍ର ଅକ୍ଷୟ ତୃତୀୟା, ମାଟି ମା’କୁ ପୂଜା କରି ଚାଷ କାମ ଅନୁୁକୂଳ କରିବେ ଚଷା ପୁଅ
  • ||

ଖସିପଡିଲା ନିର୍ମାଣାଧୀନ ଓଭରବ୍ରିଜର ବିମ୍, ରେଳ ଚଳାଚଳ ବ୍ୟାହତ

ବାଲେଶ୍ୱର, ୨୯|୧୨:  ବାଲେଶ୍ୱର ଜିଲ୍ଲା ଶୋଭାରାମପୁରଠାରେ ନିର୍ମାଣାଧୀନ ରେଳ ଓଭରବ୍ରିଜରୁ ଏକ ବିମ ଖସି ପଡିଛି। ଏହି ବିମ୍‌ଟି ରେଳ ଧାରଣା ଉପରେ ପଡିଛି। ଦୁଇଟି ପିଲରକୁ ସଂଯୋଗ କରୁଥିବା ବିମ୍‌ଟି ଖସି ଧାରଣାରେ ପଡିବା ଦ୍ୱାରା ରେଳ ଚଳାଚଳ ବ୍ୟାହତ ହୋଇଛି।

ସେହିପରି ରେଳଧାରଣା ନିକଟରେ ଥିବା ବିଦ୍ୟୁତ ତାର ମଧ୍ୟ ଛିଣ୍ଡି ଯାଇଛି। ତେବେ ଏଥିରେ କୌଣସି ଶ୍ରମିକ ଆହତ ହୋଇ ନାହାନ୍ତି। ପୂର୍ବତଟ ରେଳବାଇ ପକ୍ଷରୁ ଏହି କାମ ପାଇଁ ରେଳ ଚଳାଚଳ ବନ୍ଦ ହେବ ବୋଲି ସୁଚନା ଦିଆଯାଇଛି।