PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ବହୁ ଚର୍ଚ୍ଚିତ ବୁଲିବାଇ ଆପ୍ ମାମଲା, ଭୁବନେଶ୍ଵରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
  • ||
  • ମାଲକାନଗିରି : ଦାନ୍ତେୱାଡାରେ ଏନକାଉଣ୍ଟର, ହାର୍ଡକୋର୍ ମାଓନେତା ମୁଇଆ ମାଡକାମ ନିହତ
  • ||
  • ବାଲିପାଟଣା : କଟନି ଛଟନୀକୁ ବିରୋଧ କରି ଚାଷୀଙ୍କ ରାସ୍ତାରୋକ
  • ||
  • ରାୟଗଡ଼ା : ବିଷାକ୍ତ ମଦ୍ୟପାନ କରି ଦୁଇ ଭାଇଙ୍କ ମୃତ୍ୟୁ ଅଭିଯୋଗ
  • ||
  • କାମାକ୍ଷାନଗର : ସାହି ଭିତରେ ପଶି ଆକ୍ରମଣ କଲା ଜଙ୍ଗଲୀ ବାରହା, ୬ ଆହତ ଜଣେ ଗୁରୁତର
  • ||
  • ଭୁବନେଶ୍ଵର: ଆଇସିୟୁରେ ରୋଗୀ ନାହାଁନ୍ତି, ଅକ୍ସିଜେନ୍‌ର ଆବଶ୍ୟକତା ନାହିଁ, ସ୍ଥିତି ନିୟନ୍ତ୍ରଣାଧୀନ : ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • କଟକ : ଲିଙ୍ଗ ନିରୂପଣ ମାମଲାରେ ଦୁଇ ଦଲାଲ୍‌ ଗିରଫ, ଦେଢ଼ ହଜାର କମିସନ୍‌ ରଖି ମହିଳାଙ୍କୁ ପଠାଉଥିଲେ
  • ||
  • ଚୌଦ୍ଵାର : ସୁନା ବ୍ୟବସାୟୀଙ୍କ ଉପରକୁ ଗୁଳିମାଡ଼, ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟିନେଲେ ୩ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୦,୩୬୮ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ୱର : ବଦଳିଲା ପାଗ, ଆସନ୍ତାକାଲିଠୁ ପୁଣି ବର୍ଷିବ
  • ||

ସୋଆ କର୍ମଚାରୀଙ୍କ ଅକାଳ ବିୟୋଗ

ଭୁବନେଶ୍ୱର, : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ରେ ଦୀର୍ଘ ଦିନ ଧରି କାର୍ଯ୍ୟରତ ଥିବା ଶ୍ରୀ କିଶୋର ପାତ୍ରଙ୍କ ର ହୃଦ୍‌ଘାତ ଯୋଗୁଁ ଅକାଳ ବିୟୋଗ ଘଟିଛି । ଦୀର୍ଘ ୧୭ ବର୍ଷ ଧରି ସୋଆରେ ଷ୍ଟୋର ଇନ୍‌ଚାର୍ଜ ଭାବେ କାର୍ଯ୍ୟ କରିଆସୁଥିବା ସ୍ୱର୍ଗତଃ ପାତ୍ର ଗତ ୨୭ ତାରିଖ ବିଳମ୍ବିତ ରାତିରେ ଛାତିରେ କଷ୍ଟ ଅନୁଭବ କରିବା ପରେ ହୃଦ୍‌ଘାତ ହେବା କାରଣରୁ ମୃତ୍ୟୁବରଣ କରିଛନ୍ତି ।


ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୫୩ ବର୍ଷ ହୋଇଥିଲା । ଅଡ଼ସପୁର ଅଂଚଳର ବାସିନ୍ଦା ଶ୍ରୀ ପାତ୍ରଙ୍କ ପତ୍ନୀ, ଗୋଟିଏ ପୁଅ ଓ ଗୋଟିଏ ଝିଅ ଅଛନ୍ତି ।
ଅତ୍ୟନ୍ତ ମିଷ୍ଟଭାଷୀ ଏବଂ କର୍ତବ୍ୟନିଷ୍ଠ ସ୍ୱର୍ଗତଃ ପରିଡ଼ାଙ୍କ ମୃତ୍ୟୁରେ ସୋଆରେ ଶୋକର ଛାୟା ଖେଳିଯାଇଛି । ସୋମବାର ସୋଆ ପରିବାର ପକ୍ଷରୁ ବିଶ୍ୱବିଦ୍ୟାଳୟ କାର୍ଯ୍ୟାଳୟରେ ଏକ ସଭାରେ ତାଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯାଇଛି ।