ପ୍ରମୁଖ ଖବର
  • ଢେଙ୍କାନାଳ : ବାଇକ ଉପରେ ଚଢ଼ିଗଲା ହାଇଓ୍ବା, ଗୋଟିଏ ପରିବାରର ୪ ମୃତ
  • ||
  • ବରଗଡ଼ରେ ନିର୍ବାଚନୀ ହିଂସା, ଛୁରା ମାଡ଼ରେ ଜଣେ ମୃତ
  • ||
  • ଭୋଟ ବର୍ଜନ କଲେ ମତଦାତା , ଦିନ ୧୨ଟା ସୁଦ୍ଧା ଫିରିଙ୍ଗିଆ ବ୍ଲକ କାମ୍ବାପଡା ବୁଥରେ ମାତ୍ର ଗୋଟିଏ ଭୋଟିଂ
  • ||
  • ଦ୍ଵିତୀୟ ପର୍ଯ୍ୟାୟ ଭୋଟ୍ ଦେଉଛି ଓଡ଼ିଶା, ସକାଳ ୧୧ଟା ସୁଦ୍ଧା ଲୋକସଭା ଆସନ ପାଇଁ ୨୧.୦୭% ମତଦାନ
  • ||
  • ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ, ଦିନ ୯ଟା ସୁଦ୍ଧା ୯.୮୬ ପ୍ରତିଶତ ମତଦାନ
  • ||
  • ସୋମବାର ଏକାମ୍ରରେ ନବୀନଙ୍କ ରୋଡ୍‌ ସୋ’: ହାଇଟେକ୍‌ ବସରେ ପ୍ରଚାର, ୮ ଛକରେ ଅଟକିବେ
  • ||
  • ବଢ଼ିଲା ବାତ୍ୟା ଭୟ, ଜିଏଫଏସ ମଡେଲର ଆକଳନ ୨୫ ତାରିଖ ସଂଧ୍ୟାରେ ଓଡ଼ିଶାରେ ହେବ ମାଡ଼
  • ||
  • ପଞ୍ଚମ ପର୍ଯ୍ୟାୟରେ ଭୋଟ୍ ଦେଉଛି ଭାରତ: ୪୯ ଆସନରେ ୬୯୫ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା
  • ||
  • ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ, ୫ ଲୋକସଭା ୩୫ ବିଧାନସଭା ଆସନରେ ଭୋଟିଂ
  • ||
  • ପୁରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ
  • ||

ଅକ୍ଷୟ ତୃତୀୟାରେ ନୀଳଗିରିରେ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ

ନୀଳଗିରି, ୧୦/୫ : ପବିତ୍ର ଅକ୍ଷୟ ତୃତୀୟାରେ ତୃତୀୟ ଶ୍ରୀକ୍ଷେତ୍ର ନୀଳଗିରିରେ ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ ହୋଇଛି। ଆଜି ବନଯାଗ ବିଧିରେ ପୂଜା କରିବେ କୁଳ ପୁରୋହିତ। ସକାଳେ ତିନି ଠାକୁରଙ୍କ ନୀତି ପୂଜା ଆରମ୍ଭ ହୋଇଥିଲା। ଏହାପରେ ଆଜ୍ଞାମାଳ ନେଇ ମଦନମୋହନ, ଭୂଦେବୀ, ଶ୍ରୀଦେବୀ, ରାମକୃଷ୍ଣ, ପଞ୍ଚୁ ପାଣ୍ଡଵ ମନ୍ଦିରରୁ ବାହାରି ରଥଦାଣ୍ଡରେ ରୀତିନୀତିରେ ପୂଜାର୍ଚ୍ଚନା ହୋଇ ହୋମ ଯଜ୍ଞ ଅନୁଷ୍ଠିତ ହୋଇଥିଲା।

ନୀଳଗିରି ରାଣୀ ପୂଜା କାର୍ଯ୍ୟରେ ରହି ବନ୍ଦାପନା କରିବା ପରେ ଅଖରେ ଚକ ଭିଡା ଯାଇଥିଲା। ଆଜି ଭଳି ଦିନରେ ବହୁ ଭକ୍ତଙ୍କ ସମାଗମ ହୋଇଥିଲେ। ଅନୁରୂପ ଭାବେ ମହିଳା ରଥ ପାଇଁ ରଘୁନାଥ ଜୀଉ ମଠ ତରଫରୁ ମଧ୍ୟ ରଥ ଅନୁକୂଳ ଆରମ୍ଭ ହୋଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.