PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମସି କମିଶନର, ସଞ୍ଜୟ କୁମାର ସିଂହ ହେଲେ ନୂଆ କମିଶନର
  • ||
  • ବିନିକା : ପରିବା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ଟ୍ରକ୍, ୩ ଗୁରୁତର
  • ||
  • ରାଜସୁନାଖଳା : ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟ୍
  • ||
  • କେନ୍ଦୁଝର : କେନ୍ଦୁଝର ଜେଲରେ ପଶିଲା କରୋନା, ୯ କଏଦୀ ପଜିଟିଭ ଚିହ୍ନଟ
  • ||
  • ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ, ଯବାନଙ୍କୁ ଗଳାକାଟି ହତ୍ୟା
  • ||
  • ବୋରିଗୁମ୍ମା : ବୋରିଗୁମ୍ମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଟିକା ନେବାକୁ ଛକାପଞ୍ଝା, ସାମାଜିକ ଦୂରତାକୁ ଫୁ, ଯେତିକି ଆସୁଛି ଅଣ୍ଟୁନି, ସ୍ଥାନୀୟ ଲୋକେ ଅସନ୍ତୋଷ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୯୮୨ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୬୫ ହଜାର ପାର୍
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୭ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି
  • ||

ଆଇପିଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର ୩୧/୧୨: ଆଇପିଏସ୍ ସ୍ତରରେ ଅଦଳବଦଳ । ଆଇପିଏସ୍ ଏସ୍.କେ.ଉପାଧ୍ୟାୟଙ୍କୁ ଡିଜି ଜେଲ୍ ଦାୟିତ୍ବ ପ୍ରଦାନ କରାଯାଇଛି । ଆର୍.ପି.କୋଚେଙ୍କୁ ଏଡିଜି ଏସ୍ଏପି,  ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଏଡିଜି ଆଇନ ଶୃଙ୍ଖଳା, ଓ୍ବାଇ.କୋୟଲଙ୍କୁ ଆଇଜି ହେଡ୍ କ୍ବାର୍ଟର୍ସ ଏବଂ ଅନୁପ ସାହୁଙ୍କୁ ଆଡିସ୍‌ନାଲ କମିଶନର , କମିଶନରେଟ୍ ପୋଲିସ ଦାୟିତ୍ୱ ପ୍ରଦାନ କରାଯାଇଛି ।