PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

କୋଭିଡ୍ ନିୟମ ଉଲ୍ଲଙ୍ଘନ କରି ପଶ୍ଚିମବଙ୍ଗରୁ କର୍ଣ୍ଣାଟକ ଯାଉଥିବା ପ୍ରବାସୀ ଶ୍ରମିକ ବସ୍, ଅଟକାଇଲେ ସ୍ଥାନୀୟ ଲୋକେ

ସୋର, ୦୪/୦୬ : ପଶ୍ଚିମବଙ୍ଗ ମୁର୍ସିଦାବାଦରୁ ଏକ ବସ କର୍ଣ୍ଣାଟକ ଯାଉଥିବା ବେଳେ ୧୬ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ପ୍ରବାସୀ ଶ୍ରମିକ ବସ୍ ଅଟକ। କୋଭିଡ୍ ନିୟମ ଉଲ୍ଲଙ୍ଘନ କରି ଏହି ବସଟି ଯାତ୍ରା କରୁଥିବାରୁ ସ୍ଥାନୀୟ ଲୋକେ ବସକୁ ଅଟକ ରଖି ଶ୍ରମିକଙ୍କୁ ପୋଲିସ ଜିମା ଦେଇଛନ୍ତି।

ସୂଚନାନୁଯାୟୀ, ପଶ୍ଚିମବଙ୍ଗ ମୁର୍ସିଦାବାଦରୁ ଏକ ବସ କର୍ଣ୍ଣାଟକ ଯାଉଥିଲା। ଏହି ବସରେ ୬୩ଟି ସିଟରେ ଯିବା ପାଇଁ ଅନୁମତି ଥିବା ବେଳେ୮୩ ଜଣ ପ୍ରବାସୀ ଶ୍ରମିକ ଯାତ୍ରା କରୁଥିଲେ। ଏପରିକି ବସ୍ ଭିତରେ ଶ୍ରମିକମାନେ ବିନା ମାସ୍କରେ କୋଭିଡ୍ ନିୟମ ଉଲ୍ଲଙ୍ଘନ କରି ଯାତ୍ରା କରୁଥିଲେ। ଏହି ସମୟରେ ୧୬ ନମ୍ବର ଜାତୀୟ ରାଜପଥ ଛଅ ପୋଲିଆ ନିକଟରେ କିଛି ଲୋକ ବସଟିକୁ ଅଟକାଇ ଶ୍ରମିକଙ୍କୁ ପୋଲିସ ଜିମା ଦେଇଛନ୍ତି। ପୋଲିସ ଜିଲ୍ଲା ଶ୍ରମ ବିଭାଗକୁ ଖବର ଦେଇଛି।