PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ ଜିଲ୍ଲାରେ ୧୯ ତାରିଖରୁ ବନ୍ଦ ରହିବ ସବୁ ଅଙ୍ଗନବାଡ଼ି କେନ୍ଦ୍ର, ଟ୍ୱିଟ୍‌ କରି ସୂଚନା ଦେଲେ ଜିଲ୍ଲାପାଳ ଜ୍ଞାନ ଦାସ
  • ||
  • କୁମ୍ଭମେଳା ଫେରନ୍ତାଙ୍କ ପାଇଁ ଗାଇଡ୍ ଲାଇନ୍ ଜାରି କଲେ ଏସ୍ଆରସି- କ୍ୱାରେଣ୍ଟାଇନରେ ରହିବେ କୁମ୍ଭମେଳା ଶ୍ରଦ୍ଧାଳୁ
  • ||
  • ଏସ୍‌ସିବିରୁ ହାଇଦର ଫେରାର ଘଟଣାରେ ୩ଅଭିଯୁକ୍ତ ଗିରଫ , ୨ ଜଣ ଯୁବକ ଓ ଜଣେ ଯୁବତୀ ଗିରଫ
  • ||
  • ୨୦ ଜିଲ୍ଲାର ସହରରେ ଆଜି ୯ଟାରୁ ଆରମ୍ଭ ହେଲା ନାଇଟ୍ କର୍ଫ୍ୟୁ, ସବୁ ସହରରେ ପୁଲିସର କଡ଼ାକଡ଼ି ଯାଞ୍ଚ
  • ||
  • କୋଭିଡ୍ ସ୍ଥିତିର ସମୀକ୍ଷା କରୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ବୈଠକରେ ବରିଷ୍ଠ ଅଧିକାରୀ ଉପସ୍ଥିତ
  • ||
  • ବିଷ ପିଇଥିବା ମହିଳାଙ୍କର ଭଦ୍ରକରୁ କଟକ ଯିବା ବାଟରେ ଭଣ୍ଡାରିପୋଖରୀ ନିକଟରେ ମୃତ୍ୟୁ
  • ||
  • ଆଜି ଭୁବନେଶ୍ୱରରୁ ୪୫୧ କରୋନା ପଜିଟିଭ୍ ଆକ୍ରାନ୍ତ, କ୍ୱାରେନଣ୍ଟାଇନ୍ କଣ୍ଟାକ୍ଟରୁ ୯୧, ଲୋକାଲ୍ କଣ୍ଟାକ୍ଟ ୩୬୦ ଚିହ୍ନଟ
  • ||
  • ବ୍ୟାରେଜ୍‌ ନିର୍ମାଣ ନେଇ ଆନ୍ଧ୍ରକୁ ସହଯୋଗ କରାଯାଉ – ନବୀନଙ୍କୁ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ଚିଠି
  • ||
  • କୋଭିଡ୍‌ ପରିସ୍ଥିତି ନେଇ ପ୍ରଧାନମନ୍ତ୍ରୀ କରିବେ ସମୀକ୍ଷା , ରାତି ୮ଟାରେ ବୈଠକ ଡାକିଲେ ମୋଦି , ଟିକାକରଣ ନେଇ ମଧ୍ୟ କରିପାରନ୍ତି ସମୀକ୍ଷା , ମନ୍ତ୍ରାଳୟର ବରିଷ୍ଠ ଅଧିକାରୀମାନେ ରହିବେ ଉପସ୍ଥିତ
  • ||
  • ଆସିକାରୁ ପୋଲସରା ଯାଉଥିବା ମିନି ବସ୍ କବିସୂର୍ଯ୍ୟନଗର ଥାନା ନିକଟରେ ଓଲଟି ପ୍ରାୟ ୧୦ ଗୁରୁତର
  • ||
  • ପୁଲିସ୍‌ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶିଙ୍କ ପ୍ରେସ୍‌ମିଟ୍ – ଆଜି ରାତି ୯ଟାରୁ ଟ୍ୱିନ୍‌ ସିଟିରେ ନାଇଟ୍‌ କର୍ଫ୍ୟୁ ଲାଗୁ କରାଯିବ , କଟକଣା ପାଳନ କରିବାକୁ ଲୋକଙ୍କ କଲେ ନିବେଦନ
  • ||
  • ଦେଶରେ କୋଭିଡ୍‌ ଟିକାର ଅଭାବ ନାହିଁ – ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ
  • ||
  • ବଲାଙ୍ଗୀର: ଏମିତି ବି ଆସେ ମୃତ୍ୟୁ, ଚା’ ପିଉଥିଲା ବେଳେ ହଠାତ ଟଳି ପଡିଲେ ଯୁବକ
  • ||
  • ନନ୍ଦପୁର: ଗାଁ ବନ୍ଧରେ ବୁଡ଼ି କୋରାପୁଟ ଜିଲ୍ଲା ପରିଷଦ ଅଧ୍ୟକ୍ଷାଙ୍କ ଶାଶୁଙ୍କ ଦେହାନ୍ତ
  • ||
  • ପାରଦୀପ: ପାରଦୀପ ମାଛଧରା ବନ୍ଦରରୁ ମାଛ ଧରା ଡଙ୍ଗା ଚୋରି, ଡଙ୍ଗା ଥିଲା ୧୦ ଲକ୍ଷ ଟଙ୍କା
  • ||
  • କଟକ: ନୂଆପାଟଣା ବାଲିଘାଟକୁ ନେଇ ଏନଜିଟିଙ୍କ କଡା ଆଦେଶ, ଯେଉଁ ଏସ୍କାଭେଟରରେ ବାଲି ଖନନ ହୋଇଥିଲା ସେ ସବୁ ମେସିନକୁ ଜବତ କର
  • ||
  • କଟକ: ରେଭେନ୍ସାରେ ପୁଣି ଧାରଣା ଦେଲେ ଛାତ୍ରଛାତ୍ରୀ, ହଷ୍ଟେଲ ବନ୍ଦ ନିଷ୍ପତ୍ତିକୁ ବିରୋଧ
  • ||
  • ରାୟଗଡା: ଗୁମା ଘାଟିରେ ଅଘଟଣ, ମହୁମାଛି ଆକ୍ରମଣରେ ୪ଜଣ ଆହତ
  • ||
  • ଭୁବନେଶ୍ୱର: ବେପାରୀଙ୍କ ଠାରୁ ୧୫ କିଲୋ ଓଜନର ବଜ୍ରକାପ୍ତା ଉଦ୍ଧାର କଲା ଏସଟିଏଫ୍
  • ||
  • ସୁନ୍ଦରଗଡ଼: ଝାଡ଼ଖଣ୍ଡରୁ ଝିରପାଣି ଦେଇ ଯାଇଥିବା ରାଉରକେଲା ପ୍ରବେଶ ପଥକୁ ସିଲ କଲା ପ୍ରଶାସନ
  • ||

ଦଶମ ପାସଙ୍କ ପାଇଁ ରେଲୱେରେ ନିଯୁକ୍ତି, ବିନା ପରୀକ୍ଷାରେ ମିଳିବ ଚାକିରୀ

https://zeenews.india.com/

ନୂଆଦିଲ୍ଲୀ ୨୮/୨: ରେଲୱେରେ ଚାକିରୀ କରିବା ପାଇଁ ଇଚ୍ଛୁକ ପ୍ରାର୍ଥୀଙ୍କ ପାଇଁ ଆବେଦନ କରିବାର ସୁବର୍ଣ୍ଣ ସୁଯୋଗ । ସେଣ୍ଟ୍ରାଲ ରେଲୱେ ଟ୍ରେଡ୍ ଅପ୍ରେଣ୍ଟିସର ୨୫୩୨ ପଦରେ ଭର୍ତ୍ତି ପାଇଁ ଭ୍ୟାକେନ୍ସି ବାହାର କରିଛି । ରେଲୱେ ରିକ୍ରୁମେଣ୍ଟ ସେଲ୍ (RRC) ଅନୁସାରେ ଏହି ନିଯୁକ୍ତି ବିଭିନ୍ନ ଟ୍ରେଡରେ କରାଯିବ ।

ନୋଟିଫିକେସନ୍ ଜାରି
ରେଲୱେ ଦ୍ୱାରା ଜାରି ନୋଟିଫିକେସନ୍ ଅନୁସାରେ ଟ୍ରେଡ୍ ଅପ୍ରେଣ୍ଟିସର ଏହି ପଦେ ୬ ଫେବୃୟାରୀ ୨୦୨୧ରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଇଚ୍ଛୁକ ପ୍ରାର୍ଥି ଅଫିସିଆଲ୍ ୱେବସାଇଟ୍ www.rrccr.com  କୁ ଯାଇ ଆବେଦନ କରିପାରିବେ । କହିରଖୁଛୁ ମୁମ୍ବାଇ, ଭୁସାବଲ, ପୁଣେ ଓ ସୋଲପୁର ସହିତ ଅନେକ ରିଜନ ପାଇଁ ନିଯୁକ୍ତି ବାହାର କରାଯାଇଛି।

ଆବେଦନ ପ୍ରାରମ୍ଭିକ ତାରିଖ- ୬ ଫେବୃୟାରୀ ୨୦୨୧
ଆବେଦନର ଶେଷ ତାରିଖ- ୫ ମାର୍ଚ୍ଚ ୨୦୨୧

ଶିକ୍ଷାଗତ ଯୋଗ୍ୟତା
ରେଲୱେ ଟ୍ରେଡ୍ ଅପ୍ରେଣ୍ଟିସର ଏହି ପଦରେ ଆବେଦନ ପାଇଁ ପ୍ରାର୍ଥୀ ମାନ୍ୟତା ପ୍ରାପ୍ତ ସଂସ୍ଥା ବା ବୋର୍ଡରୁ ଦଶମ ପରୀକ୍ଷାରେ ପାସ୍ ହୋଇଥିବା ବାଧ୍ୟତାମୂଳକ । ଏହା ସହିତ ପଦ ସମ୍ବନ୍ଧିତ ଟ୍ରେଡରେ ଆଇଟିଆଇ ସାର୍ଟିଫିକେଟ୍ ମଧ୍ୟ ହେବା ଉଚିତ୍ ।

ବୟସ ସୀମା
ଏହି ପଦରେ ଆବେଦନ ପାଇଁ ପ୍ରାର୍ଥୀଙ୍କ ସର୍ବନିମ୍ନ ବୟସ ୧୫ ବର୍ଷ ଏବଂ ସର୍ବାଧିକ ୨୪ ବର୍ଷ ନିର୍ଦ୍ଧାରିତ କରାଯାଇଛି ।ଏହି ପଦରେ ଆବେଦନ କରିବା ପାଇଁ ପ୍ରାର୍ଥୀଙ୍କୁ ୧୦୦ ଟଙ୍କା ଆବେଦନ ଶୁଳ୍କ ଦେବାକୁ ପଡିବ । କହିରଖୁଛୁ ଅନଲାଇନ୍ ଆବେଦନର ଅନ୍ତିମ ତିଥି ୦୫ ମାର୍ଚ୍ଚ ୨୦୨୧ ନିର୍ଦ୍ଧାରିତ ହୋଇଛି ।