ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍: ୬ମୃତ, ୨୦ରୁ ଉର୍ଦ୍ଧ ଆହତ

ପୁନେ ୧୨।୯: ମହାରାଷ୍ଟ୍ରରେ ସତାରା ନିକଟସ୍ଥ ବେଙ୍ଗାଲୁରୁ-ପୁନେ ଜାତୀୟ ରାଜପଥରେ ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୬ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୦ରୁ ଉର୍ଦ୍ଧ ଗୁରୁତର ଆହତ ହୋଇଛନ୍ତି। ଆହତ ବ୍ୟକ୍ତିଙ୍କୁ ସତାରା ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନାନୁସାରେ, ଏକ ପ୍ରାଇଭେଟ୍ ଟ୍ରାନ୍ସପୋର୍ଟ ବସ୍ ପାଖାପାଖି ୪୦ଜଣ ଯାତ୍ରୀଙ୍କୁ ନେଇ କୋହ୍ଲାପୁର ଯାଉଥିଲା। ସତାରା ପାଖରେ ଅଚାନକ ଟାୟର ଗାଡ଼ିର ପାଠିଗଲା। ଫଳରେ ଭାରସାମ୍ୟ ହରାଇ ରାସ୍ତାରେ ଠିଆ ହୋଇଥିବା ଟ୍ରକକୁ ପଛରୁ ଧକ୍କା ଦେଇଥିଲା। ଭୀଷଣ ମାତ୍ରାରେ ପରସ୍ପର ମଧ୍ୟରେ ଧକ୍କା ହୋଇଥିବାରୁ ଏଥିରେ ୬ଜଣଙ୍କର ମୃତ୍ୟୁ ଘଟିଛି ବୋଲି ସୂଚନା ମିଳିଛି।

   ସମ୍ବନ୍ଧିତ ଖବର


ED ସ୍କାନରରେ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ ପୁଅ

ଇମ୍ରାନ୍‌ଙ୍କୁ ଝଟକା : ପୂର୍ବଭଳି ଗ୍ରେ ଲିଷ୍ଟରେ ପାକିସ୍ତାନ, FATF କହିଲା…

୬ ବର୍ଷ ବୟସରେ ଇନ୍ସପେକ୍ଟର ! ସମ୍ଭାଳିଲେ ଏହି ଦାୟିତ୍ୱ

ଭାରତକୁ କ’ଣ ପାଇଁ ଆସିଥିଲା ଗିରଫ ହୋଇଥିବା ଚୀନ୍‌ ସୈନିକ? ତା ପାଖରୁ ସେନାକୁ ମିଳିଥିଲା ସ୍ଲିପିଙ୍ଗ୍‌ ବ୍ୟାଗ୍‌ ଓ ଷ୍ଟୋରେଜ ଡିଭାଇସ୍

୯ ମାସ ହେଲା ଗାଏବ କିମ୍‌ ଜୋଙ୍ଗ ଉନ୍‌ଙ୍କ ପତ୍ନୀ : ଏମିତି ଚାଲିଛି ଗୁଜବ !

ଆଗାମୀ ୨୦ ବର୍ଷ ଯାଏ ରହିବ କରୋନା, ଏଭଳି ଯୁକ୍ତି ରଖିଲା ସିରମ୍‌ ଇନଷ୍ଟିଚ୍ୟୁଟ୍‌