PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରଙ୍ଗେଇଲୁଣ୍ଡା: ହଳଦିଆପଦର ନିକଟରେ ଟ୍ରାକ୍ଟର ସହ ଅଟୋ ଦୁର୍ଘଟଣା, ୩ ମହିଳା ମତ୍ସ୍ୟଜୀବୀ ଗୁରୁତର
  • ||
  • ସୋର: ହାଇଦର୍ ଏନ୍‌କାଉଣ୍ଟର ସ୍ଥଳରୁ ୨ଟି ଗୁଳି ଜବତ କଲା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୭ଜଣଙ୍କ ଜୀବନ ନେଲା କରୋନା, ସାଢ଼େ ୫ ହଜାର ଟପିଲା ମୃତ୍ୟୁସଂଖ୍ୟା
  • ||
  • ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଭୁବନେଶ୍ୱର : ରାଜଧାନୀରେ କାୟା ମେଲାଉଛି ଡେଙ୍ଗୁ, ୧୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦ ପାର୍
  • ||
  • ପାରଳାଖେମୁଣ୍ଡି : ଏସିଏଫ୍‌ ସୌମ୍ୟରଞ୍ଜନ ଡେଥ୍ ମିଷ୍ଟ୍ରି, ବଲାଙ୍ଗୀରରେ ପାରଳା ପୁଲିସର ୫ଜଣିଆ ଟିମ୍‌, ବିଦ୍ୟାଙ୍କ ପାର୍ଟି ସହ ସୌମ୍ୟ ମୃତ୍ୟୁର ଲିଙ୍କ୍‌ ଖୋଜିବ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଜଳେଶ୍ଵର : ମନ୍ଦାର ଫୁଲ ଗଛ କଟାକୁ ନେଇ ଶଳାକୁ ଭିଣୋଇର ସଙ୍ଘବଦ୍ଧ ଆକ୍ରମଣ, ସଜ୍ଞାହୀନ ଅବସ୍ଥାରେ ନଦୀ କୂଳରୁ ଉଦ୍ଧାର
  • ||
  • ଭୁବନେଶ୍ୱର : ୨୮ରେ ପୁଣି ଏକ ଲଘୁଚାପ, ୨୭ରୁ ବଢ଼ିବ ବର୍ଷା
  • ||

କ୍ଷେତରୁ ମିଳିଲା ୧୧ ପାକିସ୍ତାନୀ ଶରଣାର୍ଥୀଙ୍କ ମୃତଦେହ, ଗୋଟିଏ ପରିବାରର ସମସ୍ତଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ

https://coronertalk.com/

ଯୋଧପୁର,୯।୮: ରାଜସ୍ଥାନର ଯୋଧପୁରରେ ଏକ ଭୟଙ୍କର ଘଟଣା ଦେଖିବାକୁ ମିଳିଛି।   ଏଠାରେ ଦେଚୁର ଅଖଲାଭାଟା ଗ୍ରାମରେ ୧୧ ଜଣଙ୍କର ମୃତ ଦେହ ଉଦ୍ଧାର ହୋଇଛି। ଏହି ସମସ୍ତଙ୍କ ମୃତଦେହ ଚାଷ ଜମିରୁ ମିଳିଛି। ସମସ୍ତ ମୃତକ ପାକିସ୍ତାନ ଶରଣାର୍ଥୀ ହୋଇଥିବା କୁହାଯାଉଛି। ଏହି ସମସ୍ତ ଲୋକ ଆଚାଲାଭାଟା ଗ୍ରାମରେ ଚାଷବାସ କରି ଜୀବିକା ନିର୍ବାହ କରୁଥିଲେ।  

ସକାଳେ ଯେତେବେଳେ ଏହି ଖବର ଜଣାପଡିଥିଲା ସାରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଥିଳା। ପୋଲିସ ଘଟଣାସ୍ଥଳରେ ପହଁଞ୍ଚି ଯେତେବେଳେ ମୃତଦେହକୁ ଦେଖିଥିଲା ଆଶ୍ଚର୍ଯ୍ୟ ହୋଇଯାଇଥିଲା। କାରଣ ୧୧ ଜଣଙ୍କ ମୃତଦେହ କ୍ଷେତରେ ଭିନ୍ନ ଭିନ୍ନ ସ୍ଥାନରେ ପଡି ରହିଥିଲା। ଏହି ସମସ୍ତେ ଗୋଟିଏ ପରିବାରର ହୋଇଥିବା ବେଳେ ପାରିପାର୍ଶ୍ବିକ ଅବସ୍ଥା ଦେଖି ଲାଗୁଛି ତାଙ୍କୁ ହତ୍ୟା କରାଯାଇଛି। ଫରେନସିକ୍ ଟିମକୁ ଘଟଣା ସ୍ଥଳକୁ ଡକାଯାଇଥିଲା। ପୋଲିସ ମୃତଦେହ ଗୁଡିକୁ ନିକଟସ୍ଥ ଶବାଗୃହରେ ରଖିଛି।

ସମ୍ବନ୍ଧିତ ଖବର