PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର:ହାତୀଦାନ୍ତ ରାକେଟକୁ ମାଡିବସିଲା ଏସ୍ ଟି ଏଫ୍ ଟିମ୍, ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚୁରା ଜାରି, ବଲାଙ୍ଗୀର ରେଞ୍ଜ ଦେଓଗାଁ ଅଞ୍ଚଳରୁ ରାକେଟ ଧରାପଡ଼ିଥିବା ସୂଚନା
  • ||
  • ଭୁବନେଶ୍ୱର ନୟାପଲ୍ଲୀରୁ କଣ୍ଟ୍ରାକ୍ଟ କିଲର ଗିରଫ ମାମଲା , ଦ୍ୱିତୀୟ ପର୍ଯ୍ୟାୟରେ ୪ଦିନିଆ ରିମାଣ୍ଡରେ ଯିବେ ୨ କିଲର( ସମ୍ପଦ ସାହୁ , ପ୍ରଶାନତ ଦାସ), ରିମାଣ୍ଡ ଅନୁମତି ଦେଲେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ
  • ||
  • ସମ୍ବଲପୁର ସହରର ଟାଂଗରପାଲିରେ ଟ୍ରକ ଧକ୍କାରେ ଗୋଟିଏ ପରିବାରର ୪ ଗୁରୁତର
  • ||
  • ଆସନ୍ତାକାଲି ସକାଳ ୧୦.୩୦ ଯାଏ ବିଧାନସଭା ମୁଲତବୀ , ସର୍ବଦଳୀୟ ବୈଠକରେ ବାହାରିଲାନି କୌଣସି ନିଷ୍କର୍ଷ ବୋଲି କହିଲେ ବାଚସ୍ପତି
  • ||
  • ଗୃହ ସୁପରିଚାଳନା ପାଇଁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି
  • ||
  • ୧୦ ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ନାକଟିଦେଉଳ: ବାରହା ମାଂସ ଜବତ, ଜନ୍ତୁ ଶିକାର ଅଭିଯୋଗରେ ଶିକାରୀ କୋର୍ଟ ଚାଲାଣ ।
  • ||
  • ଭବାନୀପାଟଣା: ବସ୍‌କୁ ସଜାଡୁଥିଲେ ଡ୍ରାଇଭର, ଅଚାନକ ଗାଡ଼ି ଜେକ ଖସି ଯିବାରୁ ଚକା ତଳେ ଚାପି ହୋଇ ଚାଲିଗଲା ଚାଳକଙ୍କ ଜୀବନ
  • ||
  • ପୁରୀ: ପୁରୀ ଅଜମେର ଟ୍ରେନରେ ଧୂଆଁ, ଗୋଟିଏ ଘଣ୍ଟା ବିଳମ୍ବ
  • ||
  • ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ଧରାପଡିଲେ ଖୋର୍ଦ୍ଧା ସହକାରୀ ଯନ୍ତ୍ରୀ, ଜଣେ ଠିକାଦରଙ୍କଠୁ ୧୦ ହଜାର ଲାଞ୍ଚ ନେବା ବେଳେ ଧରାପଡିଲେ
  • ||
  • ଭୁବନେଶ୍ଵର : ଷଷ୍ଠ ଦିନରେ ବିଧାନସଭା ଅଚଳ, ବିରୋଧୀଙ୍କ ଘଣ୍ଟ ମାଡ଼ରେ କମ୍ପିଲା ଗୃହ, ଗଙ୍ଗା ଜଳ ଛିଞ୍ଚିଲା ବିଜେଡି
  • ||
  • ତେଲକୋଇ : ତେଲକୋଇ ଫରେଷ୍ଟ ବିଟ୍‌ରେ ହାତୀ ଉପଦ୍ରବ, ନଷ୍ଟକଲେ ଏକର ଏକର ଧାନ ଫସଲ
  • ||
  • ବାଲିକୁଦା : ବିଦ୍ୟୁତ୍ ଟ୍ରାନ୍ସଫର୍ମର ଲୁଟ୍ କରିବା ବେଳେ ଧରାପଡ଼ିଲେ ୩ ଚୋର, ଖୋର୍ଦ୍ଧାରେ ବିକ୍ରି କରୁଥିଲେ ଚୋରି ଯନ୍ତ୍ରାଂଶ
  • ||
  • କଟକ : ଭିଜିଲାନ୍ସ ଜାଲରେ OSAP ସିପାହୀ, ନଗଦ ୨ ଲକ୍ଷ ୯୪ ହଜାର ଟଙ୍କା ଜବତ
  • ||
  • କଳାହାଣ୍ଡି : ରୋଗୀ ଆଣିବାକୁ ଯିବାବେଳେ ଦୁର୍ଘଟଣା, ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ଆମ୍ବୁଲାନ୍ସ
  • ||
  • ଭୁବନେଶ୍ଵର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୫୧ ଜଣ କରୋନା ପଜିଟିଭ ଚିହ୍ନଟ, ଆଉ ଜଣଙ୍କ ଜୀବନ ନେଲା କୋଭିଡ୍
  • ||
  • ଗଜପତି: ଏଟିଏମ୍ ଲୁଟ୍ ଉଦ୍ୟମ ପଣ୍ଡ, ୩ ଲୁଟେରାଙ୍କୁ ଗୋଡାଇ ଗୋଡାଇ କାବୁ କଲା ପୋଲିସ
  • ||
  • ଚାନ୍ଦବାଲି: ସ୍ଥାୟୀ ଘରଡିହ ପଟା ପାଇଁ ଦାବି କରିବାରୁ ବାସହରା ହେଲେ ୧୧ ପରିବାର, ରାଜରାସ୍ତାରେ ଶୀତ କାକରରେ କଟୁଛି ଜୀବନ
  • ||
  • ବୁର୍ଲା: ଭିମସାରରେ ୨ ଛାତ୍ରଛାତ୍ରୀଙ୍କ ଠାରେ ଡେଲ୍ଟା ଭାରିଆଣ୍ଟ ଚିହ୍ନଟ
  • ||
  • ପାରଳାଖେମୁଣ୍ଡି: ଭିଜିଲାନ୍ସ ପଞ୍ଝାରେ ଫରେଷ୍ଟର, ଏକକାଳୀନ ୪ଟି ସ୍ଥାନରେ ରେଡ୍
  • ||

ଗାଁ ମୁଣ୍ଡରୁ ନିଖୋଜ ଶିଶୁ କନ୍ୟାର ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

କେନ୍ଦୁଝର, ୨୩/୧୦ : ଗାଁ ମୁଣ୍ଡରୁ ୪ ବର୍ଷର ନିଖୋଜ ଶିଶୁକନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର। ଶିଶୁକନ୍ୟାକୁ କେହି ଦୁଷ୍କର୍ମ କରିବା ପରେ ହତ୍ୟା କରିଥିବା ସନ୍ଦେହ। କେନ୍ଦୁଝର ଜିଲ୍ଲା ସଦର ଥାନା ହଳଦିଆ ଗୁଣା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି।

ସୂଚନାନୁଯାୟୀ, କେନ୍ଦୁଝର ଜିଲ୍ଲା ସଦର ଥାନା ହଳଦିଆ ଗୁଣା ଗାଁର ରେଣ୍ଡ ମୁଣ୍ଡାଙ୍କ ୪ ବର୍ଷର ଶିଶୁ କନ୍ୟା ଗତ ୨୦ ତାରିଖ ଠାରୁ ନିଖୋଜ ଥିଲ। ଲକ୍ଷ୍ମୀପୂଜା ଅବସରରେ ଗାଁରେ ଝୁମର ନୃତ୍ୟ ଦେଖିବାକୁ ପରିବାର ସହ ଯାଇ ସେଠାରୁ ନିଖୋଜ ହୋଇଥିଲା ଶିଶୁ କନ୍ୟା। ଆଜି ଗାଁ ମୁଣ୍ଡ ଜଣଙ୍କ ବାଡ଼ିରୁ ଶିଶୁ କନ୍ୟାଟିର ଉଲଗ୍ନ ମୃତଦେହ ଉଦ୍ଧାର ହୋଇଛି। ଶିଶୁଟିର ଡ୍ରେସ୍ ମୃତଦେହ ପଡିଥିବା ସ୍ଥାନ ଠାରୁ କିଛି ଦୂରରେ ପଡିଥିବା ଦେଖିବାକୁ ମିଳିଛି। ତେବେ ପାରିପାର୍ଶ୍ଵିକ ସ୍ଥିତିରୁ ଶିଶୁଟିକୁ କେହି ଦୁର୍ବୃତ୍ତ ଦୁଷ୍କର୍ମ କରିବା ପରେ ହତ୍ୟା କରିଥିବା ସନ୍ଦେହ କରାଯାଉଛି। ପୋଲିସ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ସେପଟେ ଗାଁରେ ଏଭଳି ଏକ ଅମାନୁଷିକ ଘଟଣା ଘଟିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।