PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଦ୍ମପୁର ପୁଲିସକୁ ମିଳିଲା ବଡ ସଫଳତା- ୬୦ କେଜି ଗଞ୍ଜେଇ ସହ ୫ ଗିରଫ, ଦୁଇଟି କାର୍ ଜବତ
  • ||
  • ଯୁବନେତା ସବ୍ୟସାଚୀ ମହାପାତ୍ର ବିଜେଡିରୁ ନିଲମ୍ବିତ – ଦଳ ବିରୋଧରେ ଅରୁଚିକର ମନ୍ତବ୍ୟ ଓ ବିଶୃଙ୍ଖଳା ଆଚରଣର ଅଭିଯୋଗ
  • ||
  • ସମ୍ବଲପୁର : ନାକଟିଦେଉଳରେ ଭାଲୁ ଆକ୍ରମଣରେ ୨ ଚାଷୀ ଗୁରୁତର
  • ||
  • Tokyo Olympics : ଭାରତକୁ ପ୍ରଥମ ପଦକ, ଭାରତ୍ତୋଳନରେ ମୀରାବାଈ ଚାନୁ ଜିତିଲେ ରୌପ୍ୟ ପଦକ
  • ||
  • ସମ୍ବଲପୁର : ହୀରାକୁଦ ଉପରମୁଣ୍ଡରେ ପ୍ରବଳ ବର୍ଷା, ଜଳଭଣ୍ଡାରକୁ ପ୍ରବେଶ କରୁଛି ୭୭ ହଜାର କ୍ୟୁସେକ ଜଳ, ପୁଣି ଗେଟ୍ ଖୋଲିବା ନେଇ ବାଜିଲା ସାଇରନ୍
  • ||
  • ଆନନ୍ଦପୁର : ଶାଳନ୍ଦୀ ନଦୀର ହଦଗଡ ଡ୍ୟାମରୁ ହୋମିଓପାଥି ଡାକ୍ତରୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ଦୁଇ ଦିନ ତଳୁ ଥିଲେ ନିଖୋଜ
  • ||
  • ଯାଜପୁର : ଘର ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ଝିଅ ଘର ଲୋକେ
  • ||
  • ତେଲକୋଇ : ନାଳରେ ଭାସିଗଲେ ଓରିଆ ପଞ୍ଚାୟତ ପୁରୁଣାପାଣି ପାଣି ଗାଁର ଗୁରଦେବ ନାୟକ
  • ||
  • ବାନ୍ଦୀପୋରା : ଆତଙ୍କବାଦୀ-ସୁରକ୍ଷାବାହିନୀ ମୁହାଁମୁହିଁ, ସେନା ଗୁଳିରେ ୨ ଆତଙ୍କବାଦୀ ସଫା
  • ||
  • ଟୋକିଓ ଟକ୍କର: ଭାରତୀୟ ପୁରୁଷ ହକି ଦଳର ଦମଦାର ବିଜୟ, ନ୍ୟୁଜିଲାଣ୍ଡକୁ ୩-୨ରେ ଦେଲା ମାତ୍‌
  • ||
  • ଚଣ୍ଡିଖୋଲ : କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୫୪୪୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୬୪ ଜଣ କରୋନା ପଜିଟିଭ୍
  • ||
  • ପୁରୀ : ୨୯ ଦିନ ପରେ ରତ୍ନବେଦିକୁ ଫେରିଲେ ମହାବାହୁ, ଆଜି ମିଳିବ ନୀଳାଚଳ ଅବଢ଼ା
  • ||

ସହିଦଙ୍କ ପିଲାମାନଙ୍କୁ ଶିକ୍ଷା ଦେବାରେ ସାହାଯ୍ୟ କରିବେ ରବିନା ଟଣ୍ଡନ

ମୁମ୍ବାଇ,୨୨।୨: ପୁଲଓ୍ବାମା ଆକ୍ରମଣରେ ସହିଦ ହୋଇଥିବା ଯବାନଙ୍କ ପରିବାରର ପିଲାମାନଙ୍କୁ ସହାୟତାର ହାତ ବଢ଼ାଇଛନ୍ତି ବଲିଉଡ୍ ଅଭିନେତ୍ରୀ ରବିନା ଟଣ୍ଡନ। ବୁଧବାର ଦିନ ମୁମ୍ବାଇରେ ଏକ ବୁ୍ୟଟି ଆଓ୍ବାର୍ଡରେ ସାମିଲ ହୋଇ ଏଭଳି ମନ୍ତବ୍ୟ ରଖିଛନ୍ତି। ଏହା ସହିତ କହିଛନ୍ତି କି, ଏହା ସମସ୍ତଙ୍କ ପାଇଁ ଗୋଟିଏ ମୈାକା। ଏହି ପରିସ୍ଥିତିରେ ସମସ୍ତଙ୍କୁ ଆଗକୁ ଆସିବାକୁ ହେବ। ଯେତେ ସମ୍ଭବ ସାହାଯ୍ୟ କରିପାରିବେ, ତାହା କରିବା ଦରକାର ମଧ୍ୟ।

ମୁଁ ଯବାନଙ୍କ ପିଲାମାନଙ୍କୁ ଖାସ୍ କରି ଝିଅମାନଙ୍କୁ ପଢ଼ାଇବାର ଦାୟିତ୍ବ ନେଇଛି। କେବଳ ସହିଦ ହୋଇଥିବା ଯବାନ୍ ନୁହେଁ, ପୂର୍ବରୁ ସହିଦ ହୋଇଥିବା ଯବାନଙ୍କ ପିଲାମାନଙ୍କୁ ଶିକ୍ଷା ଦେବା ପାଇଁ ଆମ ଫାଉଣ୍ଡେସନ୍ ସାହାଯ୍ୟ କରିବ ବୋଲି ରବିନା କହିଛନ୍ତି।

ସମ୍ବନ୍ଧିତ ଖବର