PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଆଜିଠାରୁ ରାଜଧାନୀରେ ଖୋଲିବ ମଲ୍, ବଜାର ଏବଂ ଦୋକାନ, ୫୦ ପ୍ରତିଶତ କ୍ଷମତାରେ ଚାଲିବ ମେଟ୍ରୋ
  • ||
  • ନୂଆଦିଲ୍ଲୀ : ଇସ୍ରାଇଲରେ ନେତ୍‌ନ୍ୟାହୁଙ୍କ ଯୁଗ ଶେଷ, ନଫତାଲୀ ବେନେଟ୍ ହେଲେ ନୂଆ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ରଜ ପାଇଁ ଓଟିଡିସି ଆରମ୍ଭ କଲା ‘ପିଠା ଅନ୍‌ ହ୍ୱିଲ୍‌’, ଭୁବନେଶ୍ୱର ସହ ସମ୍ବଲପୁର ଓ କଟକରେ ମିଳିବ ପିଠା
  • ||
  • ବଅଁରପାଳ : ସୁନାର ସଂସାରକୁ ଛାରଖାର କରିଦେଲା କରୋନା, ଆଗପଛ ହୋଇ ଚାଲିଗଲେ ପୁଅ-ବୋହୂ ଓ ମା, ଅନାଥ ହୋଇଗଲା ୧୪ ମାସର ଶିଶୁପୁତ୍ର
  • ||
  • ପୁରୀ : ଆଜି ଶ୍ରୀମନ୍ଦିରରେ କନ୍ୟା ଚୋରି ନୀତି
  • ||
  • ଭୁବନେଶ୍ୱର : ଆଜି ପହିଲି ରଜ, ଗାଁଠାରୁ ସହର ସବୁଠି ଜମୁଛି ପିଠାପଣାର ଆସର
  • ||
  • ଭୁବନେଶ୍ୱର : ସାରା ରାଜ୍ୟକୁ ଛୁଇଁଲା ମୌସୁମୀ, ଆହୁରି ଦୁଇଦିନ ସ୍ୱଳ୍ପରୁ ମଧ୍ୟମ ବର୍ଷା ସମ୍ଭାବନା, ୧୫ ପର୍ଯ୍ୟନ୍ତ ଧୀବରଙ୍କୁ ସମୁଦ୍ର ମନା
  • ||

ରାସନ୍‌ କାର୍ଡ ଓ ଆଧାର ଲିଙ୍କ ସମୟସୀମା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର – ରାଜ୍ୟ ସରକାର ରାସନ୍‌ କାର୍ଡ ଓ ଆଧାର ଲିଙ୍କର ସମୟ ସୀମାକୁ ବୃଦ୍ଧି କରିଛନ୍ତି । ଏହା ସେପ୍ଟେମ୍ବର ୧୫ ତାରିଖ ପର୍ଯ୍ଯନ୍ତ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ସମୟସୀମା ଅଗଷ୍ଟ ୩୧ ତାରିଖ ଥିଲା ।


ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଏ ବିଷୟରେ ସୂଚନା ଦେଇଛନ୍ତି । ରାଜ୍ୟରେ ଥିବା ପିଡିଏସ୍‌ଧାରୀଙ୍କ ସୁବିଧା ପାଇଁ ଏପରି କରାଯାଇଥିବା ସେ କହିଛନ୍ତି । ଏମାନେ ଆଧାର ଓ ରାସନ୍‌ କାର୍ଡ ଲିଙ୍କ୍‌ ପାଇଁ ଅଧିକ ସମୟ ପାଇବେ ବୋଲି ସେ ସୂଚନା ଦେଇଛନ୍ତି ।

ରାଜ୍ୟରେ ଥିବା ନକଲି ରାସନ୍‌ କାର୍ଡଧାରୀଙ୍କୁ ଚିହ୍ନଟ କରିବା ପାଇଁ ଏପରି କରାଯାଇଛି । ରାଜ୍ୟରେ ପ୍ରାୟ ୩୪ ଲକ୍ଷ ପିଡିଏସ୍‌ କାର୍ଡଧାରୀ ଅଛନ୍ତି ।