ପ୍ରମୁଖ ଖବର
  • ଜୟପୁର: ସଂଘର୍ଷପୂର୍ଣ୍ଣ ମ୍ୟାଚରେ ହାରିଲା ଦିଲ୍ଲୀ କ୍ୟାପିଟାଲ୍ସ, ୧୨ ରନରେ ଜିତିଲା ରାଜସ୍ଥାନ ରୟାଲ୍ସ
  • ||
  • ହୃଦଘାତରେ ଆଖି ବୁଜିଲା ମାଫିଆ ଡନ୍ ମୁଖତାର ଅଂସାରୀ
  • ||
  • ଜୟପୁର: ରାଜସ୍ଥାନ ରୟାଲ୍ସ ଲାଗି ଏକାକୀ ଲଢ଼ିଲେ ରିୟାନ୍ ପରାଗ, ଦିଲ୍ଲୀ କ୍ୟାପିଟାଲ୍ସ ଆଗରେ ୧୮୬ ରନ୍ ଟାର୍ଗେଟ୍
  • ||
  • ନୂଆଦିଲ୍ଲୀ: ଦିଲ୍ଲୀରେ ବିଜେପିର ମହା ମିଶ୍ରଣ ପର୍ବ, ପଦ୍ମ ଧରିଲେ ଭର୍ତ୍ତୃହରି, ସିଦ୍ଧାନ୍ତ ଓ ଦମୟନ୍ତୀ
  • ||
  • ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ଉପରମୁହାଁ, ୫ସହରରେ ୩୯ ଡିଗ୍ରୀ ଟପିଲା ତାତି, ୩୯.୮ ଡିଗ୍ରୀ ସହ ପାରଳାଖେମୁଣ୍ଡି ସବୁଠୁ ଉତ୍ତପ୍ତ
  • ||
  • ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କୁ ଝଟକା, ଏପ୍ରିଲ୍ ୧ ପର୍ଯ୍ୟନ୍ତ ବଢ଼ିଲା ରିମାଣ୍ଡ ଅବଧି
  • ||
  • କଂଗ୍ରେସ ପ୍ରାର୍ଥୀ ଘୋଷଣା କେବେ ? ଚିନ୍ତାରେ ଆଶାୟୀ ଓ କର୍ମୀ..
  • ||

ଅପରାଧୀ ସହ ସେଲ୍ଫି ନେଇ ଆଇଆଇସି ସସପେଣ୍ଡ୍

ପୁରୀ ୧୫/୧୦: ଅପରାଧୀ ସହ ସେଲଫି ନେଇ ସସପେଣ୍ଡ ହେଲେ ରାମଚଣ୍ଡୀ ଥାନା ଆଇଆଇସି । ଅପରାଧୀ ମୁନାକୁ ଗିରଫ କରିବା ସମୟରେ ଆଇଆଇସି ବୁଲୁ ମୁଣ୍ଡା ତା ସହ ସେଲଫି ନେଇଥିଲେ। ପରେ ଏହି ସେଲଫି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା । ଏନେଇ ବିଭିନ୍ନ ଗଣମାଧ୍ୟମରେ ପ୍ରସାରିତ ହେବା ପରେ ଥାନା ଆଇଆଇସି ବୁଲୁ ମୁଣ୍ଡାଙ୍କୁ ପୁରୀ ପୁଲିସ ମୁଖ୍ୟାଳୟକୁ ବଦଳି କରାଯାଇଥିଲା । ତେବେ ଆଜି ସନ୍ଧ୍ୟାରେ ରାମଚଣ୍ଡୀ ଥାନା ଆଇଆଇସି ବୁଲୁ ମୁଣ୍ଡାଙ୍କୁ ସସପେଣ୍ଡ କରାଯାଇଛି । ଅପରାଧୀ ମୁନା ବିଶ୍ୱାଳକୁ ପୋଲିସ ଗିରଫ କରିଛି । ମୁନା ନାମରେ ରାଜ୍ୟର ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.