PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡ଼ା : ବ୍ରଜରାଜନଗରରେ ଆତଙ୍କରାଜ, ବାପାର ଅପରାଧ ସାମ୍ରାଜ୍ୟ ସମ୍ଭାଳିଲା ପୁଅ, ନାବାଳକଙ୍କ ଛୁରୀ ମାଡ଼ରେ ଯୁବକ ଗୁରୁତର
  • ||
  • ଭୁବନେଶ୍ଵର : ଅଗଷ୍ଟ ୯ରୁ ଖୋଲିବ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ, ହଷ୍ଟେଲ ଖୋଲିବାକୁ ଅନୁମତି
  • ||
  • ଝାରସୁଗୁଡ଼ା : ବ୍ରଜରାଜନଗରରେ ଗତକାଲି ବିଳମ୍ବିତ ରାତିରେ ଛୁରାମାଡ, ଜଣେ ଗୁରୁତର, ପୁଲିସ କବ୍ଜାରେ ଅଭିଯୁକ୍ତ ନାବାଳକ
  • ||
  • ଛତ୍ରପୁର : ଆର୍ଜିପଲ୍ଲୀ ଗ୍ରାମରେ ସୈତାନ ସାଜିଲା ସ୍ୱାମୀ, କିରୋସିନ ଢାଳି ସ୍ତ୍ରୀକୁ ନିଆଁ ଲଗାଇଦେଲା ସ୍ୱାମୀ
  • ||
  • ବରଗଡ଼ : ଭିଜିଲାନ୍ସ ଜାଲରେ ବରଗଡ ପଦ୍ମପୁର ସ୍ଥିତ ସହକାରୀ ଚକ୍ଷୁ ଚିକିତ୍ସକ, ଏକକାଳୀନ ଦୁଇଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ବଲାଙ୍ଗୀର : ଦିନିକିଆ ବଲାଙ୍ଗୀର ଗସ୍ତରେ ମୁଖ୍ୟ ଶାସନ ସଚିବ ଓ 5Tସଚିବ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କରିବେ ସମୀକ୍ଷା
  • ||
  • Tokyo Olympics: ଜାଭେଲିନ୍‌ରେ ନୀରଜଙ୍କ ଦମଦାର ପ୍ରଦର୍ଶନ, ୮୬.୬୫ ମି. ଥ୍ରୋ କରି ଫାଇନାଲରେ କଲେ ଏଣ୍ଟ୍ରି
  • ||
  • ଅନୁଗୁଳ : ବ୍ରାହ୍ମଣୀ ନଦୀରେ ବଢୁଛି ଜଳସ୍ତର, ରେଙ୍ଗାଳି ଡ୍ୟାମରୁ ଛଡାଯିବ ପ୍ରଥମ ବନ୍ୟାଜଳ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୬୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୩୧୫ ଜଣ କୋଭିଡ ପଜିଟିଭ୍
  • ||
  • ଭୁବନେଶ୍ଵର : ‘ପିଏମ୍‌ ଆବାସ’ରେ ପୁଳାପୁଳା ଦୁର୍ନୀତି, ସଂସଦରେ ମନ୍ତ୍ରୀଙ୍କ ଉତ୍ତର-ଓଡ଼ିଶାରେ ୮୫% ଅଯୋଗ୍ୟ ହିତାଧିକାରୀ
  • ||
  • ରାମପୁର : କଳାହାଣ୍ଡି ଜିଲ୍ଳା ଅନ୍ତର୍ଗମ ମ.ରାମପୁର ଥାନା ପାଜିବାହାଲି ଛକ ନିକଟରୁ ନିଖୋଜ ୨ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା : କୋଭିଡ୍ କଟକଣା ମଧ୍ୟରେ ଖୋଲିଲା ତୁଳସୀକ୍ଷେତ୍ର, ଶ୍ରୀ ବଳଦେବଜୀଉଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ବ୍ରହ୍ମପୁର : ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ କାଳୁପାତ୍ର ସାହିରେ ବେଆଇନ୍ ଗୁଟଖା ୟୁନିଟ୍ ଉପରେ ଚଢାଉ, ୨ ଗିରଫ
  • ||

ଷ୍ଟାଇଲିଶ୍‌ ନିର୍ଦ୍ଦେଶକ ରୋହିତ ସେଟ୍ଟିଙ୍କ ‘ସର୍କସ’ ଫିଲ୍ମରେ କାମ କରିବେ ରଣବୀର

ମୁମ୍ବାଇ ୨୦/୧୦: ଷ୍ଟାଇଲିଶ୍‌ ନିର୍ଦ୍ଦେଶକ ରୋହିତ ସେଟ୍ଟି ଅଭିନେତା ରଣବୀର ସିଂହଙ୍କୁ ନେଇ ଏକ ଫିଲ୍ମ ନିର୍ମାଣ କରୁଥିବା ଖବର ନିକଟରେ ସାମ୍ନାକୁ ଆସିଥିଲା। ତାହା ୮୦ ଦଶକର ସୁପରହିଟ୍‌ କମେଡି ଫିଲ୍ମ ‘ଅଙ୍ଗୁର’ର ରିମେକ୍‌ ହେବ ବୋଲି କୁହାଯାଉଥିଲା। ଏବେ ସେହି ଫିଲ୍ମ ସଂପର୍କରେ ରୋହିତ ଆନୁଷ୍ଠାନିକ ଭାବେ ଘୋଷଣା କରିଛନ୍ତି । ତାର ଟାଇଟଲ ରହିବ ‘ସର୍କସ’ । ଭୂଷଣ କୁମାର ଏହାର ପ୍ରଯୋଜନା ଦାୟିତ୍ୱ ନିର୍ବାହ କରିବେ ।

ରଣବୀର ଡବଲ ରୋଲ୍‌ରେ ନଜର ଆସିବେ । ତାଙ୍କ ସହ ପୂଜା ହେଗ୍‌ଡେ, ଜ୍ୟାକଲିନ୍‌ ଫର୍ଣ୍ଣାଣ୍ଡିଜ୍‌, ବରୁଣ ଶର୍ମାଙ୍କୁ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଦେଖିବାକୁ ମିଳିବ। ‘ସିମ୍ବା’ ଓ ‘ସୂର୍ଯ୍ୟବଂଶୀ’ର ଅପାର ସଫଳତା ପରେ ରୋହିତ-ରଣବୀରଙ୍କ ଯୋଡ଼ି ପୁଣି କମାଲ୍‌ କରିବେ ବୋଲି ଆଶା କରାଯାଉଛି । ଆସନ୍ତାବର୍ଷ ଫିଲ୍ମଟି ରିଲିଜ୍‌ ହେବ ।

ସମ୍ବନ୍ଧିତ ଖବର