PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମସି କମିଶନର, ସଞ୍ଜୟ କୁମାର ସିଂହ ହେଲେ ନୂଆ କମିଶନର
  • ||
  • ବିନିକା : ପରିବା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ଟ୍ରକ୍, ୩ ଗୁରୁତର
  • ||
  • ରାଜସୁନାଖଳା : ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟ୍
  • ||
  • କେନ୍ଦୁଝର : କେନ୍ଦୁଝର ଜେଲରେ ପଶିଲା କରୋନା, ୯ କଏଦୀ ପଜିଟିଭ ଚିହ୍ନଟ
  • ||
  • ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ, ଯବାନଙ୍କୁ ଗଳାକାଟି ହତ୍ୟା
  • ||
  • ବୋରିଗୁମ୍ମା : ବୋରିଗୁମ୍ମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଟିକା ନେବାକୁ ଛକାପଞ୍ଝା, ସାମାଜିକ ଦୂରତାକୁ ଫୁ, ଯେତିକି ଆସୁଛି ଅଣ୍ଟୁନି, ସ୍ଥାନୀୟ ଲୋକେ ଅସନ୍ତୋଷ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୯୮୨ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୬୫ ହଜାର ପାର୍
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୭ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି
  • ||

ପୁଣି ଉନ୍ନାଓରେ ଦୁଷ୍କର୍ମ: ନ୍ୟାୟ ପାଇଁ ଏସ୍‌ପି ଅଫିସ୍‌ ବାହାରେ ପୀଡ଼ିତାଙ୍କ ଆତ୍ମଦାହ ପ୍ରୟାସ

ଉନ୍ନାଓ୧୭/୧୨: ଉତ୍ତରପ୍ରଦେଶର ଉନ୍ନାଓରେ ପୁଣିଥରେ ଦୁଷ୍କର୍ମ ମାମଲା ସାମ୍ନାକୁ ଆସିଛି । ଦୁଷ୍କର୍ମ ପରେ ନ୍ୟାୟ ନ ପାଇ ଜନୈକ ପୀଡ଼ିତା ଏସ୍‌ପି ଅଫିସ ସମ୍ମୁଖରେ ଆତ୍ମଦାହ ନିମନ୍ତେ ପ୍ରୟାସ କରିଛନ୍ତି । ଅର୍ଦ୍ଧ ଦଗ୍ଧ ଅବସ୍ଥାରେ ପୁଲିସ ତାଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିଲା । ପରେ ତାଙ୍କୁ କାନପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା । ତାଙ୍କ ଶରୀରର ପ୍ରାୟ ୮୫ ଭାଗ ଜଳିଯାଇଛି ।

ଦୁଷ୍କର୍ମ ମାମଲାରେ ନ୍ୟାୟ ନ ମିଳିବାରୁ ଆତ୍ମଦାହ ପାଇଁ ଉଦ୍ୟମ କରିଥିବା ପୀଡ଼ିତା ଜଣକ ଅଭିଯୋଗ କରିଛନ୍ତି । କିନ୍ତୁ ସ୍ଥାନୀୟ ଏସ୍‌ପି ଦୁଷ୍କର୍ମ ଅଭିଯୋଗକୁ ଖଣ୍ଡନ କରିଛନ୍ତି ।