PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରଙ୍ଗେଇଲୁଣ୍ଡା: ହଳଦିଆପଦର ନିକଟରେ ଟ୍ରାକ୍ଟର ସହ ଅଟୋ ଦୁର୍ଘଟଣା, ୩ ମହିଳା ମତ୍ସ୍ୟଜୀବୀ ଗୁରୁତର
  • ||
  • ସୋର: ହାଇଦର୍ ଏନ୍‌କାଉଣ୍ଟର ସ୍ଥଳରୁ ୨ଟି ଗୁଳି ଜବତ କଲା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୭ଜଣଙ୍କ ଜୀବନ ନେଲା କରୋନା, ସାଢ଼େ ୫ ହଜାର ଟପିଲା ମୃତ୍ୟୁସଂଖ୍ୟା
  • ||
  • ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଭୁବନେଶ୍ୱର : ରାଜଧାନୀରେ କାୟା ମେଲାଉଛି ଡେଙ୍ଗୁ, ୧୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦ ପାର୍
  • ||
  • ପାରଳାଖେମୁଣ୍ଡି : ଏସିଏଫ୍‌ ସୌମ୍ୟରଞ୍ଜନ ଡେଥ୍ ମିଷ୍ଟ୍ରି, ବଲାଙ୍ଗୀରରେ ପାରଳା ପୁଲିସର ୫ଜଣିଆ ଟିମ୍‌, ବିଦ୍ୟାଙ୍କ ପାର୍ଟି ସହ ସୌମ୍ୟ ମୃତ୍ୟୁର ଲିଙ୍କ୍‌ ଖୋଜିବ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଜଳେଶ୍ଵର : ମନ୍ଦାର ଫୁଲ ଗଛ କଟାକୁ ନେଇ ଶଳାକୁ ଭିଣୋଇର ସଙ୍ଘବଦ୍ଧ ଆକ୍ରମଣ, ସଜ୍ଞାହୀନ ଅବସ୍ଥାରେ ନଦୀ କୂଳରୁ ଉଦ୍ଧାର
  • ||
  • ଭୁବନେଶ୍ୱର : ୨୮ରେ ପୁଣି ଏକ ଲଘୁଚାପ, ୨୭ରୁ ବଢ଼ିବ ବର୍ଷା
  • ||

ବୌଦ୍ଧ: ସାପ କାମୁଡାରେ ଯୁବକଙ୍କ ମୃତ୍ୟୁ

https://www.india.com/

ବୌଦ୍ଧ ୬/୮: ବୈାଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକର କୁଶଙ୍ଗ ପାୟତ କୁମାରୀ ଗ୍ରାମରେ ସାପ କାମୁଡାରେ ପ୍ରଶାନ୍ତ ମହାରଣା(୩୫)ନାମକ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ, କୁମାରୀ ଗ୍ରାମର ଚତ୍ରୁଭୂଜ ମହାରଣାଙ୍କ ପୁଅ ପ୍ରଶାନ୍ତ ଗତକାଲି ରାତି ପ୍ରାୟ ୧୦ ଟା ସମୟରେ ଗାଁ ରାସ୍ତାରେ ଚାଲି ଚାଲି ଘରକୁ ଯାଉଥିବା ସମୟରେ ଏକ ପାହାଡିଆ ଚିତି କାମୁଡି ଦେଇଥିଲା । ରାତିରେ ଗୁଣିଆ ଆଣି ଝଡାଫୁଙ୍କା କରିଥିଲା । ହେଲେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ରାତ୍ରି ପ୍ରାୟ ୨ ଟା ସମୟରେ ପୁରୁଣା କଟକ ଡାକ୍ତରଖାନାକୁ ନିଆଯାଇଥିଲା । ସେଠାରେ ଅବସ୍ଥା ସଂଙ୍କଟାପନ ହେବାରୁ ତାଙ୍କୁ ବୈାଦ୍ଧ ମୁଖ୍ୟ ଚିକତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା । ବୈାଦ୍ଧରେ ଚିକିତ୍ସିତ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ଘଟିଛି । ଶବ ବ୍ୟବଚ୍ଛେଦ ପରେ ମୃତଦେହକୁ ତାଙ୍କ ପରିବାର ଲୋକଙ୍କୁ ହସ୍ତନ୍ତର କରାଯାଇଛି । ତେବେ ଉକ୍ତ ପରିବାରକୁ କ୍ଷତି ପୁରଣ ଦେବା ପାଇଁ ସ୍ଥାନୀୟ ଅଞ୍ଚଳରେ ଦାବି ହେଉଛି ।