PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||
  • କରଞ୍ଜିଆ : ୧୪ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ମୁହଁରେ କପଡା ଦେଇ ରାତିରେ ଘରୁ ଉଠାଇ ନେଇଥିଲେ ୨ ଦୁର୍ବୃତ୍ତ
  • ||

ଭାଇରାଲ ହେଲା ରାନୁଙ୍କ ଆଉ ଏକ ଭିଡିଓ, ଦେଖିବାକୁ ମିଳିଲା ରାନୁଙ୍କ ନୂଆ ଅନ୍ଦାଜ

ମୁମ୍ବାଇ ୩/୯: ରେଲୱେ ଷ୍ଟେସନରେ ଗୀତ ଗାଇ ଗୁଜୁରାଣ ମେଣ୍ଟାଉଥିବା ରାନୁ ମଣ୍ଡଳ ଏବେ ଗୋଟେ ପରେ ଗୋଟେ ସଫଳତାର ସିଢି ଚଢିବାରେ ଲାଗିଛନ୍ତି । ଏବେ ସେ ଷ୍ଟାର ପାଲଟିସାରିଲେଣି । ତାଙ୍କୁ ବଲିଉଡରେ ଡେବ୍ୟୁ କରାଇଥିବା ହିମେଶ ରେଶମିୟା ଗୋଟେ ପରେ ଗୋଟେ ରାନୁଙ୍କ ଗୀତ ରିଲିଜ କରୁଛନ୍ତି । ‘ତେରୀ ମେରି କାହାନୀ’ ଓ ‘ଆଦତ’ ଗୀତର ଝଲକ ପରେ ଏବେ ହିମେଶ ରାନୁଙ୍କ ତୃତୀୟ ଗୀତର ଭିଡିଓ ସେୟାର କରିଛନ୍ତି । ଏହି ନୂଆ ଗୀତରେ ସବୁଠାରୁ ଖାସ୍ କଥା ହେଉଛି ରାନୁଙ୍କ ଅନ୍ଦାଜ ବଦଳି ଯାଇଛି । ସେ ଆଗ ଅପେକ୍ଷା ଅଧିକ ଆତ୍ମବିଶ୍ୱାସର ସହ ଗୀତ ଗାଉଛନ୍ତି ।

ହିମଶ ରେଶମିୟା ଏହି ଗୀତକୁ ସେୟାର କରି ଲେଖିଛନ୍ତି ଯେ ଆଗାମୀ ଗୀତ ‘ଆଶିକୀ ମେ ତେରୀ’ । ରାନୁଜୀଙ୍କୁ ବହୁମୁଖୀ ପ୍ରତିଭା ଓ ତାଙ୍କ ଆତ୍ମବିଶ୍ୱାସ ପ୍ରତି ଗୀତ ସହିତ ବଢିବାରେ ଲାଗିଛି । ଆପଣ ସମସ୍ତଙ୍କୁ ଧନ୍ଯବାଦ, ତାଙ୍କ ଚେହେରାରେ ଏହି ଖୁସି ଆଣିଥିବାରୁ  । କହିରଖୁଛୁ ଏହି ଗୀତଟି ୧୩ ବର୍ଷ ପୂର୍ବରୁ ଅର୍ଥାତ୍ ୨୦୦୬ରେ ରିଲିଜ ହୋଇଥିବା ଫିଲ୍ମ ୩୬ ଚାଇନା ଟାଉନର ଗୀତ ଆଶିକୀ ମେ ତେରୀର ରିମେକ୍ । ସବୁଥର ଭଳି ଏଥର ମଧ୍ଯ ଏହି ଗୀତକୁ ସମସ୍ତେ ଖୁବ୍ ପସନ୍ଦ କରୁଛନ୍ତି । ସମସ୍ତେ ରାନୁଙ୍କ ସ୍ୱର ଓ ତାଙ୍କ ନୂଆ ଅନ୍ଦାଜକୁ ପସନ୍ଦ କରୁଛନ୍ତି ।




ସମ୍ବନ୍ଧିତ ଖବର