ୟେଲୋ ଓ୍ୱାର୍ଣ୍ଣିଂ- ଟ୍ରାପ ଲାଇନ୍‌ ପ୍ରଭାବ ୨୪ ଘଣ୍ଟା ପାଇଁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ୱର – ରାଜ୍ୟର କେତକସ୍ଥାନରେ  ବର୍ଷା ସମ୍ଭାବନା ।  ମରାଠାରୁ ତାମିଲନାଡୁ ପର୍ଯ୍ୟନ୍ତ ଏକଟ୍ରାପ ଲାଇନ୍‌ଥିବାରୁ ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ ।

ଆସନ୍ତ ୨ ଦିନ ଧରି ବର୍ଷା ସମ୍ଭାବନା ରହିଛି ।  ଏହି ସମୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ବର୍ଷା ସହ ବଜ୍ରପାତ ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଜାରି କରିଛି ।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୨ଟି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

ସେଗୁଡ଼ିକ ହେଲା  ସୁନ୍ଦରଗଡ, ମୟୁରଭଞ୍ଜ, ,ବାଲେଶ୍ଵର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର,କନ୍ଧମାଳ, ସମ୍ବଲପୁର।  ୧୨ରେ ଉତ୍ତର, ପଶ୍ଚିମ ଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବ। ୧୩ରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ମଧ୍ୟ ବର୍ଷା ସମ୍ଭାବନା ରହିଛି ।

   ସମ୍ବନ୍ଧିତ ଖବର


ମନାଲୀ ରାସ୍ତାରେ ରୋମାଣ୍ଟିକ୍‌ ହେଲେ ଅର୍ଜୁନ କାପୁର ଏବଂ ତାଙ୍କ ଠାରୁ ଢେର ବଡ ମଲାଇକା ଆରୋରା

ଭାରତରେ ଲଞ୍ଚ ହେଲା ଶସ୍ତା 5G ସ୍ମାର୍ଟଫୋନ୍‌, ଜାଣନ୍ତୁ ଏହାର ଫିଚର୍ସ ଓ ଦାମ୍‌ କେତେ?

ଜାଆଁଳା ଶିଶୁଙ୍କ ଛାତି ଓ ପେଟ ଯୋଡି ହୋଇ ରହିଥିଲା,୮ ଘଣ୍ଟାର ଅପରେସନ୍ ପରେ କରାଗଲା ଅଲଗା

ବିଜେପି ସାଂସଦଙ୍କ ଦାବି: ଟିଏମସିର ୬୨ ବିଧାୟକ ଆମ ସହ ଯୋଗାଯୋଗରେ ଅଛନ୍ତି, ଡିସେମ୍ବର ୧୫ ସୁଦ୍ଧା ଭାଙ୍ଗିଯିବ ମମତା ସରକାର

‘କୋଭିସିଲ୍ଡ’ର ପାର୍ଶ୍ଵ ପ୍ରତିକ୍ରିୟା ଅଭିଯୋଗକୁ ସେରମ ଇନ୍‌ଷ୍ଟିଚ୍ୟୁଟ୍‌ର ଖଣ୍ଡନ, ସ୍ବେଚ୍ଛାସେବୀଙ୍କୁ ୧୦୦ କୋଟି ଟଙ୍କାର ମାନହାନୀ ଧମକ

ହଠାତ୍ ଆକାଶରେ ଦେଖିବାକୁ ମିଳିଲା ଅଗ୍ନି ପିଣ୍ଡୁଳା,ଜୋରଦାର ଲାଇଟ୍ ସହିତ ହୋଇଗଲା ଗାଏବ୍