PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁନ୍ଦରଗଡ଼: ପୁଲିସ ପଞ୍ଝାରେ ଆନ୍ତରାଜ୍ୟ ଡକାୟତି ଗ୍ୟାଙ୍ଗ, ଧରିଲା ବୀରମିତ୍ରପୁର ପୋଲିସ
  • ||
  • ବୌଦ୍ଧ: ବିଦ୍ୟୁତ ଆଘାତରେ ଟଳିପଡିଲେ ଯୁବକ, କଣ୍ଟାମାଳ ବ୍ଲକ ତେନ୍ତୁଳୀଖୁଣ୍ତି ଗ୍ରାମରୁ ଆସିଲା ଦୁଃଖଦ ଖବର
  • ||
  • ବୁର୍ଲା: ରୋଗୀ ସମ୍ପର୍କୀୟଙ୍କୁ ବାରମ୍ବାର ଲୁଟ କରୁଥିବା ୪ ଜଣିଆଁ ଡ଼କାୟତ ଗ୍ୟାଙ୍ଗକୁ ଗିରଫ କଲା ବୁର୍ଲା ପୁଲିସ…
  • ||
  • ରାଜନଗର: ଅଗଷ୍ଟ ୫ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା, ରାତ୍ରୀଯାପନ ପାଇଁ ମିଳିବନି ଅନୁମତି…
  • ||
  • ସହିଦ ସପ୍ତାହରେ ମାଲକାନଗିରି ଜିଲ୍ଲା ସୀମାନ୍ତରେ ଗୁଳିବିନିମୟ ଜଣେ ହାର୍ଡକୋର ମାଓବାଦୀ ମୃତ
  • ||
  • ମାଲକାନଗିରି: ସହିଦ ସପ୍ତାହରେ ମାଲକାନଗିରି ଜିଲ୍ଲା ସୀମାନ୍ତରେ ମାଓ ଓ ଯବାନଙ୍କ ମଧ୍ୟରେ ଗୁଳିବିନିମୟ, ଜଣେ ହାର୍ଡକୋର ମାଓବାଦୀ ନିହତ
  • ||
  • ବଲାଙ୍ଗୀର: ଆତ୍ମସମର୍ପଣ କଲା କେକେବିଏନ ଡିଭିଜନର କ୍ୟାଡରର ମାଓବାଦୀ
  • ||
  • ବ୍ରହ୍ମପୁର: ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟ ଉଦଘାଟିତ, ଦାୟିତ୍ୱ ନେଲେ ଭାରପ୍ରାପ୍ତ କୁଳପତି
  • ||
  • ଭୁବନେଶ୍ୱର: କେନ୍ଦ୍ରାପଡ଼ାର ରସାବଳିକୁ ଜିଆଇ ଟ୍ୟାଗ ମାନ୍ୟତା ଦାବି, କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ଭେଟି ଦାବି କଲେ ମୁନ୍ନା ଖାଁ, ସୁବାସ ସିଂ, ମମତା ମହନ୍ତ
  • ||
  • ଭୁବନେଶ୍ୱର: ଥମୁନି କରୋନ ମୃତ୍ୟୁ, ଆଉ ୬୪ ଜଣଙ୍କ ଜୀବନ ନେଲା ମହାମାରୀ
  • ||
  • ଯଶିପୁର ନିକଟସ୍ଥ ବଡ଼ବିଲ କୁଆବଣି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗାଡି ଚକତଳେ ଚାପିହୋଇ ଯୁବକଙ୍କ ମୃତ୍ୟୁ…
  • ||
  • ପୁରୀ: ହଟିବ ଜଗା ଦର୍ଶନ କଟକଣା ! ଅଗଷ୍ଟ ୪ରେ ଶ୍ରୀମନ୍ଦିର ସମନ୍ୱୟ କମିଟି ବୈଠକ
  • ||
  • ଭୁବନେଶ୍ୱର: ଓଡ଼ିଶା ସହ ୧୦ ରାଜ୍ୟ ବଢ଼ାଉଛି ଚିନ୍ତା, ୪୬ ଜିଲ୍ଲାରେ ୧୦%ରୁ ଅଧିକ ଟିପିଆର
  • ||
  • ଭୁବନେଶ୍ୱର: ଓଡ଼ିଶାରେ କୁମିଛି ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୩୭ କୋଭିଡ୍ ପଜିଟିଭ
  • ||

ଆଜିର ରାଶିଫଳ (୯/୩, ଶନିବାର)

ମେଷ- ଶୁକ୍ଳ ପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ପ୍ରତିକୂଳତା ରହିବ । ସାଂସାରିକ ଆୟ ବ୍ୟୟ ସମାନ ରହିବ । ମହିଳାମାନେ ଚିନ୍ତାରେ ରହିବେ । ପରିବହନ ଓ ବାଣିଜ୍ୟରେ ବ୍ୟୟ ବହୁଳତା ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲିଭର ।
ବୃଷ- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ସ୍ୱତ୍ରରୁ ହଠାତ୍‌ ଅର୍ଥପ୍ରାପ୍ତି ହୋଇପାରେ । ସାଂସାରିକ ଉଚ୍ଚ ଆଶା ପୂର୍ଣ୍ଣ ହେବ । ·କିରିରେ ଶୁଭଫଳ ମିଳିବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।
ମିଥୁନ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କାର୍ଯ୍ୟସିଦ୍ଧି ସହ ମାନ ସମ୍ମାନ ବୃଦ୍ଧିପାଇବ । ·କିରିରେ ସହଯୋଗ ମିଳିବ । ମହିଳାମାନଙ୍କର ସ୍ୱାଭିମାନ ଅପୂର୍ଣ୍ଣ ରହିବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍‌ ।
କର୍କଟ- ଶୁକ୍ଳ ପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଯୋଜନା କରି ସଫଳ ହେବେ । ସାଂସାରିକ ସଂସ୍କାର ବୃଦ୍ଧି ପାଇବ । ମହିଳାମାନେ ଆଦର୍ଶ ଜୀବନ ବିତାଇବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।
ସିଂହ- ଦୁଃସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ କାର୍ଯ୍ୟହାନି ଓ ମନସ୍ତାପ ରହିବ । ସାଂସାରିକ ଦ୍ରବ୍ୟାଦି ହାନି ହୋଇପାରେ । ମହିଳାମାନେ ନିଜକୁ ହେୟ ମନେ କରିବେ । ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।
କନ୍ୟା- ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନ ଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ । ସାଂସାରିକ ଉନ୍ନତି କରିବେ । ·କିରିରେ ମାନ ମର୍ଯ୍ୟାଦା ବୃଦ୍ଧି ପାଇବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୨, ଶୁଭରଙ୍ଗ-ସିଲିଭର ।
ତୁଳା- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ଦୁଃସାହସିକ ଭିତ୍ତିରେ କର୍ମ ତୁଲାଇବେ । ସାଂସାରିକ ଅର୍ଥପ୍ରାପ୍ତି ଯୋଗ ରହିଛି । ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ଧଳା ।
ବିଛା- ଶୁକ୍ଳ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ହଠାତ୍‌ ଦୂରସ୍ଥାନକୁ ଯାଇପାରନ୍ତି । ମହିଳାମାନେ ରକ୍ଷଣଶୀଳ ହେବେ । ରାଜନୀତିରେ ଲାଭାନ୍ନିତ ହେବେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି୍‌ ।
ଧନୁ- ଘାତଚନ୍ଦ୍ର କାରଣରୁ କର୍ମକ୍ଷେତ୍ରରେ କିଛିଟା ସମସ୍ୟା ଭିତରେ ଆଗେଇବେ । ସାଂସାରିକ ଅଶାନ୍ତି ରହିବ । ·କିରିରେ କାର୍ଯ୍ୟଭାର ରହିବ । ପରିବହନ ଓ ବାଣିଜ୍ୟରେ ଚିନ୍ତା ଜନକ ରହିବ ।ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।
ମକର- ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ବଡ ଧରଣର କାର୍ଯ୍ୟକୁ ତୁଲାଇବେ । ସାଂସାରିକ ସୁଖ ସମ୍ମାନ ପାଇବେ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୩, ଶୁଭରଙ୍ଗ-କ୍ରୀମ୍‌ ।
କୁମ୍ଭ- ଶୁକ୍ଳ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ହୋଇ ପାରେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।
ମୀନ- ଶ୍ରୀଚନ୍ଦ୍ର କାରଣରୁ କର୍ମକ୍ଷେତ୍ର ଉତ୍ସାହ ଜନକ ରହିବ । ସାଂସାରିକ ଅତିଥିଙ୍କ ଆଗମନ ହୋଇପାରେ । ଚାକିରିରେ ପ୍ରଶଂସା ପାଇବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍‌ ।