ଦୁର୍ଘଟଣାରେ ହାସ୍ୟ ଅଭିନେତା ସଲୀଲ ମିତ୍ର ଗୁରୁତର ଆହତ

ଆନନ୍ଦପୁର ୧୨।୫: ସଡ଼କ ଦୁର୍ଘଟଣାରେ ହାସ୍ୟ ଅଭିନେତା ସଲୀଲ ମିତ୍ର ଗୁରୁତର ଆହତ ହୋଇଛନ୍ତି। ସଲୀଲଙ୍କ ଡାହାଣ ହାତ ଓ ଗୋଡ଼ ଗାଙ୍ଗି ଯାଇଥିବା ସୂଚନା ମିଳିଛି।

ଗୁରୁତର ଅବସ୍ଥାରେ ସଲୀଲ ଓ ତାଙ୍କ ଡ୍ରାଇଭରଙ୍କୁ ଘଟ ଗାଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଗାଁ କଲେଜ ଛକ ନିକଟରେ ତାଙ୍କ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି।

କରଞ୍ଜିଆ ଅଭିମୁଖେ ଯାଉଥିବାବେଳେ ଭାରସାମ୍ୟ ହରାଇ କାରଟି ଓଲଟି ଯାଇଥିଲା।

   ସମ୍ବନ୍ଧିତ ଖବର


ସୁଶୀଲ ମୋଦିଙ୍କ ଅଭିଯୋଗ; ଜେଲରେ ଥାଇ ସରକାର ଭାଙ୍ଗିବାକୁ ଷଡଯନ୍ତ୍ର କରୁଛନ୍ତି ଲାଲୁ, ବିଧାୟକଙ୍କୁ କରୁଛନ୍ତି ଫୋନ୍…

କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସା ଉପରେ କଟକଣା

ଲଭ୍ ଜିହାଦ ଉପରେ ଯୋଗୀ ସରକାରଙ୍କ ବଡ ଫୈସଲା, ଧୋକାଦେଇ ଧର୍ମ ବଦଳାଇଲେ ୧୦ବର୍ଷ ପର୍ଯ୍ୟନ୍ତ ମିଳିବ ଜେଲଦଣ୍ଡ…

କରୋନା ସହ ସତର୍କ ରହିବାକୁ ମୋଦି ଦେଲେ ପରାମର୍ଶ, ଏମିତି ଢଙ୍ଗରେ କହିଲେ ଅଜୟ ଦେବଗନ୍‌ଙ୍କ ଦିଲଓ୍ବାଲେ ଫିଲ୍ମର ଡାଇଲଗ୍‌…

ହେ ଭଗବାନ ! ଭାରତକୁ ଆସି ନାକେଦମ ହେଲେଣି ଏହି ବିଦେଶୀ; ପ୍ରଥମେ ମ୍ୟାଲେରିଆ, ପରେ ଡେଙ୍ଗୁ, ତା’ପରେ କରୋନା, ଆଉ ଶେଷରେ ଏବେ କାମୁଡିଲା ନାଗ…

୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ବିଏମସି ଅଧିକାରୀ