PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

୫୭ ନମ୍ବର ରାଜ୍ୟ ରାଜପଥରେ ସିରିଜ୍ ଦୁର୍ଘଟଣା, ଦୁଇ ମୃତ

accident

ଜଳେଶ୍ବର ୦୪/୦୬: ଜଳେଶ୍ଵର ଥାନା ୫୭ ନମ୍ବର ରାଜ୍ୟ ରାଜପଥ ବାରାହାଗଡିଆ ଛକରେ ସିରିଜ ଦୁର୍ଘଟଣା ଘଟିଛି। ଧାନ ବୋଝେଇ ଟାଟାଏସି ଗାଡ଼ି ଓ କାରକୁ ଧକ୍କା ହେଲା ପରେ ଡମ୍ପର ପିଟି ହୋଇଥିବା ଜଣାପଡିଛି। ଏହି ସିରିଜ ଦୁର୍ଘଟଣାରେ ଟାଟାଏସି ଗାଡ଼ିର ଡ୍ରାଇଭର ଓ ହେଲପର ମୃତ ଘଟିଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ପୁଲିସ ପହଞ୍ଚଛି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି। ଆହତ ମାନଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନରେ ଭର୍ତ୍ତି କରିଛନ୍ତି।

ସୂଚନା ମୁତାବିକ, ଆଜି ମଧ୍ୟାହ୍ନ ସମୟରେ ବାରାହାଗଡିଆ ଛକରେ ସିରିଜ ଦୁର୍ଘଟଣା। ଏକ ଧାନ ବୋଝେଇ ଟାଟାଏସିଟି ଭାରସାମ୍ୟ ହରାଇ କାରକୁ ଧକ୍କା ଦେଇଥିଲା ପରେ ଡମ୍ପରରେ କାରଟି ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ଟାଟାଏସି ଗାଡ଼ିର ଡ୍ରାଇଭର ଓ ହେଲପର ମୃତ ଘଟିଥିବା ଜଣପଡିଛି।