PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

ଅଜଗର ଓ ଡ଼ାଳୁଆ ଗୋଖର( ଲାଉଡଙ୍କିଆ) ଉଦ୍ଧାର

ନୀଳଗିରି (ଆ.ପ୍ର): ଦୁଇ ପୃଥକ ସ୍ଥାନରେ ଅଜଗର ଓ ଡାଳୁ ଆ ଗୋଖର ଉଦ୍ଧାର ହୋଇଥିବା ଜଣାପଡିଛି।ଔପଦା ବ୍ଲକ ଅଧିନ ବାଉଁଶବଣିଆ ପଞ୍ଚାୟତ ଢୋଲପୁର ଗ୍ରାମର ବାବାଜୀ ରାଉତ ଙ୍କ ବାଡିରେ ଥିବା ଜାଲରେ ୫ ଫୁଟ ଲମ୍ବର ଅଜଗର ସାପଟି ଗୋଡ଼ାଇ ଛଟପଟ ଡାକୁଥିଲା।ସାପ ଧରାଳି ଜଗବନ୍ଧୁ ବେହେରା ଯାଇ ଅତି ସତର୍କତାର ସହ ଜାଲଟି କାଟି ଅଜଗର ଟିକୁ ଉଦ୍ଧାର କରିବା ସହ ବନବିଭାଗ ସହାୟତାରେ କୂଳଡିହା ଅଭୟାରଣ୍ୟ ରେ ଛାଡ଼ିଦେଇଛନ୍ତି।ସେହିପରି ନୀଳଗିରି ରଥଦାଣ୍ଡ କେସିହାଇସ୍କୁଲ ନିକଟରେ ଏକ ଦୋକାନରେ ଡାଳୁଆ ଗୋଖର ସାପ ପଶି ଯାଇଥିବା ବେଳେ ତାକୁ ମଧ୍ୟ ଉଦ୍ଧାର କରି ସେ ସ୍ଵର୍ଣଚୁଡ଼ ସଂରକ୍ଷିତ ଜଙ୍ଗଲରେ ଛାଡିଦେଇଛନ୍ତି।