PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମସି କମିଶନର, ସଞ୍ଜୟ କୁମାର ସିଂହ ହେଲେ ନୂଆ କମିଶନର
  • ||
  • ବିନିକା : ପରିବା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ଟ୍ରକ୍, ୩ ଗୁରୁତର
  • ||
  • ରାଜସୁନାଖଳା : ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟ୍
  • ||
  • କେନ୍ଦୁଝର : କେନ୍ଦୁଝର ଜେଲରେ ପଶିଲା କରୋନା, ୯ କଏଦୀ ପଜିଟିଭ ଚିହ୍ନଟ
  • ||
  • ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ, ଯବାନଙ୍କୁ ଗଳାକାଟି ହତ୍ୟା
  • ||
  • ବୋରିଗୁମ୍ମା : ବୋରିଗୁମ୍ମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଟିକା ନେବାକୁ ଛକାପଞ୍ଝା, ସାମାଜିକ ଦୂରତାକୁ ଫୁ, ଯେତିକି ଆସୁଛି ଅଣ୍ଟୁନି, ସ୍ଥାନୀୟ ଲୋକେ ଅସନ୍ତୋଷ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୯୮୨ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୬୫ ହଜାର ପାର୍
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୭ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି
  • ||

ମୁଖ୍ୟମନ୍ତ୍ରୀଙ୍କୁ ବିଜେପୁରକୁ ସ୍ୱାଗତ: ରୀତା

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁରରେ ପ୍ରାର୍ଥୀ ହୁଅନ୍ତୁ ବୋଲି ଆମେ ତାଙ୍କୁ ଅନୁରୋଧ କରିଥିଲୁ । ମୁଖ୍ୟମନ୍ତ୍ରୀ ଆମ ପ୍ରସ୍ତାବରେ ରାଜି ହୋଇଛନ୍ତି । ଆମେ ବିଜେପୁରବାସୀ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରୁଛୁ । ନବୀନ ବିଜେପୁରରୁ ଲଢ଼ିବେ ବୋଲି ଘୋଷଣା କରିବା ପରେ ବିଜେପୁର ବିଧାୟିକା ରୀତା ସାହୁ ଆଜି ଏଭଳି ପ୍ରତିକ୍ରିୟା ରଖିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିରେ ସେ ବହୁତ ଖୁସି । ଗତ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ଯେଉଁ ପ୍ରତିଶ୍ରୁତି ଦେଇଥିଲେ, ସେଥିରୁ ଅନେକ ପୂରା ହୋଇଛି । ଆଗକୁ ସବୁ ପ୍ରତିଶ୍ରୁତି ପୂରା ହେବ ବୋଲି ରୀତା କହିଛନ୍ତି ।