PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ ପୋଲିସ ପକ୍ଷରୁ ଖଜୁରୀପଡା ଛକ ନିକଟରୁ ପିକପ ଭ୍ୟାନ ସହ ଚାରି କୁଣ୍ଟାଲ ଗଞ୍ଜେଇ ଜବତ ୨ ଗିରଫ
  • ||
  • ଭୁବନେଶ୍ଵର : ଛୋଟ ଛୁଆଙ୍କୁ କୋଭିଡ୍ ସଂକ୍ରମଣ ଆଶଙ୍କା କମ୍, ଛୋଟ ପିଲାଙ୍କ ମଧ୍ୟରେ ରହିଛି ୫୦ରୁ ୬୦ % ଆଣ୍ଟିବଡି – ନିରୋଜ ମିଶ୍ର
  • ||
  • ସୁନ୍ଦରଗଡ଼: ୧୫ ଗ୍ରାମର ବ୍ରାଉନସୁଗାର ଜବତ, ୫ ଗିରଫ
  • ||
  • ବାଲେଶ୍ୱର: ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଆରମ୍ଭ ହେଲା ହାଇଦରର ପୋଷ୍ଟମର୍ଟମ, ମାଜିଷ୍ଟେ୍ରଟ୍‌ଙ୍କ ଉପସ୍ଥିତିରେ ​ପୋଷ୍ଟମର୍ଟମ କରିବେ​‌ ୩ ଜଣିଆ ଡାକ୍ତରୀ ଟିମ୍
  • ||
  • ରଙ୍ଗେଇଲୁଣ୍ଡା: ହଳଦିଆପଦର ନିକଟରେ ଟ୍ରାକ୍ଟର ସହ ଅଟୋ ଦୁର୍ଘଟଣା, ୩ ମହିଳା ମତ୍ସ୍ୟଜୀବୀ ଗୁରୁତର
  • ||
  • ସୋର: ହାଇଦର୍ ଏନ୍‌କାଉଣ୍ଟର ସ୍ଥଳରୁ ୨ଟି ଗୁଳି ଜବତ କଲା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୭ଜଣଙ୍କ ଜୀବନ ନେଲା କରୋନା, ସାଢ଼େ ୫ ହଜାର ଟପିଲା ମୃତ୍ୟୁସଂଖ୍ୟା
  • ||
  • ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଭୁବନେଶ୍ୱର : ରାଜଧାନୀରେ କାୟା ମେଲାଉଛି ଡେଙ୍ଗୁ, ୧୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦ ପାର୍
  • ||
  • ପାରଳାଖେମୁଣ୍ଡି : ଏସିଏଫ୍‌ ସୌମ୍ୟରଞ୍ଜନ ଡେଥ୍ ମିଷ୍ଟ୍ରି, ବଲାଙ୍ଗୀରରେ ପାରଳା ପୁଲିସର ୫ଜଣିଆ ଟିମ୍‌, ବିଦ୍ୟାଙ୍କ ପାର୍ଟି ସହ ସୌମ୍ୟ ମୃତ୍ୟୁର ଲିଙ୍କ୍‌ ଖୋଜିବ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଜଳେଶ୍ଵର : ମନ୍ଦାର ଫୁଲ ଗଛ କଟାକୁ ନେଇ ଶଳାକୁ ଭିଣୋଇର ସଙ୍ଘବଦ୍ଧ ଆକ୍ରମଣ, ସଜ୍ଞାହୀନ ଅବସ୍ଥାରେ ନଦୀ କୂଳରୁ ଉଦ୍ଧାର
  • ||
  • ଭୁବନେଶ୍ୱର : ୨୮ରେ ପୁଣି ଏକ ଲଘୁଚାପ, ୨୭ରୁ ବଢ଼ିବ ବର୍ଷା
  • ||

ସମାଜସେବୀ ସତ୍ୟ ନାରାୟଣ ଷଡ଼ଙ୍ଗୀଙ୍କ ଦେହାନ୍ତ

ଭୁବନେଶ୍ୱର,୧୮/୦୮: ବିଶିଷ୍ଟ ସମାଜସେବୀ ତଥା ଅବସରପ୍ରାପ୍ତ ଇଞ୍ଜିନିୟର ସତ୍ୟ ନାରାୟଣ ଷଡ଼ଙ୍ଗୀଙ୍କ ସୋମବାର ପୂର୍ବାହ୍ନରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ହୋଇଥିଲା ।

ସରକାରୀ ସେବାରୁ ଅବସର ନେବା ପରେ ସେ ବିଭିନ୍ନ ସମାଜସେବାମୂଳକ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ । ବିଶେଷକରି କ୍ରିଷ୍ଣ ଆନନ୍ଦ ବୃଦ୍ଧାଶ୍ରମର ମୁଖ୍ୟ ଉପଦେଷ୍ଟା ରହିବା ସହିତ ଅନ୍ତେବାସୀଙ୍କ ସହ ଜଡ଼ିତ ହୋଇ ବିଭିନ୍ନ ଜନକଲ୍ୟାଣମୂଳକ କାର୍ଯ୍ୟ କରି ଆସୁଥିଲେ । ସେ ବହୁ ଆଗରୁ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଥିଲେ । ଦରଦୀ ମଣିଷଙ୍କ ପାଇଁ ସେ ଥିଲେ ସୁଖଦୁଃଖର ବନ୍ଧୁ । ତାଙ୍କ ବିୟୋଗରେ ବୃଦ୍ଧାଶ୍ରମର ସମସ୍ତ ଅନ୍ତେବାସୀଙ୍କ ମହଲରେ ଶୋକର ଛାୟା ଖେଳି ଯାଇଛି । ମୃତ୍ୟୁ ଶଯ୍ୟା ନିକଟରେ ଦୁଇ ପୁଅ, ଦୁଇ ଝିଅ ଓ ସମ୍ପର୍କୀୟ ଉପସ୍ଥିତ ଥିଲେ । ବଡ଼ପୁଅ ବାପୁ ମୁଖାଗ୍ନି ଦେଇଥିଲେ ।