PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ବହୁ ଚର୍ଚ୍ଚିତ ବୁଲିବାଇ ଆପ୍ ମାମଲା, ଭୁବନେଶ୍ଵରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
  • ||
  • ମାଲକାନଗିରି : ଦାନ୍ତେୱାଡାରେ ଏନକାଉଣ୍ଟର, ହାର୍ଡକୋର୍ ମାଓନେତା ମୁଇଆ ମାଡକାମ ନିହତ
  • ||
  • ବାଲିପାଟଣା : କଟନି ଛଟନୀକୁ ବିରୋଧ କରି ଚାଷୀଙ୍କ ରାସ୍ତାରୋକ
  • ||
  • ରାୟଗଡ଼ା : ବିଷାକ୍ତ ମଦ୍ୟପାନ କରି ଦୁଇ ଭାଇଙ୍କ ମୃତ୍ୟୁ ଅଭିଯୋଗ
  • ||
  • କାମାକ୍ଷାନଗର : ସାହି ଭିତରେ ପଶି ଆକ୍ରମଣ କଲା ଜଙ୍ଗଲୀ ବାରହା, ୬ ଆହତ ଜଣେ ଗୁରୁତର
  • ||
  • ଭୁବନେଶ୍ଵର: ଆଇସିୟୁରେ ରୋଗୀ ନାହାଁନ୍ତି, ଅକ୍ସିଜେନ୍‌ର ଆବଶ୍ୟକତା ନାହିଁ, ସ୍ଥିତି ନିୟନ୍ତ୍ରଣାଧୀନ : ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • କଟକ : ଲିଙ୍ଗ ନିରୂପଣ ମାମଲାରେ ଦୁଇ ଦଲାଲ୍‌ ଗିରଫ, ଦେଢ଼ ହଜାର କମିସନ୍‌ ରଖି ମହିଳାଙ୍କୁ ପଠାଉଥିଲେ
  • ||
  • ଚୌଦ୍ଵାର : ସୁନା ବ୍ୟବସାୟୀଙ୍କ ଉପରକୁ ଗୁଳିମାଡ଼, ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟିନେଲେ ୩ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୦,୩୬୮ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ୱର : ବଦଳିଲା ପାଗ, ଆସନ୍ତାକାଲିଠୁ ପୁଣି ବର୍ଷିବ
  • ||

ଏସବିଆଇ ଏଟିଏମରୁ ଲୁଟ୍ ଉଦ୍ୟମ ପଣ୍ଡ, ୩ ଲୁଟେରାଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ

ଗଜପତି ୦୭।୧୨: ପାରଳାଖେମୁଣ୍ଡି ସନ୍ତୋଷି ଫିଲିଙ୍ଗ ଷ୍ଟେସନ ନିକଟରେ ଥିବା ଏଟିଏମରୁ ଲୁଟ୍ ଉଦ୍ୟମ ପଣ୍ଡ। ଏସବିଆଇ ଏଟିଏମ୍ ତାଡି ଟଙ୍କା ବାହାର କରିସାରିଥିଲେ। ଘଟଣାସ୍ଥଳରୁ ଫେରାର ପୂର୍ବରୁ ପହଞ୍ଚିଗଲା ପୋଲିସର ପେଟ୍ରୋଲିଂ ଗାଡ଼ି। ୩ ଲୁଟେରାଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ୍ । ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସନ୍ତୋଷି ପୋଲିସ ନିକଟରେ ଘଟିଛି ଏପରି ଘଟଣା ।

ସୂଚନା ମୁତାବିକ, ଗତକାଲି ରାତି ପ୍ରାୟ ୨ଟା ସମୟରୁ ଏଟିଏମ୍ ଲୁଟରେ ୩ ଜଣ ଲୁଟୋରା ପାରଳାଖେମୁଣ୍ଡି ସନ୍ତୋଷି ପୋଲିସ ଷ୍ଟେସନ ନିକଟରେ ଥିବା ଏକ ଏସ୍‌ବିଆଇ ଏଟିଏମ୍‌ ସିସିଟିଭି ଭାଙ୍ଗିବା ସହ କ୍ୟାସ୍ ବାକ୍ସ ତାଡି ଟଙ୍କା ବାହାର କରୁଥିଲେ ଲୁଟେରା । ଖବର ପାଇ ପେଟ୍ରୋଲିଂ କରୁଥିବା ପୋଲିସ  ପହଞ୍ଚିଥିଲା। ପୋଲିସକୁ ଦେଖି ଲୁଟେରା ଚମ୍ପଟ ମାରିବାକୁ ଉଦ୍ୟମ କରିଥିଲେ । କିନ୍ତୁ ସେମାନଙ୍କ ପିଛା କରି କାବୁ କରିଥିଲା । ପୋଲିସ ଗୋଡାଇ ଗୋଡାଇ ଲୁଟେରାଙ୍କୁ ଧରିଥିଲା । ୩ ଜଣଙ୍କୁ ଅଟକ ରଖି ପଚରାଉଚର କରୁଛି ପୋଲିସ। ଜଣେ ଲୁଟେରା ହାଇଦ୍ରାବଦ ହୋଇଥିବା ବେଳେ ଅନ୍ୟ ୨ଜଣ ଅଣ ଓଡିଆ ଲୁଟେରା ହୋଇଥିବା ପ୍ରାଥମିକ ତଥ୍ୟ ମିଳିଛି।