PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର: ରେଳ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ନେଇ ସନ୍ଦେହ
  • ||
  • ବଲାଙ୍ଗୀର: କପଡ଼ା ବ୍ୟବସାୟୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର, ପରିବାର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ଲମତାପୁଟରେ ଅଟୋ ସହ ୨ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ରାଜ୍ୟରେ ସାମନ୍ୟ ହ୍ରାସ ପାଇଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୭୫୭ ଜଣ ପଜିଟିଭ, ୨୨ ଜୀବନ ନେଲା କରୋନା
  • ||
  • ଚୌଦ୍ଵାର : ଟ୍ରକକୁ ପଛ ପଟୁ ପିଟିଲା ସ୍କୁଟି, ମହିଳା ଗୁରୁତର
  • ||
  • ରେଙ୍ଗାଲି : ହାଇୱାରେ ପିଟିହେଲା କାର୍‌ : ମା’ ଝିଅ ମୃତ, ପୁଅ ଗୁରୁତର
  • ||
  • ଭୁବନେଶ୍ୱର : ଆଜି ବସିବ ସର୍ବଦଳୀୟ ବୈଠକ, କୋଭିଡ୍‌ ମୁକାବିଲା ପାଇଁ ସହଯୋଗ ଲୋଡ଼ିବେ ସରକାର
  • ||
  • ଭୁବନେଶ୍ୱର : ଆସନ୍ତା ୪ରୁ ୫ଦିନ ପାଗ ଶୁଖିଲା, ବଢ଼ିବ ତାତି, ଆଜି କାଁ ଭାଁ କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ସମ୍ଭାବନା
  • ||
  • ପୁରୀ : ଜୁନ ୧୫ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ, ପ୍ରଭାବିତ ହେବ ତିନିପର୍ବ
  • ||

ବିଜେଡି ସାଂଗଠନିକ ନିର୍ବାଚନ ପୂର୍ବରୁ ୩ ଜିଲ୍ଲାରେ ଯୋଜନା କମିଟି ଅଧ୍ୟକ୍ଷଙ୍କ ଅଦଳବଦଳ

ଭୁବନେଶ୍ୱର ୧୪/୧୨: ଜିଲ୍ଲା ଯୋଜନା କମିଟି (ଡିପିସି)ରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ୩ଟି ଜିଲ୍ଲା ଡିପିସି ଅଧ୍ୟକ୍ଷ ବଦଳିଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସଙ୍କୁ କଳାହାଣ୍ଡି ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି । ଏହି ପଦବିରେ ଥିବା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କୁ ଦେବଗଡ଼ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷା ଦାୟିତ୍ୱ ଦିଆଯାଇଛି ।

ପୂର୍ବରୁ ଦେବଗଡ଼ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଥିଲେ ଇସ୍ପାତ ଓ ଖଣି ତଥା ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ । ବଲାଙ୍ଗିର ଡିପିସିରେ ମଧ୍ୟ ଅଦଳବଦଳ କରାଯାଇଛି । ଗ୍ରାମ୍ୟ ଉନ୍ନୟନ ତଥା ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହ ବଲାଙ୍ଗିର ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି । ପୂର୍ବରୁ ବଲାଙ୍ଗିର ଦାୟିତ୍ୱରେ ଥିଲେ ମନ୍ତ୍ରୀ ନବକିଶୋର ଦାସ ।

ସମ୍ବନ୍ଧିତ ଖବର