PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||
  • କରଞ୍ଜିଆ : ୧୪ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ମୁହଁରେ କପଡା ଦେଇ ରାତିରେ ଘରୁ ଉଠାଇ ନେଇଥିଲେ ୨ ଦୁର୍ବୃତ୍ତ
  • ||

ପି. ଚିତାମ୍ବରମଙ୍କ ଗିରଫକୁ ନେଇ ସୋସିଆଲ ମିଡିଆରେ ଅଦ୍ଭୁତ କାର୍ଟୁନ ସହିତ ଚାଳିଛି ଥଟ୍ଟାମଜ୍ଜା, ଏହି ଫଟୋରେ ରହିଛି ପୂରା କାହାଣୀ

ଗତକାଲି ରାତିରେ ଯେପରି ନାଟକୀୟ ଢ଼ଙ୍ଗରେ ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ପି.ଚିତାମ୍ବରମଙ୍କୁ ସିବିଆଇ ଗିରଫ କରିଛି। ତାହାକୁ ନେଇ ପୁରା ଗଣମାଧ୍ୟମରେ ଚାଲିଛି ଚର୍ଚ୍ଚା। ହେଲେ ସୋସିଆଲ ମିଡିଆରେ ଏ ନେଇ ବଡ ରୋଚକ ତଥା ଅଦ୍ଭୁତ କମେଟ ସହ ଫଟୋ ପ୍ରକାଶିତ ହୋଇଥିବାର ଦେଖିବାକୁ ମିଳିଛି। ଆଶ୍ଚର୍ଯ୍ୟର କଥା ଗତକାଲି ଚିତାମ୍ବରମ ଗିରଫ ହେବା ମାତ୍ରେ ସୋସିଆଲ ମିଡିଆରେ ବିଭିନ୍ନ କାର୍ଟୁନ ପ୍ରକାଶିତ ହୋଇଛି। ଅନେକ ବିଭିନ୍ନ ପରିସ୍ଥିତିର ଭିନ୍ନ ଭିନ୍ନ ଫଟୋକୁ ଚିତାମ୍ବରମଙ୍କ ଗିରଫ ସହିତ ଯୋଡି ଏକ ଥଟ୍ଟା ପରିହାସ କରିଛନ୍ତି ଏହି ସୋସିଆଲ ମିଡିଆ ବ୍ୟବହାରକାରୀ। ସେ ଭିତରୁ କିଛି ଅଦ୍ଭୁତ ଫଟୋ ଏପରି ରହିଛି ଯାହାକୁ ଦେଖିଲେ ଆପଣ ବି ହସି ହସି ଗଡ଼ିଯିବେ।

ଚିତାମ୍ବରମଙ୍କୁ ଘରୁ ସିବିଆଇ ଟେକି ନେବା ପରେ ପରେ କେତେକ ସୋସିଆଲ ମିଡିଆ ବ୍ୟବହାରକାରୀ ଏହି ଫଟୋରେ ଜେଲ ଇଫେକ୍ଟ ଦେଇ ଛାଡିଛନ୍ତି।

ଚିତାମ୍ବରମକୁ ସିବିଆଇ ନେବା ପରେ ପରେ ବିଜେପିର ବରିଷ୍ଠ ନେତା ସୁବ୍ରମଣମ୍ୟ ସ୍ବାମୀଙ୍କ ଅଲଗା ସମୟର ଫଟୋକୁ ସୋସିଆଲ ମିଡିଆରେ ସାମିଲ କରି ସେ କେତେ ଖୁସି ଅଛନ୍ତି ବୋଲି ପ୍ରତିପାଦନ କରାଯାଇଛି।

ଏହି ଫଟୋଟି ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହୋଇଛି। କାରଣ ୨୦୧୦ ମସିହାରେ ଅମିତ ସାହା ଯେତେବେଳେ ଗୁଜୁରାଟର ମନ୍ତ୍ରୀ ଥିଲେ ସେତେବେଳେ ତାଙ୍କୁ ଗିରଫ କରାଯାଇଥିଲା। ସେ ସମୟରେ କେନ୍ଦ୍ରରେ ଗୃହମନ୍ତ୍ରୀ ଥିଲେ ପି ଚିତାମ୍ବରମ।

ଏହି ଫଟୋଟି ମଧ୍ୟ ୨୦୧୦ ମସିହାରେ ଚିତାମ୍ବରମ କିପରି ଗୃହମନ୍ତ୍ରୀ ଥିବା ବେଳେ ଅମିତ ସାହା ଗିରଫ ହୋଇଥିବା ବେଳେ ୨୦୧୯ କିପରି ଅମିତ ସାହା ଗୃହମନ୍ତ୍ରୀ ବେଳେ ଚିତାମ୍ବରମ ଗିରଫ ହୋଇଛନ୍ତି ତାହା ସୂଚାଇ ଦେଉଛି।

ଏହି କାର୍ଟୁନଟି ମଧ୍ୟ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି। ଏହା ସୂଚାଇ ଦେଉଛି ଯେ, ଚିତାମ୍ବରମ ଗିରଫ ହେବା ପରେ ଦେଶର ପ୍ରମୁଖ ସାମ୍ବାଦିକମାନେ କିପରି ଖୁସିରେ ନାଚିଯାଉଛନ୍ତି।

ଏହାକୁ ମଧ୍ୟ ଏକ ଚଳଚିତ୍ରର ଫଟୋକୁ ଏଡିଟ କରି ସୋସିଆଲ ମିଡିଆରେ ପ୍ରସାରିତ କରାଯାଇଛି।

ଏହି କାର୍ଟୁନଟି ୨୦୧୦ରେ କିପରି ଚିତାମ୍ବରମ ଗୃହମନ୍ତ୍ରୀ ଥିବା ବେଳେ ଅମିତ ସାହା ଜେଲ ଯାଇଥିଲେ, ଏବେ କିପରି ଅମିତ ସାହା ଗୃହମନ୍ତ୍ରୀ ଥିବା ବେଳେ ଚିତାମ୍ବରମ୍ ଗିରଫ ହୋଇଛନ୍ତି। ତାହା ଦର୍ଶାଯାଇଛି।

ସମ୍ବନ୍ଧିତ ଖବର