PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର: ରେଳ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ନେଇ ସନ୍ଦେହ
  • ||
  • ବଲାଙ୍ଗୀର: କପଡ଼ା ବ୍ୟବସାୟୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର, ପରିବାର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ଲମତାପୁଟରେ ଅଟୋ ସହ ୨ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ରାଜ୍ୟରେ ସାମନ୍ୟ ହ୍ରାସ ପାଇଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୭୫୭ ଜଣ ପଜିଟିଭ, ୨୨ ଜୀବନ ନେଲା କରୋନା
  • ||
  • ଚୌଦ୍ଵାର : ଟ୍ରକକୁ ପଛ ପଟୁ ପିଟିଲା ସ୍କୁଟି, ମହିଳା ଗୁରୁତର
  • ||
  • ରେଙ୍ଗାଲି : ହାଇୱାରେ ପିଟିହେଲା କାର୍‌ : ମା’ ଝିଅ ମୃତ, ପୁଅ ଗୁରୁତର
  • ||
  • ଭୁବନେଶ୍ୱର : ଆଜି ବସିବ ସର୍ବଦଳୀୟ ବୈଠକ, କୋଭିଡ୍‌ ମୁକାବିଲା ପାଇଁ ସହଯୋଗ ଲୋଡ଼ିବେ ସରକାର
  • ||
  • ଭୁବନେଶ୍ୱର : ଆସନ୍ତା ୪ରୁ ୫ଦିନ ପାଗ ଶୁଖିଲା, ବଢ଼ିବ ତାତି, ଆଜି କାଁ ଭାଁ କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ସମ୍ଭାବନା
  • ||
  • ପୁରୀ : ଜୁନ ୧୫ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ, ପ୍ରଭାବିତ ହେବ ତିନିପର୍ବ
  • ||

ବିଜୟୀ ହେବା ପରେ କଣ କହିଲେ ହେମନ୍ତ ସୋରେନ୍, ପଢନ୍ତୁ…

ନୀଳଗିରି, ୨୩|୧୨:  ଝାଡଖଣ୍ଡ ବିଧାନସଭାର ମୋଟ୍ ୮୧ଟି ଆସନ ପାଇଁ ଭୋଟ ଗଣତି ଜାରି ରହିଛି। ଏବେ ସୁଧା ଆସିଥିବା ପରିଣାମରେ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା, କଂଗ୍ରେସ ଓ ଆରଜେଡି ମେଣ୍ଟ ସରକାର ଗଠନ କରିବା ସ୍ଥିର ହୋଇସାରିଛି। ଏଠାରେ ବିଜେପିକୁ ଶକ୍ତ ଧକ୍କା ଲାଗିଛି। ଏହା ମଧ୍ୟରେ ଜେଏମଏମ କାର୍ଯ୍ୟକାରୀ ଅଧ୍ୟକ୍ଷ ହେମନ୍ତ ସୋରେନ୍ ମୁଖ୍ୟମନ୍ତ୍ରୀ ହେବା ଏକପ୍ରକାର ସ୍ପଷ୍ଟ ହୋଇଛି।

ଫଳାଫଳ ପ୍ରକାଶ ପାଇବା ପରେ ହେମନ୍ତ କହିଛନ୍ତି, ଲୋକଙ୍କ ପାଇଁ ଏହା ହେଉଛି ଉତ୍ସାହର ଦିନ। କିନ୍ତୁ ଆଜି ଲୋକଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ସଂକଳ୍ପ ଦିନ। ଝାଡଖଣ୍ଡରେ ନୂଆ ଅଧ୍ୟାୟ ଆରମ୍ଭ ହେବ। କହାରା ଆଶା ଭାଙ୍ଗିବ ନାହିଁ। ଏହା ଜନତାଙ୍କ ବିଜୟ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ଝାଡଖଣ୍ଡରେ ଜେଏମଏମ ସର୍ବବୃହତ ଦଳ ଭାବେ ଉଭା ହୋଇଛି। ଏଠାରେ ଦଳ ୨୯ଟି ଆସନରେ ବିଜୟ ହୋଇଥିବା ବେଳେ ବିଜେପି ୨୭ଟି ଆସନରେ ବିଜୟୀ ହୋଇଛି।  

ସମ୍ବନ୍ଧିତ ଖବର