PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ: ୭ ଦିନ ପାଇଁ ସମସ୍ତ ଧର୍ମାନୁଷ୍ଠାନ, ସର୍ବସାଧାରଣ ସ୍ଥାନ ଯଥା- ପାର୍କ ସମୁଦ୍ରକୂଳ ବନ୍ଦ ନିର୍ଦ୍ଦେଶ, ମେରୁ ଯାତ୍ରା ଓ ପଣା ସଂକ୍ରାନ୍ତି ସର୍ବସାଧାରଣରେ ମନା
  • ||
  • ମାଲକାନଗିରି: ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳ ପାପରମେଟଲା ଥାନା ଅନ୍ତର୍ଗତ ଜାମୁଝାଡୀ ଜଙ୍ଗଲରୁ ଅଚିହ୍ନା ଯୁବକର ମୃତଦେହ ଉଦ୍ଧାର
  • ||
  • କଳାହାଣ୍ଡି: ଜାଲ୍ ସାର୍ଟିଫିକେଟ୍ ଦେଇ ୨୫ ଶିକ୍ଷକ ବହିଷ୍କୃତ
  • ||
  • ଯାଜପୁର: ଡଙ୍କାରୀରେ ବଡ ଧରଣର ଚଢ଼ାଉ, କଳାପଥର ଗାଡି ଜବତ, ଏକାଧିକ ଲୁଟେରା ଗିରଫ
  • ||
  • ବୋଲଗଡ଼: ବାଇକ୍- ବୁଲେଟ ମୁଁହା ମୁଁହି ଧକ୍କା, ୨ ଗୁରୁତର
  • ||
  • ଆଇପିଏଲ୍‌ର-୧୪: ଆଜି ମୁହାଁମୁହିଁ ହେବେ ମୁମ୍ବାଇ ଇଣ୍ଡିଆନ୍ସ ଓ କୋଲକାତା ନାଇଟ ରାଇଡର୍ସ
  • ||
  • କରଞ୍ଜିଆର ଥାନା ବୁଢୀଗାଁରର ଘଟଣା- ସ୍ତ୍ରୀ ଓ ସ୍ତ୍ରୀର ପ୍ରେମିକକୁ କଟୁରିରେ ହାଣିଲା ସ୍ୱାମୀ , ଅଭିଯୁକ୍ତ ସ୍ୱାମୀ ଗିରଫ
  • ||
  • ବାଲେଶ୍ୱରରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କରିବେ ସମୀକ୍ଷା
  • ||
  • ରାଜ୍ୟ: ପୁଣି ୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୯୩୦କୁ ଛୁଇଁଲା
  • ||
  • ଓଡ଼ିଶାରେ ଆଜି ୧୭୮୪ କରୋନା ପଜିଟିଭ୍‌ ଚିହ୍ନଟ, କ୍ୱାରାଣ୍ଟାଇନ୍‌ରୁ ୧୦୩୫ , ଲୋକାଲ କଣ୍ଟାକ୍ଟରୁ ୭୪୯ ଚିହ୍ନଟ
  • ||
  • ଆଜି ଭୁବନେଶ୍ୱରରୁ ୧୯୦ କରୋନା ପଜିଟିଭ ଟିହ୍ନଟ, କ୍ୱାରେଣ୍ଟାଇନ୍‌ରୁ ୩୮ ଓ ଲୋକାଲ କଣ୍ଟାକ୍ଟରୁ ୧୫୨ସଂକ୍ରମିତ
  • ||

ଆସନ୍ତା ୧୨ ତାରିଖରୁ ଦ୍ଵିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ, ବିଧାନସଭାକୁ ପ୍ରବେଶ ପୂର୍ବରୁ କୋଭିଡ ଟେଷ୍ଟ ବାଧ୍ୟତାମୂଳକ

ଭୁବନେଶ୍ଵର, ୦୯/୦୩ : ଆସନ୍ତା ୧୨ ତାରିଖରୁ ବସିବ ବିଧାନସଭାର ଦ୍ଵିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ। ବିଧାନସଭା ଅଧିବେଶନ ପୂର୍ବରୁ କରୋନା ପାଇଁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ବିଧାନସଭାକୁ ପ୍ରବେଶ କରିବାକୁ ସମସ୍ତଙ୍କର କୋଭିଡ ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି। ଏଥିପାଇଁ ସମସ୍ତଙ୍କର ଆଣ୍ଟିଜେନ ଟେଷ୍ଟ କରାଯିବ। ଟେଷ୍ଟର ୨ ଘଣ୍ଟା ମଧ୍ୟରେ ରିପୋର୍ଟ ଆସିବ। କୋଭିଡ ଟେଷ୍ଟ ରିପୋର୍ଟ ଆସିଲେ ବିଧାନସଭା ମଧ୍ୟକୁ ପ୍ରବେଶ କରିବାକୁ ଅନୁମତି ଦିଆଯିବ। ତେବେ ଏନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।