PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋରାପୁଟ: କୋଟିଆରେ ଆନ୍ଧ୍ର କର୍ମଚାରୀଙ୍କୁ ଅଧାରାସ୍ତାରେ ଅଟକାଇଲା ଓଡ଼ିଶା ପୋଲିସ
  • ||
  • କଳାହାଣ୍ଡି: ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଫିସ ଘେରାଉ, ଘଟଣାସ୍ଥଳରେ ଉତ୍ତେଜନା ଜାରି
  • ||
  • ଭଦ୍ରକ: ବଉଳ ପୋଖରୀ ଅଞ୍ଚଳରୁ ୩୧୬ ଗ୍ରାମ୍ ବ୍ରାଉନସୁଗର ଜବତ କଲା ଗ୍ରାମଞ୍ଚଳ ଥାନା ପୋଲିସ, ୩ ଗିରଫ
  • ||
  • କେନ୍ଦୁଝର: ନିଖୋଜ ୪ ବର୍ଷର ଶିଶୁକନ୍ୟାର ଉଲଂଗ୍ନ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ
  • ||
  • ଖପ୍ରାଖୋଲ: ଯୁବକ ନିଖୋଜ ଅଭିଯୋଗ, ଶୁଳିଆବାହାଳ ଜଙ୍ଗଲ ମାଟିତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଢ଼େଙ୍କାନାଳ: ଷଢ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡ଼ା ସରଂକ୍ଷିତ ଜଙ୍ଗଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲା ଦନ୍ତା, ସେପ୍ଟିସିମିଆ ରୋଗରେ ଥିଲା ପୀଡିତ
  • ||
  • ନୂଆଦିଲ୍ଲୀ : ଆରପାରିରେ ଭେଟେରାନ୍ ଅଭିନେତ୍ରୀ ମୀନୁ ମୁମତାଜ
  • ||
  • ବାଙ୍କୀ : ଜଙ୍ଗଲୀ ବାରହା ଉପଦ୍ରବ, ରାତିହେଲେ ଉଜାଡୁଛନ୍ତି ଏକର ଏକର ଫସଲ
  • ||
  • ଭୁବନ : ବାଲି ଘାଟକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ : ନଭେମ୍ବର ୨୯ରୁ ସଂସଦର ଶୀତ ଅଧିବେଶନ, ୨୦ଟି କାର୍ଯ୍ୟ ଦିବସ ରହିବ
  • ||
  • ଭୁବନେଶ୍ୱର : ଆଗକୁ ବଢ଼ିବ ଶୀତ, ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ଡିଗ୍ରୀ ଖସିଲା ତାପମାତ୍ରା
  • ||
  • ଭୁବନେଶ୍ୱର : ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ, ପୁରୀ ସଦର ବିଡିଓ ଭାବେ ନୂଆ ଦାୟିତ୍ଵ ସମ୍ଭାଳିବେ ସମ୍ବିତ ଶତପଥୀ
  • ||
  • ସୁନ୍ଦରଗଡ଼ : ହାତୀପଲଙ୍କୁ ଘଉଡାଇବା ବେଳେ ଅଘଟଣ, ହାତୀ ଆକ୍ରମଣରେ ଯୁବକ ମୃତ
  • ||

ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ସଂଜୟ ଦତ୍ତ

ମୁମ୍ୱାଇ – ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ  ବଲିଉଡ୍‌ ଅଭିନେତା ସଂଜୟ ଦତ୍ତ ।  ୮ ଅଗଷ୍ଟରେ ନିଶ୍ୱାସ ନେବାରେ ଯନ୍ତ୍ରଣା ଅନୁଭବ କରିବାରୁ ସେ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଏବେ ସେ ୨ ଦିନ ପରେ ଘରକୁ ଫେରିଛନ୍ତି । ଘରକୁ ଫେରିଥିବା ଫଟୋ ଏବେ ସାମନାକୁ ଆସିଛି । ଆଉ ଏହାକୁ ନେଇ ପ୍ରଶଂସକଙ୍କ ମଧ୍ୟରେ ଖୁସିର ଲହରୀ ଖେଳି ଯାଇଛି ।

ସଂଜୟ ଦତ୍ତଙ୍କୁ ତାଙ୍କର ଘର ବାହାରେ ଗାଡ଼ିରୁ ବାହାରୁ ଥିବାର ଦେଖିବାକୁ ମିଳିଥିଲା । ଏହା ପରେ  ସେ ହାତ ହଲାଇ ଓ ଥମ୍ୱସ ଦେଇ ଇସାରା ଦେଇଥିଲେ କି ସେ ବର୍ତ୍ତମାନ ପ୍ରଥମରୁ ସୁସ୍ଥ ଅଛନ୍ତି । ଏଠାରେ ସଞ୍ଜୟ ଦତ୍ତ ପର୍ପଲ କଲରର  କୁର୍ତ୍ତା ପିନ୍ଧିବା ସହ ଲାଲ ରଙ୍ଗର ମାସ୍କ  ମୁହଁରେ ଲଗାଇ ଥିବାର ନଜର ଆସିଥିଲା ।

ଉଲ୍ଲେଖନୀୟ ଯେ, ଶନିବାର ଅର୍ଥାତ୍‌ ୮ ଅଗଷ୍ଟରେ ବଲିଉଡ୍‌  ଆକ୍ଟର  ସଂଜୟ ଦତ୍ତଙ୍କର ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା । ଯାହା ପରେ  ତାଙ୍କୁ ଲୀଳାବତୀ ହସ୍ପିଟାଲରେ  ଭର୍ତ୍ତି କରାଯାଇଥିଲା ।