ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଦିଲ୍ଲୀରେ ବିଜେପିର ମହା ମିଶ୍ରଣ ପର୍ବ, ପଦ୍ମ ଧରିଲେ ଭର୍ତ୍ତୃହରି, ସିଦ୍ଧାନ୍ତ ଓ ଦମୟନ୍ତୀ
  • ||
  • ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ଉପରମୁହାଁ, ୫ସହରରେ ୩୯ ଡିଗ୍ରୀ ଟପିଲା ତାତି, ୩୯.୮ ଡିଗ୍ରୀ ସହ ପାରଳାଖେମୁଣ୍ଡି ସବୁଠୁ ଉତ୍ତପ୍ତ
  • ||
  • ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କୁ ଝଟକା, ଏପ୍ରିଲ୍ ୧ ପର୍ଯ୍ୟନ୍ତ ବଢ଼ିଲା ରିମାଣ୍ଡ ଅବଧି
  • ||
  • କଂଗ୍ରେସ ପ୍ରାର୍ଥୀ ଘୋଷଣା କେବେ ? ଚିନ୍ତାରେ ଆଶାୟୀ ଓ କର୍ମୀ..
  • ||

ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍: ୬ମୃତ, ୨୦ରୁ ଉର୍ଦ୍ଧ ଆହତ

ପୁନେ ୧୨।୯: ମହାରାଷ୍ଟ୍ରରେ ସତାରା ନିକଟସ୍ଥ ବେଙ୍ଗାଲୁରୁ-ପୁନେ ଜାତୀୟ ରାଜପଥରେ ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୬ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୦ରୁ ଉର୍ଦ୍ଧ ଗୁରୁତର ଆହତ ହୋଇଛନ୍ତି। ଆହତ ବ୍ୟକ୍ତିଙ୍କୁ ସତାରା ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନାନୁସାରେ, ଏକ ପ୍ରାଇଭେଟ୍ ଟ୍ରାନ୍ସପୋର୍ଟ ବସ୍ ପାଖାପାଖି ୪୦ଜଣ ଯାତ୍ରୀଙ୍କୁ ନେଇ କୋହ୍ଲାପୁର ଯାଉଥିଲା। ସତାରା ପାଖରେ ଅଚାନକ ଟାୟର ଗାଡ଼ିର ପାଠିଗଲା। ଫଳରେ ଭାରସାମ୍ୟ ହରାଇ ରାସ୍ତାରେ ଠିଆ ହୋଇଥିବା ଟ୍ରକକୁ ପଛରୁ ଧକ୍କା ଦେଇଥିଲା। ଭୀଷଣ ମାତ୍ରାରେ ପରସ୍ପର ମଧ୍ୟରେ ଧକ୍କା ହୋଇଥିବାରୁ ଏଥିରେ ୬ଜଣଙ୍କର ମୃତ୍ୟୁ ଘଟିଛି ବୋଲି ସୂଚନା ମିଳିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.