PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରିଆଣାରେ ୨୪ମଇ ଯାଏ ବଢ଼ିଲା ଲକ୍‌ ଡାଉନ୍‌ , ମୁଖ୍ୟମନ୍ତ୍ରୀ ଖଟ୍ଟର କହିଲେ –ଜନତାଙ୍କ ଦାବି ନେଇ ନିଷ୍ପତ୍ତି
  • ||
  • ନୂଆଦିଲ୍ଲୀ : ପୂର୍ବତନ ଭାରତୀୟ କ୍ରିକେଟ ଅଲରାଉଣ୍ଡର ରାଜେନ୍ଦ୍ର ସିଂ ଜାଡେଜାଙ୍କ କରୋନାରେ ପରଲୋକ
  • ||
  • ଭୁବନେଶ୍ଵର : ରାଜ୍ୟରେ ଫିଲ୍ମ କିମ୍ଵା ସିରିୟଲ ସୁଟିଂ ଉପରେ ପ୍ରତିବନ୍ଧକ, ସମସ୍ତ ଇନଡୋର ଓ ଆଉଟଡୋର ସୁଟିଂ ବନ୍ଦ
  • ||
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ: ଆଣ୍ଡାମାନ ସାଗରରେ ସୃଷ୍ଟି ହେବ, ଅବପାତ ରୂପ ନେବା ପାଇଁ ପାଣିପାଗ ଅନୁକୂଳ…
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାର ୭୩୨ ଜଣ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୧୨ ହଜାର ଟପିଲା
  • ||
  • ଭୁବନେଶ୍ୱର : ଓଡ଼ିଶାରେ ୧୯ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୩୧୩କୁ ବୃଦ୍ଧି
  • ||
  • ସଇଁତଳା : ଜମିବାଡ଼ି କଳହକୁ ନେଇ ଗୋଷ୍ଠୀ ସଙ୍ଘର୍ଷ, ଜଣେ ମୃତ, ୨ ଅଟକ
  • ||
  • ପାଟଣାଗଡ଼ : କରୋନା ଯୁଦ୍ଧରେ ହାରିଗଲେ ବରିଷ୍ଠ ସାମ୍ବାଦିକ କୈଳାଶ ସାହୁ
  • ||
  • ଆଠଗଡ : ଚୋରା ଚାଲାଣ ବେଳେ ଓଲଟିଲା କାଠ ବୋଝେଇ ପିକଅପ୍ ଭ୍ୟାନ, ଡ୍ରାଇଭର ମୃତ ଜଣେ ଗୁରୁତର
  • ||
  • ଭୁବନେଶ୍ୱର : ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, କରୋନା ଆକ୍ରାନ୍ତ ହେବା ପରେ ଚାଲିଛି ଚିକିତ୍ସା
  • ||
  • ଭୁବନେଶ୍ୱର : ସୋମବାରଠୁ ଅନ୍‌ଲାନ୍‌ରେ ମିଳିବ ମଦ, ସକାଳ ୭ଟାରୁ ସଂଧ୍ୟା ୫ଟା ଯାଏଁ ଦେଇ ପାରିବେ ଅର୍ଡର, ହଜାର ଟଙ୍କାରେ ମଦ କିଣିଲେ ୧୦୦ ଟଙ୍କା ଡେଲିଭାରୀ ଚାର୍ଜ
  • ||
  • ଭୁବନେଶ୍ୱର : ପାରା ଧରିବାକୁ ଯାଇ ଟ୍ରେନ୍‌ ଲାଇନ୍ରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲା ନାବାଳକ, ଗୁରୁତର ଆହତ ଅବସ୍ଥାରେ ଉଦ୍ଧାର
  • ||
  • ଭୁବନେଶ୍ୱର : ମାସ ଶେଷକୁ ଓଡ଼ିଶାରେ ସଂକ୍ରମଣ ପିକ୍‌ରେ ପହଞ୍ଚିବ, ଜୁନ୍‌ ପ୍ରଥମ ସପ୍ତାହରୁ କମିପାରେ
  • ||
  • କଟକ : ବୃଦ୍ଧ ଦମ୍ପତ୍ତିଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ !
  • ||

ଚମକିଲେ ବାଲେଶ୍ୱର ପୁଅ, ନିଶରେ ପିକ୍‌ଅପ ଟାଣି ପୁଣି ଥରେ ଚର୍ଚ୍ଚାର ଶିବ

ବାଲେଶ୍ୱର ୩୦/୧୨: କିଛି ବର୍ଷର ବ୍ୟବଧାନ ପରେ ପୁଣି ଥରେ ବାଲେଶ୍ୱର ପୁଅ ଶିବ ପ୍ରସାଦ ମଲ୍ଲିକ୍‌ ସମସ୍ତଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି । ନିଶରେ ପିକ୍‌ଅପ ଟାଣି ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି । ରବିବାର ଖଡ୍‌ଗପୁର ନିକଟସ୍ଥ ସୁଲତାନ୍‌ପୁରରେ ପାଳିତ ହେଉଥିବା ନେତାଜୀ ଜୟନ୍ତୀରେ ସେ ଏହି ପ୍ରଦର୍ଶନ କରିଛନ୍ତି । ଏଥିପାଇଁ ତାଙ୍କୁ ବିଭିନ୍ନ ସଙ୍ଗଠନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି ।

ବାହାନଗା ବ୍ଲକ ଗୋପାଳପୁର ନିକଟସ୍ଥ ଭିଲ୍ଲା ଗ୍ରାମରେ ଶିବପ୍ରସାଦଙ୍କ ଜନ୍ମ । ଯୁବକବସ୍ଥାରୁ ନିଶରେ ସାଇକେଲ, ଅଟୋ, ମାରୁତି କାର୍‌, ବସ୍‌ ଟାଣି ପୂର୍ବରୁ ଚର୍ଚ୍ଚାକୁ ଆସିଥିଲେ । ସେତେବେଳେ ସେ ଜାତୀୟସ୍ତରର ଗଣମାଧ୍ୟମର ନଜରକୁ ଆସିଥିଲେ । ରାତାରାତି ରାଜ୍ୟର ସେ ଜଣେ ସେଲିବ୍ରେଟି ପାଲଟି ଯାଇଥିଲେ । ତାଙ୍କର ଏହି ସଫଳତା କେବଳ ଭାରତରେ ସୀମିତ ନ ଥିଲା । ଦେଶ ବିଦେଶରେ ମଧ୍ୟ ସେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲେ । ସେଥିପାଇଁ ତ ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ରିକି ପଣ୍ଟିଂଙ୍କ ଭାଇ ପି.କେ ପଣ୍ଟି ଓ ତାଙ୍କ ପତ୍ନୀ ଏସ୍‌. ପଣ୍ଟିଂ ଶିବପ୍ରସାଦଙ୍କ ଘରୁକୁ ଆସି ଭେଟିଥିଲେ ।