ବେଶୀ ସମୟ କମ୍ପ୍ୟୁଟର ସାମ୍ନାରେ ବସିରହୁଛନ୍ତି କି ? ହୋଇପାରେ ଏଭଳି ଅସୁବିଧା

ଅଫିସରେ କିମ୍ବା ଯେକୌଣସି କର୍ମକ୍ଷେତ୍ରରେ ଦୀର୍ଘ ସମୟ ଧରି ବସି ରହିବା ଯୋଗୁଁ ଅନେକ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବାର ନଜିର ରହିଛି । ଗୋଟିଏ ସ୍ଥାନରେ କିମ୍ବା କମ୍ପ୍ୟୁଟର ସାମ୍ନାରେ ଦୀର୍ଘ ସମୟ ଧରି ପର୍ଯ୍ୟନ୍ତ ବସି ରହିବା ହାର୍ଟ ପାଇଁ କ୍ଷତିକାରକ ହୋଇଥାଏ ।

ଏଠି ଯୋଗୁଁ ବିଭିନ୍ନ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇଥାଏ । ହୃଦ ସମ୍ବନ୍ଧୀୟ, ଡାଇବେଟିସ, ମେଦବହୁଳତା, ଉଚ୍ଚ ରକ୍ତଚାପ, ଓଭାରିଆନ କ୍ୟାନସର, କୋଲୋନ କ୍ୟାନସର ଭଳି ସମସ୍ୟା ସୃଷ୍ଟି ହୋଇଥାଏ । ଦୀର୍ଘ ସମୟ ବସି ରହିବା ଫଳରେ ଶରୀରର ବିଭିନ୍ନ ଅଙ୍ଗକୁ ରକ୍ତ ସଂଚାଳନ ମଧ୍ୟ ଠିକ ଭାବେ ହୋଇନଥାଏ ।

30051394 – tired young businesswoman suffering from backache sitting at computer desk in office

ଅଧିକ ସମୟ ବସି ରହିବା ଫଳରେ ଗୋଡର ମାଂସପେଶୀ ଗୁଡିକ ଦୁର୍ବଳ ହେଇଯାଏ । ତଥ୍ୟ ଅନୁଯାୟୀ ଯେଉଁମାନେ ଅଧିକ ସମୟ ବସି ରହନ୍ତି ସେମାନଙ୍କ ମଧ୍ୟରେ ହୃଦଘାତର ସମ୍ଭାବନା ୧୪୭ ପ୍ରତିଶତ ଅଧିକ ଥାଏ । ତେବେ ଆମେରିକା ଜର୍ଣ୍ଣାଲ ଅଫ ନର୍ସିଙ୍ଗ ତଥ୍ୟ ଅନୁସାରେ ଅଧିକ ସମୟ ବସିରହି କାମ କରୁଥିବା ପୁରୁଷଙ୍କ ମଧ୍ୟରେ କୋଲୋନ କ୍ୟାନସର ହେବାର ସମ୍ଭାବନା ୨୦ ପ୍ରତିଶତ ଅଧିକ ।

   ସମ୍ବନ୍ଧିତ ଖବର


ମୋବାଇଲ ନମ୍ବର ନଥିଲେ ଆଧାରକାର୍ଡରେ ହୋଇପାରିବନି କିଛି ବି ପରିବର୍ତ୍ତନ, ଏମିତି ସହଜରେ କରନ୍ତୁ ଅପଡେଟ୍

ସପିଂ ମଲ୍‌ର ଟ୍ରାଏଲ୍ ରୁମ୍‌ରେ ଏମିତି ବି ହୁଏ ! ପରିସ୍ରା ଗନ୍ଧ ବାହାରିବା ସହ ଏହି ସବୁ ଜିନିଷ ବାହାରେ…

କ୍ରିଷ୍ଟାଲ୍ ବଦଳାଇପାରେ ଆପଣଙ୍କ ଭାଗ୍ୟ, ଜାଣନ୍ତୁ ଏହାର ସଠିକ୍‌ ବ୍ୟବହାର

ଆଜିଠୁ ଶାରଦୀୟ ନବରାତ୍ରି ଆରମ୍ଭ, ଏହି ଶୁଭ ମୁହୂର୍ତ୍ତରେ କରନ୍ତୁ ଘଟ ସ୍ଥାପନା

ମାତ୍ର ୩୦୦ ଟଙ୍କାରେ କାରକୁ ରଖନ୍ତୁ ସୁରକ୍ଷିତ

ଏବେ କେହି ବି ନେଇ ପାରିବ ଟର୍ମ ପ୍ଲାନ୍, ଆସିଲା ‘ସରଳ ଜୀବନ ବୀମା’