ପ୍ରମୁଖ ଖବର
  • ଦିଲ୍ଲୀପ ରାୟଙ୍କ ରାସ୍ତାରେ ନିହାର କଣ୍ଟା ! ପ୍ରାର୍ଥୀ ଚୟନକୁ ନେଇ ଦେଖା ଦେଇଛି ବିବାଦ
  • ||
  • ଆଜି ପ୍ରକାଶ ପାଇବ ୟୁଜିସି-ନେଟ୍‌ ଜୁନ୍‌ ସେସନ୍‌-୨୦୨୪ ଆବେଦନ ପ୍ରକ୍ରିୟା
  • ||
  • ବାଇକ୍‌କୁ ଧକ୍କା ଦେଲା ଆମ୍ଵୁଲାନ୍ସ, ଦୁଇ ଶିଶୁଙ୍କ ଆଖି ଆଗରେ ଚାଲିଗଲା ବାପା-ମାଙ୍କ ଜୀବନ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି, ଜଣେ ଏବେ ବି ନିଖୋଜ
  • ||
  • ମେ'୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା
  • ||
  • ଶନିବାର ବାହୁଡ଼ିବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ: ଦିନ ସାଢ଼େ ୧ରେ ପହଣ୍ଡି, ସାଢେ ୩ଟାରେ ରଥଟଣା
  • ||
  • ଶନିବାର ବିଶ୍ବପ୍ରସିଦ୍ଧ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ, ଅଧ୍ୟକ୍ଷତା କରିବେ ଆର୍‌ଡିସି
  • ||
  • ଆଜି ବି ଅତି ଭୀଷଣ ଗ୍ରୀଷ୍ମପ୍ରବାହ, ୨୧ ଯାଏ ନିସ୍ତାର ନାହିଁ, କାଳବୈଶାଖୀ ପାଇଁ କମିପାରେ ତାତି
  • ||
  • IPL ୨୦୨୪: ଆଜି ଦିଲ୍ଲୀ-ହାଇଦ୍ରାବାଦ ଲଢ଼େଇ, କ୍ୟାପିଟାଲ୍ସ ଗଡ଼ ଧ୍ୱଂସ ପଥରେ ସନରାଇଜର୍ସ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି, ଦୁଇ ମୃତ, ୭ ନିଖୋଜ, ସକାଳୁ ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||

‘ମେଜର’ରେ ନଜର ଆସିବେ ସାଇ

ଗତବର୍ଷ ଡିସେମ୍ବର ମାସରେ ରିଲିଜ୍‌ ହୋଇଥିବା ଫିଲ୍ମ ‘ଦବଙ୍ଗ-୩’ ମାଧ୍ୟମରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ ଅଭିନେତ୍ରୀ ସାଇ ମଞ୍ଜରେକର । ସେଥିରେ ତାଙ୍କ ବିପକ୍ଷରେ ଅଭିନେତା ସଲମାନ୍‌ ଖାନ୍‌ ନଜର ଆସିଥିଲେ । ସେହି ଫିଲ୍ମରେ ତାଙ୍କ ଅଭିନୟକୁ ଖୁବ୍‌ ପ୍ରଶଂସା ମିଳିଥିଲା ।

ସଦ୍ୟତମ ଖବର ଅନୁସାରେ ସାଇ ଏବେ ତାଙ୍କର ଦ୍ୱିତୀୟ ଫିଲ୍ମ ପାଇଁ ଚୁକ୍ତିବଦ୍ଧ ହୋଇଛନ୍ତି । ଉଭୟ ତେଲଗୁ ଏବଂ ହିନ୍ଦୀ ଭାଷାରେ ନିର୍ମିତ ହେଉଥିବା ‘ମେଜର’ ଫିଲ୍ମରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ନଜର ଆସିବେ । ଫିଲ୍ମଟି ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ଘଟଣାରେ ସହିଦ ହୋଇଥିବା ଏନ୍‌ଏସ୍‌ଜି କମାଣ୍ଡୋ ସନ୍ଦୀପ ଉନ୍ନିକ୍ରିଷ୍ଣନଙ୍କ ଜୀବନୀ ଉପରେ ପର୍ଯ୍ୟବସିତ । ଶଶି କିରନ୍‌ ଟିକ୍କା ଏହାର ନିର୍ଦ୍ଦେଶନାରେ ଅଛନ୍ତି । ଏଥିରେ ସନ୍ଦୀପଙ୍କ ଭୂମିକାରେ ଅଭିନେତା ଆଦିଭି ଶେଷଙ୍କୁ ଦେଖିବାକୁ ମିଳିବ । ଦୁଇଟି ଭାଷାରେ ମୁକ୍ତିଲାଭ କରିବାକୁ ଥିବାରୁ ଫିଲ୍ମକୁ ନେଇ ସାଇ ଖୁବ୍‌ ଉତ୍ସାହିତ ଥିବା ପ୍ରକାଶ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.