ରାଜ୍ୟରେ ଦ୍ବିତୀୟ ମୁଣ୍ଡ ନେଲା କରୋନା, ଆକ୍ରାନ୍ତ ସଂଖ୍ୟା ୧୭୭କୁ ବୃଦ୍ଧି

ଭୁବନେଶ୍ୱର ୬/୬: ରାଜ୍ୟରେ ଦ୍ବିତୀୟ କରୋନା ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ଖୋର୍ଦ୍ଧା ଜିଲ୍ଲା ହୋଇଥିବାର ସୂଚନା ମିଳିଛି। ପ୍ରାୟ ଏକ ମାସ ପରେ କରୋନାରେ ଆଉ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ ରେ ସୂଚନା ପ୍ରଦାନ କରାଯାଇଛି।

ଆଜି ସକାଳୁ ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ଗଞ୍ଜାମ ଜିଲ୍ଲାର ହୋଇଥିବା ଜଣାପଡିଛି।ଫଳରେ ଗଞ୍ଜାମ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୪ରେ ପହଞ୍ଚିଛି। ସେହିପରି ରାଜ୍ୟରେ କରୋନା ଦ୍ବିତୀୟ କରୋନା ମୃତ୍ୟୁ ଘଟିଛି। ତେବେ ମୃତ ଜଣ ଖୋର୍ଦ୍ଧା ଜିଲ୍ଲାର ହୋଇଥିବା ଜଣାପଡିଛି।ଫଳରେ ଖୋର୍ଦ୍ଧା ଜିଲ୍ଲାରେ ୪୭ଜଣ ଆକ୍ରାନ୍ତଙ୍କ ମଧ୍ୟ ୧୪ଆକ୍ଟିଭ କେସ୍‌ ରହିଥିବା ବେଳେ ୩୧ଜଣ ସୁସ୍ଥ ହୋଇସାରିଛନ୍ତି । କରୋନାରେ ଦୁଇଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୫ ଆକ୍ଟିଭ କେସ୍‌ ରହିଥିବା ବେଳେ ୬୦ଜଣ ସୁସ୍ଥ ହୋଇସାରିଛନ୍ତି । କରୋନାରେ ଦୁଇଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। । କରୋନାରେ ଦୁଇଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

   ସମ୍ବନ୍ଧିତ ଖବର


ଘର ଭିତରକୁ ପଶିଗଲା ୧୨ ଚକିଆ ହାଇୱା, ଅଳ୍ପକେ ବର୍ତ୍ତିଲେ ଘରେ ଥିବା ୭ ଜଣ

ତିର୍ତୋଲ ଓ ବାଲେଶ୍ୱର ସଦର ଆସନରେ ଉପନିର୍ବାଚନ ପାଇଁ ସବୈତନିକ ଛୁଟି ଘୋଷଣା

ଲିଙ୍ଗରାଜ ମନ୍ଦିରକୁ 5-T ସଚିବ ଭି.କେ. ପାଣ୍ଡିଆନ ଅଚାନକ ଗସ୍ତ: ଉନ୍ନତିମୂଳକ କାର୍ଯ୍ୟର କଲେ ତଦାରଖ

ଟ୍ରକକୁ ଧକ୍କାଦେଲା ଆଉ ଏକ ଟ୍ରକ, ଜଣେ ମୃତ

ରାଜ୍ୟକୁ ଧୀରେ ଧୀରେ ଛୁଉଁଛି ଶୀତ, ୫ରୁ ଥଣ୍ଡା ଆହୁରି ବଢ଼ିବ

କ୍ରିସ୍‌ ଗେଲଙ୍କ ଛକା ରେକର୍ଡ, ପ୍ରଥମ କ୍ରିକେଟର ଭାବେ ଟି-୨୦ରେ ୧୦୦୦ ଛକା ମାରିଲେ ବସ୍