ପ୍ରମୁଖ ଖବର
  • ଟାଟା ମୋଟର୍ସ ଚାକିରି ଦେବା ନାଁ ଠକଇେ ମାମଲା: ଅଦାଲତରେ ହାଜର ହେବେ ପ୍ରଦିପ ପାଣିଗ୍ରାହୀ
  • ||
  • ନିର୍ବାଚନ ଲଢ଼ିପାରିବେନି କଟକ- ବାରବାଟୀ ବିଧାୟକ ମହମ୍ମଦ ମୋକିମ୍,,ଦୋସୀ ସାବ୍ୟସ୍ତ ଉପରେ ଲାଗିନି ରୋକ୍
  • ||
  • ଶଙ୍ଖ ଭବନରେ ବର୍ଷା ପ୍ରିୟଦର୍ଶିନୀ, ଆରମ୍ଭ ହେଲା ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ORHDC ଦୁର୍ନୀତି ମାମଲା : ମହମ୍ମଦ ମୋକିମଙ୍କୁ ଜାମିନ୍ ଦେଲେ ସୁପ୍ରିମକୋର୍ଟ, ଭିଜିଲାନ୍ସକୁ ନୋଟିସ୍
  • ||
  • ମାଲେସିଆରେ ନୌସେନାର ୨ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୧୦ ମୃତ
  • ||
  • ବିଜେଡିରୁ ଇସ୍ତଫା ଦେଲେ ସମ୍ବଲପୁର ପୂର୍ବତନ ବିଧାୟିକା ଡ. ରାସେଶ୍ବରୀ ପାଣିଗ୍ରାହୀ
  • ||
  • ମାହାଙ୍ଗା ଡବଲ୍‌ ମର୍ଡର ମାମଲା: ଶୁଣାଣି ଶେଷ, ରାୟ ସଂରକ୍ଷିତ
  • ||
  • ବନ୍ୟାରେ ଭାସିଲା ଚୀନ୍‌: ବିପଦ ସଙ୍କେତ ଉପରେ ୪୪ ନଦୀ, ୪ ମୃତ, ହଜାରେରୁ ଅଧିକ ସ୍କୁଲ ବନ୍ଦ
  • ||
  • ଆଇପିଏଲରେ ସୁପର କିଙ୍ଗ୍‌ସ- ସୁପର ଜାଏଣ୍ଟ୍‌ସ ମଧ୍ୟ ଲଢ଼େଇ, ପୂର୍ବ ପରାଜୟର ପ୍ରତିଶୋଧ ଲକ୍ଷ୍ୟରେ CSK
  • ||
  • ଓଆର୍‌ଏଚ୍‌ଡିସି ଦୁର୍ନୀତି ମାମଲା: ଆଜି ସୁପ୍ରିମକୋର୍ଟରେ ମହମ୍ମଦ ମୋକିମ୍‌ଙ୍କ ଭାଗ୍ୟ ପରୀକ୍ଷା
  • ||
  • ହେ ପ୍ରଭୁ! ରକ୍ଷା କର..ଆହୁରି ଭୟାନକ ହେବ ଗ୍ରୀଷ୍ମ ପ୍ରବାହ, ୨୬ରେ ତାତିର ବିସ୍ଫୋରଣ ଆଶଙ୍କା
  • ||

ଅନୁଗୁଳ: ସଡକ ଦୁର୍ଘଟଣାରେ ଦମ୍ପତ୍ତି ମୃତ

ଅନୁଗୁଳ ୮/୩: ସଡକ ଦୁର୍ଘଟଣାରେ ଦମ୍ପତ୍ତି ମୃତ । ୫୫ନଂ ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ବଅଁରପାଳ ବ୍ଲକ ସାନକେରଜେଙ୍ଗ ନିବାସୀ ଚିନ୍ତାମଣୀ ଗୋଛାୟତ ଓ ତାଙ୍କ ସ୍ତ୍ରୀ ବହୁରାଣୀ ଗୋଛାୟତ ମୃତ୍ୟୁବରଣ କରିଛନ୍ତି ।

{"id":97718,"sizeSlug":"large"}

ସୂଚନା ଅନୁସାରେ ଚିନ୍ତାମଣି ତାଙ୍କ ସ୍ତ୍ରୀ ସହିତ ସକାଳ ପ୍ରାୟ ୯ଟା  ସମୟରେ ନିଜ ସ୍କୁଟର (OR 19 K 0549) ରେ ଅନୁଗୋଳର ୫୫ନଂ ଜାତୀୟ ରାଜପଥ ରେ ଯାଉଥିଲେ। ଏହି ସମୟରେ ରାସ୍ତାରେ ଦ୍ରୁତଗତିରେ ଯାଉଥିବା ଟ୍ରକ ସ୍ଥାନୀୟ ମାଉସୀ ମା' ମନ୍ଦିର ନିକଟରେ ସ୍କୁଟରକୁ ଧକ୍କା ଦେଇଥିଲା ।। ଦୁର୍ଘଟଣାରେ ଘଟଣାସ୍ଥଳରେ ଉଭୟଙ୍କର ମୃତ୍ୟୁ ହୋଇଥିଲା । ଏହାପରେ ଘଟଣାକୁ କେନ୍ଦ୍ରକରି  ଘଟଣା ସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା । ଦୁର୍ଘଟଣାସ୍ଥଳରେ ଅନୁଗୋଳ ପୋଲିସ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିବା ସହ ତଦନ୍ତ ଜାରି ରଖିଛି । ଦୁର୍ଘଟଣା ଘଟାଇଥିବା ଟ୍ରକଟିକୁ ପୋଲିସ ଜବତ କରିଥିବା ସୂଚନା ମିଳିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.