ସମ୍ବଲପୁରରେ ଟ୍ରେନ୍‌ ଧକ୍କାରେ ବାଇକ୍‌ ଆରୋହୀ ମୃତ

rail

ସମ୍ବଲପୁର : ମାଲବାହୀ ଟ୍ରେନ ଧକ୍କାରେ ବାଇକ ଆରୋହୀ ମୃତ । ବୁର୍ଲା ନିକଚଟରେ ଥିବା ଏକ ରେଳ ଫାଟକ ନିକଟରେ ଏହି ଦୁର୍ଘଟଣା ଘଟିଛି ।

ଏହା ଏକ ଜଗୁଆଳୀ ବିହୀନ ରେଳ ଫାଟକ । ବାଇକ୍‌ଆରୋହୀ ଜଣଙ୍କ ରେଳ ଲାଇନ୍‌ ପାର ହେଉଥିବା ସମୟରେ ଏହି ଦୁର୍ଘଟଣା ଘଟିଛି । ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ମୃତକଙ୍କର କୌଣସି ପରିଚୟ ମିଳନାହିଁ ।

ଏହି ଘଟଣାପରେ ଉତ୍ୟକ୍ତ ଲୋକ ରାଜପଥ ଅବରୋଧ କରିଥିଲେ । ପୁଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଚେଷ୍ଟା କରୁଛି ।

   ସମ୍ବନ୍ଧିତ ଖବର


ରାଜ୍ୟରେ କରୋନା ନେଲା ୧୪ ମୁଣ୍ଡ, ମୃତକଙ୍କ ସଂଖ୍ୟା ୧୬୭୧କୁ ବୃଦ୍ଧି

ଓଡ଼ିଶାରେ ‌୬ ହଜାରକୁ ଖସିଲା ଆକ୍ଟିଭ୍‌ କେସ୍: ୨୪ଘଣ୍ଟା ଆଉ ୬୪୨ ପଜିଟିଭ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୫ ହଜାର ଟପିଲା

ବୀରମିତ୍ରପୁର ହାଜତ ମୃତ୍ୟୁ ଘଟଣା: ଅଭିଯୋଗପତ୍ର ପ୍ରତ୍ୟାହାର କଲେ ମୃତକଙ୍କ ପରିବାର

ଡବ୍ଲ୍ୟୁଏଚ୍‌ଓର ସତର୍କବାଣୀ: ଦ୍ୱିତୀୟ ଲହରିରେ ଘାଣ୍ଟି ହେଉଛି ୟୁରୋପ, ୨୦୨୧ରୁ ଆରମ୍ଭ ହେବ ତୃତୀୟ ଲହରି

କରୋନା ସହ ୧୨ଦିନର ଲଢେଇ ପରେ ଆଖିବୁଜିଲେ କଳାକାର: ବିଶିଷ୍ଟ ଚିତ୍ରଶିଳ୍ପୀ ଶ୍ୟାମ ପ୍ରସାଦ ପଟ୍ଟନାୟକଙ୍କ ଦେହାନ୍ତ

ବେଳାମାର୍ଗରେ ସିରିଜ୍‌ ଦୁର୍ଘଟଣା, ଭାଙ୍ଗିଲା ୩ କାର୍‌: ଡ୍ରାଇଭର ଫେରାର, ଗାଡି ଭିତରେ ପଡିଛି ମଦ ଠିପି