ପ୍ରମୁଖ ଖବର
  • ହିଞ୍ଜିଳି : ହିଞ୍ଜିଳିରୁ ଶଙ୍ଖନାଦ କଲେ ମୁଖ୍ୟମନ୍ତ୍ରୀ, କହିଲେ ଆରମ୍ଭ ହେଲା ବିଜେଡିର ବିଜୟ ଯାତ୍ରା
  • ||
  • ଭୁବନେଶ୍ୱର : ମସଲା ବ୍ୟାନ୍‌ ପ୍ରସଙ୍ଗ: ମସଲା ବ୍ୟାନ୍‌ର ମୂଳ କାରଣକୁ ଚିହ୍ନଟ କରାଯିବ
  • ||
  • ଭୁବନେଶ୍ୱର : ନକଲି ପୁଲିସ୍‌, ସିବିଆଇ ଅଧିକାରୀ କହି ଲୁଟୁଥିଲେ; ଇରାନୀ ମୁସଲିମ୍‌ ଗ୍ୟାଙ୍ଗ୍‌ର ୭ ଗିରଫ
  • ||
  • ଭୁବନେଶ୍ୱର : ଲିଭୁନି ଚନ୍ଦକା ନିଅ, ୧୨ ଘଣ୍ଟା ନାକେଦମ୍‌ ବନ କର୍ମଚାରୀ
  • ||
  • ଫୁଲବାଣୀ : ବାରହା ଆକ୍ରମଣରେ ମହିଳା ମୃତ
  • ||
  • ମାଲକାନଗିରି ଜିଲ୍ଲାରୁ ନଗଦ ୩୦ ଲକ୍ଷ ଜବତ, ୨ ଗିରଫ
  • ||
  • ଭୁବନେଶ୍ଵର : ମେ ୧ରେ ୪୮ ଡିଗ୍ରୀ ଛୁଇଁବ, ଆହୁରି ୬ ଡିଗ୍ରୀ ବଢ଼ିଯିବ ତାତି
  • ||

ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ : ବାଇକ୍‌ରେ ଆସି ନିଆଁ ଲଗାଇଦେଲେ ୧୦ରୁ ୧୨ ଯୁବକ, ଅଳ୍ପକେ ବର୍ତ୍ତିଲେ ଗାଡ଼ିରେ ଥିବା ୩ ବ୍ୟକ୍ତି

ରାଉରକେଲା ୩୦।୧୦: ସ୍କର୍ପିଓକୁ ଜାଳିଦେଲେ ଦୁର୍ବୃତ୍ତ। ରାଉରକେଲା ଟାଙ୍ଗରପାଲି ଥାନା କଚରାପଲ୍ଲୀ ହେକେଟ ରୋଡ଼ରେ ଶୁକ୍ରବାର ଭୋରରୁ ଏକ ସ୍କର୍ପିଓକୁ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ କରିଥିଲେ ମଧ୍ୟ ଗାଡିଟି ସମ୍ପୂର୍ଣ୍ଣ ଜଳିଯାଇଛି ।

{"id":178377,"width":890,"height":432,"sizeSlug":"large"}

ପ୍ରତ୍ୟେକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ଗାଡ଼ିରେ ଜଣେ ମହିଳାଙ୍କ ସମେତ ତିନି ଜଣ ଥିଲେ । ୧୦ ରୁ ୧୨ ଜଣ ଯୁବକ ବାଇକରେ ଆସି ବିଭିନ୍ନ ସ୍ଲୋଗାନ ଦେଇ ଗାଡ଼ିରେ ନିଆଁ ଲଗାଇ ଦେଇଥିଲେ । ନିଆଁ ଲଗାଇଥିବା ଯୁବକଙ୍କ ମାଡରେ ଗାଡ଼ିରେ ଥିବା ୩ ଜଣ ଫେରାର ହୋଇଯାଇଥିବା ବେଳେ ପୋଲିସ ସେମାନଙ୍କୁ ଠାବ କରିବାକୁ ଉଦ୍ୟମ କରୁଛି । ଗାଡ଼ିରେ କିଛି ଆପତ୍ତିଜନକ ସାମଗ୍ରୀ ଚାଲାଣ ହେଉଥିବା ସୂଚନା ମିଳିଛି । ଟାଙ୍ଗରପାଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

{"id":178378,"width":871,"height":479,"sizeSlug":"large"}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.