PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟ: କରୋନାରେ ଆଖିବୁଜିଲେ ୧୭ ଜଣ ସଂକ୍ରମିତ, ମୃତକଙ୍କ ସଂଖ୍ୟା ୨୧୨୧କୁ ଛୁଇଁଲା
  • ||
  • ଓଡ଼ିଶାରେ ୫ ଲକ୍ଷ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୫୨୧ ଜଣ ଆକ୍ରାନ୍ତ
  • ||
  • ଜାମ୍ମୁ କାଶ୍ମୀର : ସୁରକ୍ଷାବାହିନୀକୁ ବଡ଼ ସଫଳତା, ୩ ଆତଙ୍କୀ ନିପାତ, ଭୟରେ ଜଣେ ଆତଙ୍କବାଦୀ କଲା ଆତ୍ମସମର୍ପଣ
  • ||
  • ଭୁବନେଶ୍ଵର : ତାତିରୁ ମିଳିଛି ସାମାନ୍ୟ ଆଶ୍ଵସ୍ତି, ଖସିଛି ପାରଦ, ୯ ଯାଏଁ କାଳବୈଶାଖୀ ସମ୍ଭାବନା
  • ||
  • ତାଳଚେର : ଅନୁଗୁଳ ତଳଗଡ଼ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ମହିଳା ମୃତ
  • ||

ଓଲା, ଉବେରକୁ ଟକ୍କର ଦେବ ସ୍ମାର୍ଟ ଅଟୋ : ଆଜିଠାରୁ ଗଡିବ ରାଜଧାନୀରେ, ଅନଲାଇନ୍‌ରେ କରିପାରିବେ ବୁକ୍

ଭୁବନେଶ୍ବର ୧।୧: ରାଜଧାନୀରେ ଗଡିବ ସ୍ମାର୍ଟ ଅଟୋ । ଏଣିକି ଅଟୋ ଚାଳକ ୟୁନିଫର୍ମ ପିନ୍ଧିବା ସହ ବେକରେ ପରିଚୟ ପତ୍ର ପକାଇବା ବାଧ୍ୟତାମୂଳକ କରାଯାଇଛି । ତେବେ ୨ ତାରିଖରୁ ଅଟୋ ଚାଳକମାନଙ୍କ ପାଇଁ ଏଭଳି ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି ।

କେବଳ ଏତିକି ନୁହେଁ ଓଲା, ଉବେର ଭଳି ଅନଲାଇନରେ ବି ଅଟୋ ବୁକ୍ କରିପାରିବେ । ସେଥିପାଇଁ ନିଖିଳ ଓଡିଶା ଅଟୋ ମହାସଂଘ ପକ୍ଷରୁ ଓଡିଆ ଭାଷାରେ ଏକ ଆପ୍ ର ଶୁଭାରମ୍ଭ କରାଯାଇଛି । ରାଜଧାନୀର ୪ ହଜାରରୁ ଅଧିକ ଅଟୋ ଚାଳକଙ୍କୁ ବୀମା ଅନ୍ତର୍ଭୁକ୍ତ କରାଯାଇଛି । ପରବର୍ତ୍ତୀ ସମୟରେ ରାଜ୍ୟର ସବୁ ଅଟୋ ଚାଳକଙ୍କୁ ଏହି ଯୋଜନାରେ ସାମିଲ କରାଯିବା ନେଇ ସୂଚନା ଦେଇଛନ୍ତି ନିଖିଳ ଓଡିଶା ମହାସଂଘ ସାଧାରଣ ସମ୍ପାଦକ ।

ସମ୍ବନ୍ଧିତ ଖବର