କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀଙ୍କୁ କରୋନା

ଭୁବନେଶ୍ବର  :  କ୍ରୀଡ଼ା  ଓ ଯୁବ ବ୍ୟାପାର ମନ୍ତ୍ରୀଙ୍କୁ କରୋନା । ମନ୍ତ୍ରୀ ତୁରଷାରକାନ୍ତି ବେହେରା କରୋନା ସଂକ୍ରମିତ। ଡାକ୍ତରଙ୍କ ପରାମର୍ଶରେ ଏବେ ସେ ହୋମ୍ ଆଇସୋଲେସନରେ ଅଛନ୍ତି। ଗତ ୭ ମଧ୍ୟରେ ଯେଉଁମାନେ ତାଙ୍କ ସଂପର୍କରେ ଆସିଛନ୍ତି, ସେମାନେ କରୋନା ଟେଷ୍ଟ କରିବାକୁ ମନ୍ତ୍ରୀ ଟ୍ୱିଟ୍‌ରେ ପରାମର୍ଶ ଦେଇଛନ୍ତି।

ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ଏହି ସମୟରେ ମନ୍ତ୍ରୀ ତୁଷାରକାନ୍ତି କରୋନା ସଂକ୍ରମିତ ହୋଇଛନ୍ତି। କେବଳ ତୁଷାରକାନ୍ତି ନୁହଁନ୍ତି, ରାଜ୍ୟର ବହୁ ନେତା, ମନ୍ତ୍ରୀ ଏବଂ ବିଧାୟକ କରୋନା ସଂକ୍ରମିତ ହୋଇ ସୁସ୍ଥ ହୋଇ ଫେରିସାରିଲେଣି।

   ସମ୍ବନ୍ଧିତ ଖବର


ଛାତ୍ରବୃତ୍ତି ପୋର୍ଟାଲ ଓ ସୁମଙ୍ଗଳ ପୋର୍ଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଉତ୍କଳୀୟ କଳା ଶୈଳୀ ଅନୁସାରେ ହେବ ଶ୍ରୀମନ୍ଦିର ଦ୍ୱାର ନିର୍ମାଣ କାର୍ଯ୍ୟ- ରୂପା ଛାଉଣୀ କାର୍ଯ୍ୟ ଆଗାମୀ ୧୦ ଦିନ ଭିତରେ ଆରମ୍ଭ ହେବ

ନଭେମ୍ବର ଏକ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ

ଓଟିଭିର ଆଉ ଏକ ଜମି କେଳେଙ୍କାରୀ, ରାଜଧାନୀରେ ମାଡ଼ି ବସିଛି ୧୨ ହଜାର ବର୍ଗଫୁଟରୁ ଅଧିକ ଜାଗା

ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳବଦଳ, କାହାକୁ କେଉଁ ଦାୟିତ୍ବ ମିଳିଲା ଜାଣନ୍ତୁ

ପୁରୀ ବ୍ଲୁ ଫ୍ଲାଗ୍ ବିଚ୍‌ରେ ଭାସିଗଲେ ପର୍ଯ୍ୟଟକ, ଉଦ୍ଧାର କାର୍ଯ୍ୟ ଜାରି