ପ୍ରମୁଖ ଖବର
  • କାମାକ୍ଷାନଗର: ଅଜଣା ଗାଡ଼ି ଧକ୍କା ରେ ସାଇକେଲ ଆରୋହୀ ଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ରୋକ
  • ||
  • ଆସିଲା ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଚମ୍ପୁଆରୁ ସନାତନ ମହାକୁଡ଼, ବଡଚଣାରୁ ବର୍ଷା ପ୍ରିୟଦର୍ଶିନୀ
  • ||
  • ଦିଲ୍ଲୀପ ରାୟଙ୍କ ରାସ୍ତାରେ ନିହାର କଣ୍ଟା ! ପ୍ରାର୍ଥୀ ଚୟନକୁ ନେଇ ଦେଖା ଦେଇଛି ବିବାଦ
  • ||
  • ଆଜି ପ୍ରକାଶ ପାଇବ ୟୁଜିସି-ନେଟ୍‌ ଜୁନ୍‌ ସେସନ୍‌-୨୦୨୪ ଆବେଦନ ପ୍ରକ୍ରିୟା
  • ||
  • ବାଇକ୍‌କୁ ଧକ୍କା ଦେଲା ଆମ୍ଵୁଲାନ୍ସ, ଦୁଇ ଶିଶୁଙ୍କ ଆଖି ଆଗରେ ଚାଲିଗଲା ବାପା-ମାଙ୍କ ଜୀବନ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି, ଜଣେ ଏବେ ବି ନିଖୋଜ
  • ||
  • ମେ'୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା
  • ||
  • ଶନିବାର ବାହୁଡ଼ିବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ: ଦିନ ସାଢ଼େ ୧ରେ ପହଣ୍ଡି, ସାଢେ ୩ଟାରେ ରଥଟଣା
  • ||
  • ଶନିବାର ବିଶ୍ବପ୍ରସିଦ୍ଧ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ, ଅଧ୍ୟକ୍ଷତା କରିବେ ଆର୍‌ଡିସି
  • ||
  • ଆଜି ବି ଅତି ଭୀଷଣ ଗ୍ରୀଷ୍ମପ୍ରବାହ, ୨୧ ଯାଏ ନିସ୍ତାର ନାହିଁ, କାଳବୈଶାଖୀ ପାଇଁ କମିପାରେ ତାତି
  • ||
  • IPL ୨୦୨୪: ଆଜି ଦିଲ୍ଲୀ-ହାଇଦ୍ରାବାଦ ଲଢ଼େଇ, କ୍ୟାପିଟାଲ୍ସ ଗଡ଼ ଧ୍ୱଂସ ପଥରେ ସନରାଇଜର୍ସ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି, ଦୁଇ ମୃତ, ୭ ନିଖୋଜ, ସକାଳୁ ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||

କାର୍‌କୁ ପଛରୁ ପିଟିଲା ଟ୍ରକ୍: ଅଳ୍ପକେ ବର୍ତ୍ତିଲେ ସମ୍ବଲପୁର ସାଂସଦ

ଦେବଗଡ଼ ୧୩/୧୧: ଦେବଗଡ଼ ଥାନା ତଥା ତିଳେଇବଣି ବ୍ଲକ କୁରଡ଼ ଗାଁ ଏନ୍‌ଏଚ୍-୫୩ରେ ଗତକାଲି ରାତି ୧୦ଟାରେ ପଛରୁ ଆସୁଥିବା ଏକ ଟ୍ରକ୍( ଏଚ୍‌ଆର୍‌-୫୫ ଏସି-୮୧୦୬)ଧକ୍କା ହେବାରୁ ସମ୍ବଲପୁର ସାଂସଦ ନିତେଶ୍ ଗଙ୍ଗଦେବଙ୍ଗ କାର ( ଓଡି୦୨ୟୁ-୨୩୨୩) କ୍ଷତିଗ୍ରସ୍ତ ହୋଇଛି। ତେବେ ସୌଭାଗ୍ୟବଶତଃ ସାଂସଦ ଶ୍ରୀ ଗଙ୍ଗଦେବ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଅନ୍ୟପକ୍ଷରେ ମାତାଲ୍ ଅବସ୍ଥାରେ ଟ୍ରକ୍ ଚଳାଉଥିବା ସମ୍ପୃକ୍ତ ଡ୍ରାଇଭରଙ୍କୁ ସ୍ଥାନୀୟ ଗାଁଲୋକ କାବୁ କରିବା ସହ ପୁଲିସ୍‌କୁ ହସ୍ତାନ୍ତର କରିଥିବା ଜଣାପଡିଛି।

ସୂଚନା ମତେ, ଗତକାଲି ରାତି ୧୦ଟାରେ ସାଂସଦ ଶ୍ରୀ ଗଙ୍ଗଦେବ କୌଣସି ଏକ କାର୍ଯ୍ୟକ୍ରମରୁ ଫେରୁଥିବା ବେଳେ ତାଙ୍କ ଡ୍ରାଇଭର ଅଜିତ୍ ମହାକୁଳ କରୁଡ଼ ଗାଁ ନିକଟରେ ଏକ ଖାଲଦେଖି ବ୍ରେକ୍ ମାରିଥିଲେ। ଏହି ସମୟରେ ପଛରୁ ଆସୁଥିବା ଏକ ଟ୍ରକ୍ ଏମ୍‌ପି ଶ୍ରୀ ଗଙ୍ଗଦେବଙ୍କ କାରଙ୍କୁ ଧକ୍କା ଦେଇଥିଲା

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.