କୋଭିଡ୍‌ ମୁକାବିଲା ନେଇ ୪ ଜିଲ୍ଲାରେ ସ୍ୱତନ୍ତ୍ର ରଣନୀତି – ଗୃହ ସଙ୍ଗରୋଧକୁ ଉତ୍ସାହିତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର –  କରୋନା ଭାଇରସ୍‌ର ବ୍ୟାପକତା ଦିନକୁ ଦିନ ବଢ଼ିବାରେ ଲାଗିଛି । ଏଣୁ ଓଡ଼ିଶାରେ କିଭଳି ଏହାର ପ୍ରଭାବକୁ ରୋକାଯାଇ ପାରିବ , ସେନେଇ ରାଜ୍ୟ ସରକାର ତତ୍ପର ହୋଇ ଉଠିଛନ୍ତି । ଏହି କୋଭିଡ୍‌ ମୁକାବିଲା ନେଇ ୪ଟି ଜିଲ୍ଲାରେ ସ୍ୱତନ୍ତ୍ର ରଣନୀତି ପାଇଁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଏହି ୪ଟି ଜିଲ୍ଲା ହେଲେ –  ଖୋର୍ଦ୍ଧା , କଟକ , ସୁନ୍ଦରଗଡ଼ ଓ  ରାୟଗଡ଼ା ।  ଏହାସହ ଆସନ୍ତା ସପ୍ତାହରେ  କୋରାପୁଟରେ ହେବ ପ୍ଲାଜମା ବ୍ୟାଙ୍କ୍‌ ।  ରାଜ୍ୟର ସ୍ଥିତି ଓ ରଣନୀତି ନେଇ ଭିସି ମାଧ୍ୟମରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଛନ୍ତି ।

ଆଉମଧ୍ୟ ଗୃହ ସଙ୍ଗରୋଧକୁ ଉତ୍ସାହିତ ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

   ସମ୍ବନ୍ଧିତ ଖବର


ପଞ୍ଜାବର ସମସ୍ତ ସହରରେ ପୁଣିଥରେ ଲାଗୁହେଲା ନାଇଟକର୍ଫ୍ୟୁ, ମାସ୍କ ନପିନ୍ଧିଲେ ଲାଗିବ ୧ହଜାର ଟଙ୍କାର ଜରିମାନା…

ଯନ୍ତ୍ରଣାରେ ଛଟପଟ ସାଧାରଣ ଜନତା, ଧକଉଛି ଏନ୍‌ଏଚ୍‌ ପ୍ରକଳ୍ପ

ଏଣିକି ମେଧାବୀଙ୍କୁ ଲାପଟପ୍‌ ବଦଳରେ ମିଳିବ ଟଙ୍କା, ୧୫ ହଜାର ଛାତ୍ରଛାତ୍ରୀ ପାଇବେ ଏତିକି ଟଙ୍କା

ମାଛ ଚାଷରେ ମହିଳା ଏସ୍‌ଏଚ୍‌ଜିଙ୍କ ସଫଳତା: ଲକ୍‌ଡାଉନ୍‌ରେ ୨୧ ହଜାର କ୍ବିଣ୍ଟାଲ ଉତ୍ପାଦନ

ସଫଳତାର ଶୀର୍ଷରେ ସ୍ବାତୀ

ଆଳୁ ଅସମ୍ଭାଳ: କେଜି ୫୨ ଛୁଇଁଲା, ପଶ୍ଚିମବଙ୍ଗରେ ବି ଅଣାୟତ୍ତ