ସ’ ମିଲ୍‌ରେ ଭୟାବହ ଅଗ୍ନିକାଣ୍ଡ

ବାଲେଶ୍ବର ୦୩/୫: ବାଲେଶ୍ବର ଜିଲ୍ଳା ଗଡଗଡିଆ ଛକ ନିକଟରେ ଥିବା ବଟେଶ୍ବର ସ’ ମିଲ୍‌ରେ ଭୟାବହ ଅଗ୍ନିକାଣ୍ଡ। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତି ପୋଡି ପାଉଁଶ ହୋଇଯାଇଥିବା ଜଣାପଡିଛି। ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିବା ପାଇଁ ପ୍ରସାୟ କରୁଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ ଯେ, ଆଜି ମଧ୍ୟାହ୍ନରେବାଲେଶ୍ବର ଜିଲ୍ଳା ଗଡଗଡିଆ ଛକ ନିକଟ ବଟେଶ୍ବର ସ’ ମିଲ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତି ପୋଡି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳର ଅଗ୍ନିଶମ ବାହିନୀର ୩ଟି ଗାଡି  ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ ଜାରି ରଖିଛି।

   ସମ୍ବନ୍ଧିତ ଖବର


ସମ୍ଭାବ୍ୟ ବାତ୍ୟା ପୂର୍ବରୁ ପ୍ରଶାସନର ତତ୍ପରତା: ତିନି ପଞ୍ଚାୟତର ୩ଶହରୁ ଉର୍ଦ୍ଧ୍ବ ଲୋକ ସ୍ଥାନାନ୍ତରିତ

ଚାଲିଗଲା କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଜୀବନ, କରୋନା ଯୋଦ୍ଧାଙ୍କୁ ଝୁରିଲେ ଲୋକେ

‘ମୋ ବିଦ୍ୟୁତ୍‌’ ଆପ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଏବେ ଅନ୍‌ଲାଇନ୍‌ରେ‌ ଦେଇ ହେବ ବିଦ୍ୟୁତ ବିଲ୍

ଲଦାଖ ସୀମାରେ ପ୍ରବଳ ଥଣ୍ଡାରେ ବି ଭାରତୀୟ ସେନାଙ୍କ ଆଖିର ପତ୍ତା ପଡ଼ୁନି, ଆମେରିକାରୁ ଅଣାଯାଇଛି ଉନ୍ନତ ଗରମ ପୋଷାକ

ଡ୍ୟାମରେ ଡଙ୍ଗା ବୁଡି ଜଣେ ମୃତ

ନାମୀଦାମୀ ପୁଡିଆରେ ନକଲି ଜର୍ଦ୍ଦା- ନକଲି ଜର୍ଦା କାରଖାନା ଠାବ,୩ ଗିରଫ