ନିଲମ୍ବିତ ହେଲେ ସରପଞ୍ଚ

ନିଶ୍ଚିନ୍ତକୋଇଲି:- ଯାଜପୁର ନିଶ୍ଚିନ୍ତକୋଇଲି ଅନ୍ତର୍ଗତ ନଗସପୁର ସରପଞ୍ଚ ନିଲମ୍ବିତ। ନଗସପୁର ସରପଞ୍ଚ ସୁଧାଂଶୁ ଶେଖର ଭୂୟାଁଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର।

ଗତ ଏପ୍ରିଲ ୨୪ ତାରିଖ ରେ ସ୍ଥାନୀୟ ସରକାରୀ ମହିଳା ଆୟୁଷ ଡାକ୍ତରଙ୍କୁ ର୍ଦୁବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା । ଏହାପରେସେ  ଗିରଫ ହୋଇ  ଜେଲ୍ ଯାଇଥିଲେ । ପଂଚାୟତରାଜ ଆଇନ୍‌ ୧୯/୧୯୬୪ ବଳରେ ତାଙ୍କୁ ନିଲମ୍ବନ କରାଯାଇଛି।

   ସମ୍ବନ୍ଧିତ ଖବର


ଭଦ୍ରକ : ବାହାଘରରେ ଭୋଜି ଆୟୋଜନ – ବନ୍ଧା ହେଲେ କନ୍ୟାର ବାପା ଓ ଭିଣୋଇ

ଜିଓ ପ୍ଲାଟ୍‌ଫର୍ମସ୍‌ରେ ୭୩୦ କୋଟି ଟଙ୍କା ପୁଞ୍ଜିନିବେଶ କରିବ କ୍ୱାଲ୍‌କମ୍ ଇନକର୍ପୋରେଟେଡ୍‌ର ପୁଞ୍ଜିନିବେଶ ସଂସ୍ଥା କ୍ୱାଲ୍‌କମ୍ ଭେଞ୍ଚର୍ସ

୧୨ ଶହ ଠେଲା ଗାଡି ଅଚଳ , ଦୁର୍ଦ୍ଦିନରେ ଅଢ଼େଇ ହଜାର ରିକ୍ସାବାଲା

ସିଲିଗୁଡ଼ି ପୁଲିସର ସୋରିଷ ତେଲ ଥେରାପି – କରୋନା ବିରୋଧରେ ନୂଆ ଅସ୍ତ୍ର କହି ଖାଦ୍ୟରେ ବ୍ୟବହାର ପାଇଁ ନିର୍ଦ୍ଦେଶ

ଏହି ଖେଳାଳୀଙ୍କର ପ୍ରଶଂସାରେ ଶତମୁଖ ସଚିନ ‘ରିଭର୍ସ ସୁଇଂକୁ ରିଭର୍ସ କରାନ୍ତି ଆଣ୍ଡରସନ’

ଠକେଇର ଚରମ ସୀମା-ନକଲି ଏସ୍‌ବିଆଇ ଶାଖା ଖୋଲି ୩ ଗିରଫ