PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୩୫କୁ ବୃଦ୍ଧି
  • ||
  • ଗଞ୍ଜାମ: କୋଦଳା ଖଦାଳ ସାହିରେ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ
  • ||
  • ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ଆଉ ୬୬୩ ଜଣ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର: ୨୦ରୁ ଯୁକ୍ତ ୩ ଦ୍ୱିତୀୟ ବର୍ଷ କ୍ଲାସ୍‌ ରୁମ୍‌ ପଢ଼ା, ଆଜିଠୁ ଖୋଲିବ ହଷ୍ଟେଲ
  • ||
  • ଭୁବନେଶ୍ୱର: BBI ଓ OOPRE ବାରକୁ ସିଲ୍ କଲା ବିଏମ୍‌ସି, ମ୍ୟାନେଜରଙ୍କ ସହ ୪ ଜଣ ଅଟକ
  • ||
  • ଭୁବନେଶ୍ୱର: ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ହେବ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ଘୋଷଣା
  • ||

ଶ୍ରୀମନ୍ଦିର ଖୋଲିବା ପ୍ରସଙ୍ଗରେ ଶଙ୍କରାଚାର୍ଯ୍ୟଙ୍କ ପ୍ରତିକ୍ରିୟା : ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଥିଲେ ମଧ୍ୟ ଜଗତଗୁରୁଙ୍କୁ ଅଣଦେଖା କରାଯାଉଛି

ପୁରୀ, ୨୪।୭ : ଶ୍ରୀମନ୍ଦିର ଖୋଲିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ଵତୀ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ତାଙ୍କ ଠାରୁ କୌଣସି ମତାମତ ନିଆଯାଇ ନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଥିଲେ ମଧ୍ୟ ଜଗତଗୁରୁଙ୍କୁ ଅଣଦେଖା କରାଯାଉଛି ବୋଲି ଶଙ୍କରାଚାର୍ଯ୍ୟ କହିଛନ୍ତି।

ତେବେ ଶ୍ରୀମନ୍ଦିର ପ୍ରଶାସନ ଶଙ୍କରାଚାର୍ଯ୍ୟଙ୍କ ସହ ଆଲୋଚନା କଲେ ସେ ଏହା ଉପରେ ମତ ରଖିବେ ବୋଲି କହିଛନ୍ତି। କୋଭିଡ୍ କଟକଣା ପାଇଁ ଦୀର୍ଘ ଦିନ ଧରି ପୁରୀ ଶ୍ରୀମନ୍ଦିର ବନ୍ଦ ରହିଛି। ମନ୍ଦିର ଭିତରକୁ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଲାଗିଥିବା ବେଳେ ସାଧାରଣ ଦର୍ଶନ ବନ୍ଦ ରହିଛି।

ସମ୍ବନ୍ଧିତ ଖବର